ନକଲି ବିଦେଶୀ ମଦ କାରଖାନା ଠାବ
ଭଦ୍ରକ ଅଫିସ/ତିହିଡ଼ି,୩୦।୧୦(ଡି.ଏନ୍.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସିନ୍ଦୋଳ ଗ୍ରାମରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ଚଢାଉ ବେଳେ କାରଖାନାରୁ ଲକ୍ଷାଧିକ ଟଙ୍କାର ନକଲି ମଦ, ବିଭିନ୍ନ ନାମୀଦାମୀ କମ୍ପାନୀର ଲୋଗୋ,…
ବଜ୍ରକାପ୍ତା ଜବତ: ୪ ଚାଲାଣକାରୀ ଗିରଫ
ବାରିପଦା ଅଫିସ,୩୦ା୧୦- ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ନିକଟରେ ଚଢାଉ କରି ମଙ୍ଗଳବାର ବନ ବିଭାଗ ଏକ ବଜ୍ରକାପ୍ତା ଜବତ କରିଛି। ଏହି ଘଟଣାରେ ୪ ଚାଲାଣକାରୀ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ପ୍ରଦୀପ କୁମାର ମହାକୁଡ଼, ସନତ କୁମାର ମହାନ୍ତ,…
ସମସ୍ୟା ସମାଧାନ ନ ହେଲେ ଅହିଂସା ପଦଯାତ୍ରା
ବାରିପଦା ଅଫିସ,୩୦ା୧୦- ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ପଢ଼ୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ପରୀକ୍ଷା ଦେବାପାଇଁ ଅନୁମତି ମିଳୁଛି। ଫଳରେ ବିଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷକ ଯୋଗ୍ୟତା…
ମଦମୁକ୍ତ ଅଞ୍ଚଳ ଦାବିରେ ମହିଳାଙ୍କ ପଦଯାତ୍ରା
ରେମୁଣା, ୩୦।୧୦(ଡି.ଏନ.ଏ.)-ରେମୁଣା ଥାନା ଅଧୀନ କଲ୍ୟାଣପୁର ପଞ୍ଚାୟତରେ ଦେଶୀମଦ କାରବାର ଦିନକୁ ଦିନ ବୃଦ୍ଧି ପାଉଛି। ଘରର ପୁରୁଷମାନେ ମଦ୍ୟପାନ କରି ନାନା ବିଶୃଙ୍ଖଳା ଘଟାଉଥିବାରୁ ଏଥିରେ ଅତିଷ୍ଠ ହୋଇ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦ ମୁକ୍ତ କରିବା…
ହଜିଗଲା ମାନବିକତା: ବୃଦ୍ଧାଙ୍କୁ ରାସ୍ତାରେ ଛାଡ଼ି ଦେଲେ
ଜଳେଶ୍ୱର, ୩୦।୧୦(ଡି.ଏନ.ଏ.)-ଦିନକୁ ଦିନ ଲୋକଙ୍କ ମଧ୍ୟରେ ହଜିଯାଉଛି ମାନବିକତା। ସମାଜରେ ଅସହାୟମାନଙ୍କୁ ସାହାଯ୍ୟ କରିବା ଦୂରେ ଥାଉ ନିଜ ପରିବାରର ସଦସ୍ୟଙ୍କୁ ଅସହାୟ ଅବସ୍ଥାରେ ରାସ୍ତାକଡରେ ଛାଡିଦେବାକୁ ଲୋକେ ପଛାଉନାହାନ୍ତି। ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି ଜଳେଶ୍ୱର ସହରର ପୁରୁଣିଆ…
୧.୨୮କୋଟିର ଗଡ଼ପଦା ପାନୀୟଜଳ ପ୍ରକଳ୍ପ: ଅବଧି ସରିଲା, ନିର୍ମାଣ ସରୁନି
ରୂପ୍ସା, ୩୦।୧୦(ବାଞ୍ଛାନିଧି ଦେ)-ପାନୀୟଜଳ ସମସ୍ୟାର ସମାଧାନ ପାଇଁ ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ହେଲେ ବିଭିନ୍ନ ସ୍ଥାନରେ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ କାମ ସରୁ ନ ଥିବାରୁ ସରକାରଙ୍କ ଏହି ଯୋଜନା…
