ଆମ ଜିଲା ଖବର

କଳାବଜାରରେ ବିକ୍ରି ହେଉଛି ସାଧାରଣ ବଣ୍ଟନ ସାମଗ୍ରୀ: କୋଠ ଘରୁ ଶତାଧିକ ପିଡିଏସ୍‌ ଚାଉଳ ବସ୍ତା ଜବତ

ରସୁଲପୁର,୩୦-୧୦(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକରେ ସାଧାରଣ ବଣ୍ଟନ ସାମଗ୍ରୀ ପ୍ରଦାନରେ ସରକାରଙ୍କ ୫-ଟି ପ୍ରୟୋଗ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଭୂତ ଚାଉଳ କାର୍ଡ ହାତେଇବାରେ ଠାରୁ ଅଯୋଗ୍ୟଙ୍କୁ ରାଶନ କାର୍ଡ ପ୍ରଦାନ କରିବା ପର୍ଯ୍ୟନ୍ତ ସବୁଠି ୫-ଟି ଫେଲ୍‌ ମାରିଥିବା…

ଚୋରାରେ ପିଗ୍‌ ଆଇରନ କିଣି ଗିରଫ ହେଲେ ଶିଳ୍ପପତି

ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍‌ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର ପୋଲିସ ଦ୍ବାରା ଗିରଫ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ…

ବ୍ରାହ୍ମଣୀ ରିଭର ପେଲେଟ୍‌ସ ଲିମିଟେଡ: ସ୍ଥାନୀୟ ନିଯୁକ୍ତି ବୃଦ୍ଧି ଉପରେ ନାହିଁ ପଦକ୍ଷେପ

ଯାଜପୁର ଅଫିସ,୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ମଧ୍ୟରେ କାରଖାନା ବୃଦ୍ଧି ଓ ସମ୍ପ୍ରସାରଣ ହେଉଛି। ମାତ୍ର ନିଯୁକ୍ତି ସୁଯୋଗ ସୃଷ୍ଟି ଅପରିବର୍ତ୍ତିତ ରହିଛି। ଏହିକ୍ରମରେ ବ୍ରାହ୍ମଣୀ ରିଭର ପେଲେଟ୍‌ସ ଲିମିଟେଡ(ବିଆର୍‌ପିଏଲ୍‌)ର ଉପତ୍ାଦନ ଆରମ୍ଭରୁ ସ୍ଥାନୀୟ ନିଯୁକ୍ତିକୁ ନେଇ ଆଖିବୁଜି ଦେଇଛି।…

ସବୁ ଜାଣି ନୀରବ ଦ୍ରଷ୍ଟା ସାଜିଛି ପ୍ରଶାସନ

ରସୁଲପୁର,୩୦-୧୦(ଡି.ଏନ୍‌.ଏ.)- ବିଭିନ୍ନ କ୍ଷେତ୍ରରେ ପ୍ରଶାସନିକ ଅଧିକାରୀଙ୍କ ଟାଳଟୁଳ ନୀତି ଯୋଗୁ ଦିନକୁ ଦିନ କଳାବଜାରୀଙ୍କ ସାମ୍ରାଜ୍ୟ ବଢିବାରେ ଲାଗିଛି। ଯାହାକି ପ୍ରତ୍ୟେକ୍ଷ ଭାବେ ରାଜ୍ୟ ରାଜକୋଷକୁ ପ୍ରଭାବିତ କରୁଛି। ଏପରି କି ଦିନକୁ ଦିନ ବେଆଇନ କାରବାର ବଢୁଉଛି। ଯାଜପୁର ଜିଲା…

ସଡ଼କ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ: ପ୍ରତିଶ୍ରୁତିପରେ ହଟିଲା ରାସ୍ତା ରୋକୋ

ବରୀ/ରତ୍ନଗିରି,୩୦-୧୦(ସ୍ବ.ପ୍ର./ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବରୀ-ବରୁହାଁ ମୁଖ୍ୟ ରାସ୍ତାର ବରୀ ମାଉଣ୍ଡ ବଜାର ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଅରଙ୍ଗାବାଦ୍‌ ପଞ୍ଚାୟତର ପୂର୍ବତନ ସରପଞ୍ଚ ରଘୁନାଥ ଜେନା(୬୬)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାକୁ…

ପୋସ୍କୋ ପରେ ଜେଏସ୍‌ଡବ୍ଲ୍ୟୁ ବିରୋଧରେ ଶାଣିତ ହେଲାଣି ସ୍ବର: ଜନଶୁଣାଣିକୁ ବିରୋଧ କରିବାକୁ ନିଷ୍ପତ୍ତି

