ଲାଞ୍ଚ ମାମଲା: ପୂର୍ବତନ ଆର୍ଆଇଙ୍କୁ ୨ ବର୍ଷ ଜେଲ
ବାରିପଦା ଅଫିସ,୧।୧୨- ମୟୁରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ଶରତ କୁମାର ଦେହୁରୀ ଶନିବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ସହ ଓ ୨୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି ।…
ବର୍ଜ୍ୟ ପରିଚାଳନା ପାଇଁ କରିବେ ସଚେତନ
ଭୁବନେଶ୍ୱର, ୧ା୧୨(ବ୍ୟୁରୋ) ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି)ରେ ନିୟୋଜିତ ସ୍ବଚ୍ଛସାଥୀମାନଙ୍କୁ ଶୁକ୍ରବାର ବିଏମ୍ସି ଉତ୍ତର ଜୋନାଲ ଅଫିସ୍ରେ ତାଲିମ ଦିଆଯାଇଛି। ୧୧ଟି ଓ୍ବାର୍ଡରୁ ୩୮ ଜଣ ସ୍ବଚ୍ଛସାଥୀ ତାଲିମ ପାଇଛନ୍ତି। ଭୁବନେଶ୍ୱରକୁ ସ୍ବଚ୍ଛ ଓ ସବୁଜ ସୁନ୍ଦର କରିବା ପାଇଁ ଏହି…
ଖେଳୁଥିବାବେଳେ ସଂଜ୍ଞାହୀନ ହେଲେ ୪ ଛାତ୍ରୀ : ଡାକ୍ତରଖାନା ନ ନେଇ ପାଣିଛାଟି ଘରକୁ ପଠାଇଲେ ବିଦ୍ୟାଳୟ କର୍ତ୍ତୃପକ୍ଷ
ଉଦଳା,୧।୧୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଉଦଳା ଏନଏସିରେ ଥିବା ମେଣ୍ଢାଖାଇ ୟୁଜିଏମଇ ସ୍କୁଲରେ ଶନିବାର ଖେଳୁଥିବା ବେଳେ ୭ରୁ ୯ ବର୍ଷ ବୟସର ୪ ଜଣ ଛାତ୍ରୀ ହଠାତ୍ ସଂଜ୍ଞାହୀନ ହୋଇ ପଡିଥିଲେ। ସେମାନଙ୍କୁ ଚିକିସତ୍ା ନିମନ୍ତେ ଡାକ୍ତରଖାନା ନେବା ପରିବର୍ତ୍ତେ ମୁହଁରେ ପାଣିଛିଟା…
ସଂକ୍ରମିତ ଦଳିତଙ୍କ ଏତଲା ରଖୁନି ପୋଲିସ: କାର୍ଯ୍ୟାନୁଷ୍ଠାନ ନେଇ ଡିସିପିଙ୍କ ଦ୍ୱାରସ୍ଥ
ପୁରୁଣା ଭୁବନେଶ୍ୱର, ୧ା୧୨ (ଡି.ଏନ.ଏ.) ଏଚଆଇଭି ସଂକ୍ରମିତଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଓ ସେମାନଙ୍କ ପ୍ରତି ଅବିଚାର ନ ହେବା ନେଇ ଅନେକ ସରକାରୀ ଯୋଜନା ଲାଗୁ କରାଯାଉଛି। ଏଭଳିସ୍ଥଳେ ଲିଙ୍ଗରାଜ ଥାନା କର୍ତ୍ତୃପକ୍ଷଙ୍କ କ୍ଷେତ୍ରରେ ବ୍ୟତିକ୍ରମ ଦେଖାଦେଇଛି। ଡିସେମ୍ବର…
କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ନୟାଗଡ଼ ଜିଲା ପରିଦର୍ଶନ
ନୟାଗଡ଼ ଅଫିସ,୧ା୧୨-କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ଶନିବାର ନୟାଗଡ଼ ଜିଲା ଗସ୍ତ କରିଥିଲେ। ପ୍ରଥମେ ସେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଜିଲାପାଳଙ୍କ ମିନି ସମ୍ମିଳନୀ କକ୍ଷରେ ଜିଲାର ସମସ୍ତ ବିଭାଗଗୁଡ଼ିକର କାର୍ଯ୍ୟାବଳୀର ସମୀକ୍ଷା କରିବା ସହିତ ଅବଶିଷ୍ଟ ଥିବା…
ନୀଳ ବିପ୍ଳବ ଯୋଜନାରେ ୨୪ ଜଣଙ୍କୁ ମିଳିଲା ସହାୟତା
ନୟାଗଡ଼ ଅଫିସ,୧।୧୨- ନୟାଗଡ଼ ଜିଲା ମତ୍ସ୍ୟ ବିଭାଗ ପକ୍ଷରୁ ନୀଳ ବିପ୍ଲବ ଯୋଜନାରେ ୨୪ ଜଣ ହିତାଧିକାରୀଙ୍କୁ ଶନିବାର ଲୁନା (ମୋପେଡ଼), ମାଛ ରଖିବା ପାଇଁ ବରଫ ବାକ୍ସ ଓ ହେଲମେଟ ସହାୟତା ପ୍ରଦାନ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ…