ପୋଲିସ ହେପାଜତ୍ରୁ ଅଭିଯୁକ୍ତଙ୍କୁ ଛଡାଇନେଲେ
ସଜନାଗଡ, ୩୦।୧୦(ଡି.ଏନ.ଏ.)-ଏକ ଠକେଇ ମାମଲାରେ ଅଭିଯୁକ୍ତ ଥିବା ଜଣେ ଯୁବକଙ୍କୁ ବାଲେଶ୍ୱର ଜିଲା ନୀଳଗିରି ଥାନା ପୋଲିସ ମଙ୍ଗଳବାର ଗିରଫ କରି ନେଉଥିବା ବେଳେ ଶ୍ୟାମସୁନ୍ଦରପୁର ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଯୁବକ ପହଞ୍ଚି ତାଙ୍କୁ ଛଡାଇନେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର…
ଦିଶା ବୈଠକ ଅନୁଷ୍ଠିତ: ଛତୁଆ ପ୍ରସ୍ତୁତି କେନ୍ଦ୍ରରେ ଚଢ଼ାଉ କରିବେ ଅଧିକାରୀ
ନୟାଗଡ଼ ଅଫିସ,୩୦।୧୦-ନୟାଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷ ସୃଜନଠାରେ ମଙ୍ଗଳବାର ଦିଶା (ଡିଷ୍ଟ୍ରିକ୍ଟ ଡେଭ୍ଲପ୍ମେଣ୍ଟ କୋ ଅର୍ଡ଼ିନେଶନ୍ ଆଣ୍ଡ ମନିଟରିଂ କମିଟି) ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…
ପଥରଦ୍ୱାର ଗ୍ରାମରେ ଗିରିଗୋବର୍ଦ୍ଧନ ପୂଜା
ଖଣ୍ଡପଡା,୩୦।୧୦(ସ୍ବ.ପ୍ର.)-ଖଣ୍ଡପଡା ବ୍ଲ୍ଳକ ଅନ୍ତର୍ଗତ ପଥରଦ୍ୱାର ଗ୍ରାମ ମା’ ପୂର୍ଣ୍ଣବାସୀଙ୍କ ପୀଠରେ ମଙ୍ଗଳବାର ପାରମ୍ପରିକ ରୀତିରେ ଗିରିଗୋବର୍ଦ୍ଧନ ପୂଜା ଆରମ୍ଭ ହୋଇଛି ା ମା’ ପୂର୍ଣ୍ଣବାସୀ ଯୁବ କ୍ଲବ ଆନୁକୂଲ୍ୟରେ ତଥା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଦୀର୍ଘ ୧୯ ବର୍ଷଧରି…
ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ
ଯାଜପୁର ଟାଉନ,୩୦-୧୦(ଡି.ଏନ୍.ଏ.)- ଜିଲା ପ୍ରଶାସନର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି। ଏହି ସପ୍ତାହ…
ମରାମତି ଅପେକ୍ଷାରେ ଖଣ୍ଡିତର-ରାଜଘାଟ ନଦୀବନ୍ଧ:୭.୮୬ କୋଟି ଟଙ୍କା ବ୍ୟୟବରାଦ
ରସୁଲପୁର,୩୦-୧୦(ଡିଏନଏ)- ରସୁଲପୁର ବ୍ଲକ ଖଣ୍ଡିତର ଓ ଯାଜପୁର ବ୍ଲକ ଅଧୀନ ରାଜଘାଟ ଖରସ୍ରୋତା ନଦୀର ଡାହାଣପାର୍ଶ୍ୱ ୧୫-ବି ବନ୍ଧ ମରାମତି, ପ୍ରଶସ୍ତୀକରଣ, ଆବଶ୍ୟକ ସ୍ଥଳେ ଜନବସତିକୁ ଗଡା ନିର୍ମାଣ, ବନ୍ଧ ଉପରେ ପାର୍କିଂ ନିର୍ମାଣ ପାଇଁ ଦାବି ହେଉଛି। ଏ ଦିଗରେ…
କ୍ଷତିପୂରଣ ଦାବିରେ ଚାଷୀଙ୍କ ଜାତୀୟ ରାଜପଥ ଅବରୋଧ
ଚଣ୍ଡିଖୋଲ,୩୦-୧୦(ଡି.ଏନ୍.ଏ.)- ଗତ ସପ୍ତାହରେ ୩ଦିନ ଧରି ଲଗାଣ ବର୍ଷା ଯୋଗୁ ବଡ଼ଚଣା ବ୍ଲକର ବହୁ ଅଞ୍ଚଳରେ ବ୍ୟାପକ ଫସଲ ହାନୀ ହୋଇଛି। ପ୍ରଶାସନ ପକ୍ଷରୁ ଅଦ୍ୟାବଧି କ୍ଷୟକ୍ଷତି ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦେବା ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ। ବହୁ…

