ଆମ ଜିଲା ଖବର

ପର୍ଯ୍ୟଟନ ବିକାଶକୁ ପ୍ରଶାସନିକ ଅଣଦେଖା

କେନ୍ଦୁଝର, ୧।୧୧(ସ୍ବ.ପ୍ର.)-କେନ୍ଦୁଝରରେ ପଡ଼ିଲାଣି ଶୀତ। ଏହାହେଉଛି ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବଣପାହାଡ ଘେରା କେନ୍ଦୁଝର ଜିଲାର ପ୍ରତିଟି ସ୍ଥାନ ରମଣୀୟ । ଏହି ଜିଲାର ପ୍ରାକୃତିକ ପରିବେଶ ଓ ଜଙ୍ଗଲ ପରିବେଷ୍ଟିତ ପ୍ରକୃତିଦତ୍ତ ଜଳପ୍ରପାତ ଗୁଡିକ ପର୍ଯ୍ୟଟକଙ୍କୁ ଜିଲାକୁ ଆକୃଷ୍ଟ…

ପରିବାରର ୬ଜଣଙ୍କୁ ହତ୍ୟା ମାମଲାର ରାୟ ପ୍ରକାଶ: ୬ ଦୋଷୀଙ୍କୁ ଆଜୀବନ ଜେଲ

ଚମ୍ପୁଆ/ଯୋଡ଼ା, ୧।୧୧(ଡି.ଏନ.ଏ.)-ଆଜକୁ ୫ ବର୍ଷ ତଳେ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଯୋଡ଼ା ଥାନା ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିଲା ା ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ୬ଜଣଙ୍କୁ କେତେଜଣ ଲୋକ ଅତି ନିର୍ମମ ଭାବେ ହତ୍ୟା…

ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼

ଭଦ୍ରକ ଅଫିସ, ୧।୧୧ – ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଛି। ପୂର୍ବାହ୍ନରୁ ବିଭିନ୍ନ ପୂଜା ମଣ୍ଡପରେ ଅସମ୍ଭାଳ…

ଜବତ ପଲିଥିନ ଛଡ଼ାଇ ନେଲେ

ଚାନ୍ଦବାଲି, ୧।୧୧ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ପକ୍ଷରୁ ଗୁରୁବାର ଅପରାହ୍ନରେ କେତେକ ଦୋକାନରୁ ଜବତ କରାଯାଇଥିବା ପଲିଥିନକୁ ବ୍ୟବସାୟୀମାନେ ଛଡ଼ାଇ ନେଇଥିବା ଜଣାଯାଇଛି। ଅପରାହ୍ନ ପ୍ରାୟ ୪ଟା ବେଳେ ଏନ୍‌ଏସିର ୨ଜଣ କର୍ମଚାରୀ ପୋଲିସ ସହାୟତାରେ ଚାନ୍ଦବାଲି ସହରର କେତେକ…

ଦିବ୍ୟାଙ୍ଗ ମହିଳାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ଏକ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୭ ବର୍ଷ ଜେଲ ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ନିର୍ଦ୍ଦେଶ ଦେଇଛନ୍ତି।…

ଜବତ ବଜ୍ରକାପ୍ତା ଜନ୍ମ ଦେଲା ଶାବକ

ବାରିପଦା ଅଫିସ,୧ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ମଙ୍ଗଳବାର ରାତିରେ କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା ଓଜନର ଏକ ବଜ୍ରକାପ୍ତା ଜବତ କରାଯାଇଥିଲା। ଏହି ବଜ୍ରକାପ୍ତା ଗୁରୁବାର ସକାଳେ ଏକ ଶାବକ…

ଗୋଟିଏ ଦିନରେ ୪ ବଳାତ୍କାର ମାମଲା ରୁଜୁ

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନାରେ ଗୋଟିଏ ଦିନରେ ୪ଟି ବଳାତ୍କାର ମାମଲା ରୁଜୁ ହୋଇଛି। ବୁଧବାର ଠାକୁରମୁଣ୍ଡା, କରଞ୍ଜିଆ, ଗୋରୁମହଷାଣି ଓ ଝାରପୋଖରିଆ ଥାନାରେ ଗୋଟିଏ ଲେଖାଏଁ ମାମଲା ରୁଜୁ ହୋଇଛି। ଏନେଇ ଏସପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ…

