ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ
ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ଉପକୂଳରେ ପହଞ୍ଚିଥିବା ଆଣ୍ଡାମାନର ନାବିକ ଅମ୍ରିତ କୁଜୁର(୩୬) ନିଜ ଘରକୁ ଫେରିଯାଇଛନ୍ତି।…
୧୮ଲକ୍ଷ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଅଭିଯୋଗକାରୀ ସନ୍ତୋଷ ମାଷ୍ଟରମାଇଣ୍ଡ
କଟକ ଅଫିସ, ୩୧ା୧୦: କଟକ ଜିଲା ଖୁଣ୍ଟୁଣୀ ଥାନା ନିକଟରେ ମଙ୍ଗଳବାର ଘଟିଥିବା ୧୮ ଲକ୍ଷ ଟଙ୍କା ଲୁଟ୍ ଘଟାଣର ବୁଧବାର ପର୍ଦ୍ଦାଫାଶ ହୋଇଛି। କୌଣସି ଦୁର୍ବୃତ୍ତ ଏହି ଲୁଟ୍ରେ ସାମିଲ ନାହାନ୍ତି। ଟଙ୍କା ନେଇ ଯାଉଥିବା କର୍ମଚାରୀ ଜଣଙ୍କ ନିଜେ…
ଜଗଦ୍ଧାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ ଅଫିସ,୩୧।୧୦: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଗୁରୁବାର ମା’ ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ବାଘ ବାହନ ଥିବା ବେଳେ…
କଥାରେ ସୀମିତ ସ୍ବଚ୍ଛତା
ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ ୫ମାସ ହେଲା ଗୁରୁତ୍ୱ ଦେଇଆସୁଛି ଜିଲା ପ୍ରଶାସନ। ସଭାସମିତି, ବୈଠକରେ ଅଧିକାରୀମାନେ ପ୍ଲାଷ୍ଟିକ୍ ବାରଣ…
ଭାଲୁ ଆକ୍ରମଣରେ ଜଣେ ଗୁରୁତର
ଛେଣ୍ଡିପଦା,୩୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ମାରୁଢିପ ଗାଁରେ ଭାଲୁ ଆକ୍ରମଣରେ ଗୁରୁବାର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ ମାରୁଢିପ ଗାଁର ଅଚ୍ୟୁତ ମାଝି (୪୧)। ସୂଚନାଯୋଗ୍ୟ, ଉକ୍ତ ଗଁାର ଅଚ୍ୟୁତ ମାଝି…
ସୋଲଡ଼ାରେ ପ୍ରଶାସନ ପକ୍ଷରୁ ପଲ୍ଲିସଭା: ଧଉରାଗୋଠ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ
ବଇଣ୍ଡା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ ବିରୋଧ କରିଛନ୍ତି ସୋଲଡ଼ା ଗ୍ରାମବାସୀ। ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ପକ୍ଷରୁ ବୁଧବାର ଏ ସମ୍ପର୍କିତ…
ବିଦ୍ୟାଳୟରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ରକ୍ତହୀନତାର ଶିକାର ୪୫
ବନ୍ତଳା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ୧୨ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣା ପରେ ବୁଧବାର ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଟିମ୍ ସ୍କୁଲକୁ ଯାଇ…
ରାଷ୍ଟ୍ରୀୟ ଭାବ୍ ମାନବିକତାର ଅସଲ ପରିଚଏ
ଲାଠୋର, ୩୧।୧୦(ଡି.ଏନ୍.ଏ.)- ଜାତି ଭିନ୍ ଭିନ୍ ମୁନୁଷ୍ ଏକ। ଭାଷା ଭିନ୍ ଭିନ୍ ସାହିତିଅ ଗୁଟେ। ରାଷ୍ଟ୍ରୀୟ ଭାବ୍ ହେଉଛେ ମାନବିକତାର ଅସଲ ପରିଚଏ। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଜାମଚୁଅଁାନେ ଅନୁଷ୍ଠିତ ଝରିଆ ଯାଦବ ସମାଜର ଗରିଗୋବର୍ଦ୍ଧନ ପୂଜାର ଉଦ୍ଯାପନୀ…
ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼
କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି ପ୍ରମାଣ ନ ପାଇ ଶେଷରେ ସମ୍ପୃକ୍ତ ଅଟୋ ଚାଳକଙ୍କୁ ଛାଡି ଦେଇଛି। ସେ ହେଲେ…
ଅଧ୍ୟକ୍ଷ, ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବଢ଼ିଲାନି: ଉଚ୍ଚଶିକ୍ଷା ବିଭାଗକୁ ସ୍ପଷ୍ଟୀକରଣ ମାଗିଲା ପ୍ରଶାସନ
ଢେଙ୍କାନାଳ ଅଫିସ, ୩୧।୧୦ – ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରତାପରୁଦ୍ର ମହାପାତ୍ରଙ୍କ ସମେତ ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ। ସେମାନଙ୍କ କାର୍ଯ୍ୟକାଳ ଅବଧି ବଢ଼ାଇବାକୁ ଆବେଦନ କରାଯାଇଥିଲା। ଏ ନେଇ କଲେଜ ଗଭର୍ନିଂ ବଡିର ସ୍ବତନ୍ତ୍ର ଅଧିକାରୀ ଭାବେ…
ଅନୁଗୋଳ ଏନ୍କ୍ଲେଭର ଶିଳାନ୍ୟାସ: ୨ ପର୍ଯ୍ୟାୟରେ ନିର୍ମାଣ ହେବ ୬୧୩ ଘର
ଅନୁଗୋଳ ଅଫିସ, ୩୧ା୧୦ – ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ ପକ୍ଷରୁ ଅନୁଗୋଳ ଏନ୍କ୍ଲେଭର ଶିଳାନ୍ୟାସ କରାଯାଇଛି। ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ପଛ ପାର୍ଶ୍ୱରେ ଏହି ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ…
ଯୁବକଙ୍କୁ ହତ୍ୟା ଅଭିଯୋଗ
ଫିରିଙ୍ଗିଆ,୩୧ା୧୦-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କେଳାପଡ଼ା ପଞ୍ଚାୟତ ଗେରୁପଡ଼ାର ଏକ ଦୋକାନ ବାରଣ୍ଡାରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ବୁଧବାର ସକାଳେ ଜବତ କରିଛି। ସେ ହେଲେ ପାଙ୍ଗାଉପରସାହି ପଞ୍ଚାୟତ ଡେଡ଼ିସରୁ ଗ୍ରାମର କୃଷ୍ଣଚନ୍ଦ୍ର ବଗର୍ତ୍ତୀ (୪୫)। ଉକ୍ତ…

