ମହିଳାଙ୍କୁ ସୁରକ୍ଷା ଦେବାରେ ଡବଲ ଇଞ୍ଜିନ ସରକାର ଫେଲ୍: ଗାଦି ଛାଡ଼ନ୍ତୁ ମୁଖ୍ୟମନ୍ତ୍ରୀ
ପାଟଣା,୭।୮(ବୀର କିଶୋର ଦାଶ):ରାଜ୍ୟରେ ଛାତ୍ରୀ ଓ ମହିଳା ହିଂସା ବଢିଚାଲିଛି। ବିପର୍ଯ୍ୟସ୍ତ ଆଇନ ପ୍ରତିବାଦରେ ଗୁରୁବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ଛାତ୍ର ଜନତା ଦଳ ପକ୍ଷରୁ ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଯାଇଛି। ଆୟୋଜିତ ପ୍ରତିବାଦ…
ଠେଙ୍ଗାରେ ପିଟିପିଟି ସ୍ତ୍ରୀଙ୍କୁ ମାରିଦେଲେ ସ୍ବାମୀ, ମା’ଙ୍କ ମୃତଦେହ ଦେଖି ପୁଅ…
ରାୟଗଡ଼ା,୭ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶେଷଖାଲ ଥାନା ଅଧୀନସ୍ଥ ଗାଜିଗାଁ ପଞ୍ଚାୟତ ଅନ୍ତର୍ଗତ ଗଣ୍ଡାବାଲସା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ଜୀବନରେ ମାରି ଦେଇଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ସିନ୍ଧେ କଣ୍ଡାଗରି(୪୫)।…
ନାରୀ ସୁରକ୍ଷା ଦାବିରେ ଯୁବ ବିଜେଡି ଛାତ୍ରର ଗର୍ଜନ
ପୁରୁଷୋତ୍ତମପୁର,୭ା୮(ସୀମାଞ୍ଚଳ ମିଶ୍ର): ଓଡ଼ିଶାରେ ନାରୀ ଅସୁରକ୍ଷିତ ହୋଇପଡ଼ିଥିବାବେଳେ ଦିନକୁ ଦିନ ଛାତ୍ରୀ ଓ ମହିଳାମାନଙ୍କ ପ୍ରତି ନିର୍ଯାତନା ବଢ଼ି ଚାଲିଥିବା ନେଇ ଏହାର ପ୍ରତିବାଦରେ ଗୁରୁବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ବିଜେଡିର ଯୁବ ଓ ଛାତ୍ର ସଂଗଠନ ସ୍ବର…
ସାଂଘାତିକ ଖୁଲାସା କଲେ କେନ୍ଦ୍ରାପଡ଼ା ପୀଡ଼ିତାଙ୍କ ବାପା, କହିଲେ ଝିଅର ଅଶ୍ଳୀଳ ଫଟୋ ପଠାଇ ଯୁବକ…
କେନ୍ଦ୍ରାପଡ଼ା,୭ା୮: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଆଁରେ ପୋଡ଼ି ହୋଇ ଆତ୍ମହତ୍ୟା କରିବା ଓ ବଳଙ୍ଗା ଛାତ୍ରୀ ପୋଡ଼ି ମରିବା ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ବୁଧବାର କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ପୁଣି…
ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ଦାବିରେ ବିଜେଡିର ସତ୍ୟବାଦୀ ବନ୍ଦ
ସାକ୍ଷୀଗୋପାଳ,୭ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ବିଜେଡି ପକ୍ଷରୁ ଡାକରା ଦିଆଯାଇଥିବା ୬ ଘଣ୍ଟିଆ ପୁରୀ ଜିଲା ବନ୍ଦ ସତ୍ୟବାଦୀରେ ସଫଳ ହୋଇଛି । ଗୁରୁବାର ସକାଳୁ ସାକ୍ଷୀଗୋପାଳ ମନ୍ଦିର ମୁଖ୍ୟ ରାସ୍ତାର ଷ୍ଟେଟ୍ବ୍ୟାଙ୍କ…
ବିଜେଡି ହରତାଳକୁ ନେଇ ପୁଣି ମୁହଁ ଖୋଲିଲେ ମୃତ ବଳଙ୍ଗା ଯୁବତୀଙ୍କ ବାପା, କହିଲେ ମୋ’ ଝିଅ ତ ରହିଲାନି ଆମେ…
ବଳଙ୍ଗା,୭ା୮: ପୁରୀରେ ବିଜେଡିର ହରତାଳକୁ ନେଇ ମୃତ ବଳଙ୍ଗା ଯୁବତୀଙ୍କ ବାପା ପୁଣି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେ ବହୁତ ଦୁଃଖରେ ଅଛୁ, ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ। ମୋ’ ଝିଅ ତ ରହିଲାନି, ଆମେ କାହାକୁ ଦୋଷ…