ଜଗତ୍‌ସିଂହପୁର ଅଫିସ/କୁଜଙ୍ଗ,୩୦।୧୦(ସ୍ବ.ପ୍ର.): ଓଡ଼ିଶାରୁ ପୋସ୍କୋ ବିଦାୟ ନେବା ପରେ କମ୍ପାନୀ ପାଇଁ ଜଗତ୍‌ସିଂହପୁର ଜିଲାର ଢିଙ୍କିଆ ଚାରି ଦେଶର ଯେଉଁ ଜମି ଅଧିଗୃହିତ ହୋଇଥିଲା, ତା’ ଉପରେ ନଜର ପକାଇଛି ଜେଏସ୍‌ଡବ୍ଲ୍ୟୁ। ରାଜ୍ୟ ସରକାରଙ୍କ ସହ ବୁଝାମଣା ସର୍ତ୍ତରେ ଏଠାରେ କାରଖାନା…

କଳିଙ୍ଗ ବାଲିଯାତ୍ରା ଆୟୋଜନରେ ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ : ଟେଣ୍ଡର ପୂର୍ବରୁ ନିର୍ମାଣ ହେଲାଣି ଟେଣ୍ଟ

ପାରାଦୀପ,୩୦।୧୦(ସ୍ବ.ପ୍ର.): ପାରାଦୀପର ଅନ୍ୟତମ ଗଣପର୍ବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆସନ୍ତା ନଭେମ୍ବର ୧୧ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରଶାସନିକ ବିଧି ବ୍ୟବସ୍ଥାରେ ଆୟୋଜିତ ହେଉଥିବା ଏହି ମହୋତ୍ସବର ସ୍ବଚ୍ଛତାକୁ ନେଇ ଏବେଠାରୁ ଅଭିଯୋଗ ଉଠିଲାଣି। ସୂଚନା ଅନୁଯାୟୀ, ବାଲିଯାତ୍ରାର…

କୋଇଲା ଖନନ ପାଇଁ ଗ୍ରାମ ଉଚ୍ଛେଦକୁ ବିରୋଧ: ହିଙ୍ଗୁଳା ଖଣି ଅଞ୍ଚଳରେ ତୀବ୍ର ଉତ୍ତେଜନା

ତାଳଚେର, ୨୯ା୧୦(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣି ନିକଟରେ ଥିବା ଭାଲୁଗାଡିଆ ଗ୍ରାମକୁ ମଙ୍ଗଳବାର ଜବରଦସ୍ତ ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ, ପ୍ରଶାସନ ସହାୟତାରେ ଖଣି କର୍ତ୍ତୃପକ୍ଷଙ୍କ ଏପରି କାର୍ଯ୍ୟକୁ ବିରୋଧ ବେଳେ…

ଲାଞ୍ଚ ମାମଲା: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ,୩୦ା୧୦: ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଗୁଟିଙ୍ଗିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁଧୀନ୍ଦ୍ର ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ ଜେଲ ଦଣ୍ଡାଦେଶ…

ଖୁଲୁଡି ହେବ ଅଗ୍ରଣୀ ପର୍ଯ୍ୟଟନୀ ସ୍ଥଳୀ; ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବ ୫ କୋଟି: ବିଧାୟକ

ପାଲଲହଡା,୨୯।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ପ୍ରସିଦ୍ଧ ଶୈବପୀଠ ଝାରବେଡାସ୍ଥିତ ଖୁଲୁଡି ଗିରିଶ୍ୱର ମନ୍ଦିରର ବିକାଶ ପାଇଁ ଆଗାମୀ ୫ ବର୍ଷରେ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯିବ। ଏହାସହ ରାଜ୍ୟ ପର୍ଯ୍ୟଟନ ବିଭାଗ ସହାୟତାରେ ଏହି ଶୈବପୀଠକୁ ଜିଲାର…

ବାବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟା, ୪ ଗିରଫ

ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ଧରାକୋଟ ପୋଲିସ। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରି ମଙ୍ଗଳବାର ଶେରଗଡ…

ଦନ୍ତା ଆକ୍ରମଣରେ ମା’ ଗୁରୁତର, ବର୍ତ୍ତିଲେ ଝିଅ

ଭଞ୍ଜନଗର,୨୯।୧୦(ଡି.ଏନ.ଏ.)- ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡରେ ମଙ୍ଗଳବାର ସୁଦ୍ଧା ପ୍ରାୟ ୩୫ରୁ ଉର୍ଦ୍ଧ୍ୱ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀମାନେ ଜଙ୍ଗଲରୁ ବାହାରି ଧାନ ଫସଲ ନଷ୍ଟ କରୁଛନ୍ତି। ଫଳରେ ଜଙ୍ଗଲ ପାଖ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?