ଭେଟେରାନ୍ ଫୁଟବଲ୍ ଟୁର୍ନାମେଣ୍ଟ ରଣପୁର ବିଧାୟକ ଏକାଦଶ ଚାମ୍ପିୟନ
ନୟାଗଡ଼ ଅଫିସ,୧।୧୨- ୭୮୬ ୟୁଥ୍ କ୍ଲବ ଓ ଜିଲା ଆଥ୍ଲେଟିକ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଆସନ୍ତା ୨ ତାରିଖରେ ନୟାଗଡ଼ ଖେଳପଡ଼ିଆଠାରେ ସର୍ବଭାରତୀୟ ନୟାଗଡ଼ ଫୁଟବଲ୍ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ଶନିବାର ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀର…
ପ୍ରତିବର୍ଷ ଜିଲାରେ ବଢ଼ୁଛି ରୋଗୀ ସଂଖ୍ୟା:ଜିଲାରେ ୪୫୬ ଜଣ ଏଚ୍ଆଇଭି ପଜିଟିଭ୍
ନୟାଗଡ଼ ଅଫିସ,୧।୧୨-ରବିବାର ପାଳନ କରାଯିବ ବିଶ୍ୱ ଏଡ୍ସ ଦିବସ । ଚଳିତ ବର୍ଷର ବାର୍ତ୍ତା ରହିଛି କମ୍ୟୁନିଟିଜ୍ ମେକ୍ ଦି ଡିଫରେନ୍ସ ଅର୍ଥାତ୍ ଗୋଷ୍ଠୀ ହିଁ ପରିବର୍ତ୍ତନର ନିର୍ମାତା । ଲୋକମାନେ ଯେପରି ସଚେତନ ହୋଇ ଏହି ମାରାତ୍ମକ ରୋଗଠାରୁ ଦୂରେଇ…
ସୁନାଲଟିଠାରେ କୁସୁମୀ ବ୍ୟାରେଜର ଶୁଭାରମ୍ଭ : ୩ହଜାର ହେକ୍ଟର ଜମିକୁ କରିବ ଜଳସେଚନ
ନୟାଗଡ଼ ଅଫିସ,୧ା୧୨- ନୟାଗଡ଼ ବ୍ଲକ ବଡ଼ପଣ୍ଡୁସର ପଞ୍ଚାୟତ ସୁନାଲଟିଠାରେ କୁସୁମୀ ବ୍ୟାରେଜ (ଜଳସେଚନ ପ୍ରକଳ୍ପ) କାର୍ଯ୍ୟର ଶନିବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଉପଲକ୍ଷେ ନିକଟସ୍ଥ…
‘ଅଗ୍ନି-୩’ ରାତ୍ରକାଳୀନ ପରୀକ୍ଷା ସଫଳ
ବାଲେଶ୍ୱର ଅଫିସ, ୧।୧୨-ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତ ଆଉ ଏକ ସଫଳତା ହାସଲ କରିଛି। ଶନିବାର ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡିଓ ପକ୍ଷରୁ ଭଦ୍ରକ ଜିଲା କଲାମ ଦ୍ୱୀପରୁ କରାଯାଇଥିବା ‘ଅଗ୍ନି-୩’ କ୍ଷେପଣାସ୍ତ୍ରର ରାତ୍ରକାଳୀନ ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ସନ୍ଧ୍ୟା…
ଚାଷୀଙ୍କ ଅଜାଣତରେ ଉଠାଯାଇଛି ଋଣ
ବାହାନଗା, ୧ା୧୨(ଡି.ଏନ୍.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତରେ ଥିବା ସେବା ସମବାୟ ସମିତିରେ କୋଟି କୋଟି ଟଙ୍କା ହେରଫେର୍ ହୋଇଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ କେତେକ ଚାଷୀ ଜିଲାପାଳ ଓ ଭିଜିଲାନ୍ସଠାରେ ଦାବି କରିଛନ୍ତି।…
ଶ୍ରଦ୍ଧାପୁର ସରପଞ୍ଚ ଉପନିର୍ବାଚନ: ବିଜେଡ଼ି ସମର୍ଥିତ ପ୍ରାର୍ଥୀ ବିଜୟୀ
ଭୋଗରାଇ, ୩୦ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍ ଅଧୀନ ଶ୍ରଦ୍ଧାପୁର ଉପନିର୍ବାଚନରେ ବିଜେଡ଼ି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ବିଜୟୀ ହୋଇଛନ୍ତି। ଶନିବାର ବ୍ଲକ ପରିସରରେ କଡ଼ା ନିରାପତ୍ତା ମଧ୍ୟରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯାଇଛି। ବିଜୟୀ…