୧୦ ବର୍ଷୀୟା ନାବାଳିକାକୁ ଗଣବଳାତ୍କାର: ଭିଣୋଇ ସମେତ ତିନି ଅଭିଯୁକ୍ତ ଗିରଫ
ଉଦଳା, ୭।୮(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲାର ଖୁଣ୍ଟା ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ନାବାଳିକାଙ୍କ ଭିଣୋଇ, ଜଣେ ନାବାଳକ ଏବଂ ଅନ୍ୟ ଜଣେ…
ଅବହେଳିତ ଅବସ୍ଥାରେ ମତ୍ସ୍ୟ ଜାଆଁଳ ଉତ୍ପାଦନ କେନ୍ଦ୍ର: ମନ୍ତ୍ରୀ ଦୃଷ୍ଟିଦେବାକୁ ଦାବି
ଭଞ୍ଜନଗର,୭।୮(ବାବୁଲା ପ୍ରଧାନ)-ରାଜ୍ୟରେ ମତ୍ସ୍ୟ ଚାଷୀ ସଂଖ୍ୟା ବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଏହାଦ୍ବାରା ଅନେକ ଚାଷୀ ସରକାରଙ୍କଠାରୁ କୋଟି କୋଟି ଟଙ୍କାର ସବସିଡି ନେଇ ଲାଭବାନ ହେବାସହ ବ୍ୟବସାୟକୁ ଆଗକୁ ନେଉଛନ୍ତି। ଆଉ…
ଗୁଣିଗାରେଡି ସନ୍ଦେହରେ ଯୁବକଙ୍କୁ ହତ୍ୟା କରି ପୋାତିଦେଲେ: ଅଭିଯୋଗ ପରେ…
ମୋହନା,୭।୮(ମନ୍ମଥ ମିଶ୍ର): ପୁଣି ଗୁଣି ସନ୍ଦେହରେ ହତ୍ୟା l ଏଭଳି ଅଭିଯୋଗ ଆସିଛି ଗଜପତି ଜିଲା ମୋହନା ଥାନା କୁସୁମପୁର ଗାଁରେ l ମୋହନା ଥାନା ଅନ୍ତର୍ଗତ ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦) ଙ୍କୁ କୁସୁମପୁର ଗାଁର କିଛି…
ଗାଁ ଗାଁ ବୁଲି ସମସ୍ୟା ଦୂର କରୁଛନ୍ତି ବିଧାୟିକା: ସବୁଠି ମିଳୁଛି ଜନସମର୍ଥନ
କେସିଙ୍ଗା, ୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତି ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ଦୂର କରୁଥିବାର ଦେଖିବାକୁ ମିଳୁଛି। ଗତକାଲି କେସିଙ୍ଗା କସୃପଡ଼ା, ଘଣ୍ଟଶୋଲା, କିନ୍ଦେରକେଲା, ବିଜଖମନ,…
ବିପଦପୂର୍ଣ୍ଣ ରାସ୍ତାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର
କର୍ଲାମୁଣ୍ଡା,୭ା୮(ପ୍ରଦୀପ କୁମାର ସାହୁ):କମ୍ ଛାତ୍ରୀଛାତ୍ର ଥିବା କାରଣରୁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୨୪ ବିଦ୍ୟାଳୟକୁ ତତ୍କାଳୀନ ରାଜ୍ୟ ସରକାର ୨୦୨୦ରେ ସମ୍ପୂର୍ଣ୍ଣ ବନ୍ଦ କରିଦେଲେ। ଫଳରେ ବ୍ଲକର ଅନେକ ଗାଁର ଛାତ୍ରୀଛାତ୍ର ଦୂରଦୂରାନ୍ତକୁ ଯାଇ ପାଠ ପଢ଼ୁଥିବା ଦେଖିବାକୁ ମିଳିଛି।…
ଗଳାବାଟ ଦେଇ ଭକ୍ତଙ୍କୁ ଛାଡ଼ିବା ନେଇ ଅଭିଯୋଗ: କମଚାରୀଙ୍କୁ ନିଲମ୍ବନ ନିର୍ଦ୍ଦେଶ
ପୁରୀ,୭ା୮(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ଚାରିଦ୍ୱାର ଓ କିଛି ଗଳାବାଟରେ ନିୟୋଜିତ ଥିବା ସୁରକ୍ଷାକର୍ମୀ ଭକ୍ତଙ୍କ ଠାରୁ ଟଙ୍କା ନେଇ ଛାଡୁଥିବା ନେଇ ଅଭିଯୋଗ ହୋଇଆସୁଛି। ବିଭିନ୍ନ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
Archives