ଛାତ୍ରୀଙ୍କୁ ଅସଦାଚରଣ, ବିଦ୍ୟାଳୟରେ ଉତ୍ତେଜନା

ବୈଶିଙ୍ଗା,୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଏକ ହାଇସ୍କୁଲର ଜନୈକା ଦଶମଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଥାନାରେ ଏକ ମାମଲା(ନଂ. ୨୪୪/୧୯) ରୁଜୁ ହୋଇଛି।…

ଜାତୀୟ ଏକତାର ସୁରକ୍ଷା ପାଇଁ ସାମୂହିକ ଶପଥ

ବାଲେଶ୍ୱର ଅଫିସ, ୧।୧୧-ବାଲେଶ୍ୱର ଜିଲା ଭାଜପା ପକ୍ଷରୁ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୪ତମ ଜୟନ୍ତୀ ପାଳନ କରାଯାଇଛି। ସର୍ଦ୍ଦାର ପଟେଲ ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିବା ପାଇଁ କରିଥିବା ତ୍ୟାଗର ବାର୍ତ୍ତା ଲୋକମାନଙ୍କ ପାଖରେ ପହଞ୍ଚାଇବା ଲକ୍ଷ୍ୟରେ…

ସପ୍ତମ ଶ୍ରେଣୀ ଭୂଗୋଳ ପ୍ରଶ୍ନପତ୍ର ଲିକ୍‌ ଘଟଣା: ଲିକ୍‌ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଗୋପ, ୩୧।୧୦(ଡି.ଏନ୍‌.ଏ.)-ଗୋପ ଶିକ୍ଷାବିଭାଗ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ସମ୍ପର୍କରେ ଶିକ୍ଷାବିଭାଗ ଅଧିକାରୀମାନେ ନିରବ ରହିବା ଘଟଣା ଅଭିଭାବକଙ୍କ ମହଲରେ ଅସନ୍ତୋଷ ସୃଷ୍ଟି କରିବା ସହ ଶିକ୍ଷା ବିଭାଗ ଉପରୁ…

ଯୌତୁକ ପାଇଁ ବୋହୂଙ୍କୁ ପୋଡ଼ି ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ କୋର୍ଟ ଚାଲାଣ

କୋରେଇ,୩୧।୧୦(ସ୍ବ.ପ୍ର)- କୋରେଇ ଥାନା ଗୌରପୁର ପଞ୍ଚାୟତର ଜଳନ୍ଦା ଗ୍ରାମରେ ଅଧିକ ଯୌତୁକ ଦାବିକରି ଶାଶୁଘର ଲୋକେ ବୋହୂଙ୍କୁ ନିର୍ଯାତନା ଦେବା ସହ ପୋଡ଼ି ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୨୩୭/୧୯) ରୁଜୁ…

ବ୍ରହ୍ମଗିରିରେ ଗାନ୍ଧୀ ସଂକଳ୍ପ ପଦଯାତ୍ରା: ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମଗିରି, ୩୧।୧୦(ଡି.ଏନ୍‌.ଏ.): ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଗାନ୍ଧୀ ସଂକଳ୍ପ ପଦଯାତ୍ରା ଗୁରୁବାର ବ୍ରହ୍ମଗିରିରେ ଅନୁଷ୍ଟିତ ହୋଇଯାଇଛି। ଏହି ପଦଯାତ୍ରା ବ୍ରହ୍ମଗିରି ବ୍ଲକଛକରୁ ବାହାରି ବ୍ରହ୍ମଗିରି ବସଷ୍ଟାଣ୍ଡରେ ପହଞ୍ଚିଥିଲା। ଏହି ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?