ଆମ ଜିଲା ଖବର

ଶିକ୍ଷୟିତ୍ରୀଙ୍କ ସାବୁନରେ ବାସନ ମାଜିବାରୁ ଛାତ୍ରଙ୍କୁ ମାଡ଼

ପାପଡାହାଣ୍ଡି,୨୮।୧୦(ଡି.ଏନ.ଏ)- ଶିକ୍ଷୟିତ୍ରୀଙ୍କ ବାସନମଜା ସାବୁନରେ କେତେ ଜଣ ଛାତ୍ର ନିଜ ବାସନ ମାଜି ଦେଇଥିଲେ। ଏହାକୁ ନେଇ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରମାନଙ୍କୁ ମାଡ ମାରିଥିଲେ। ଶିକ୍ଷୟିତ୍ରୀଙ୍କ ମାଡରେ ୧୪ ଜଣ ଛାତ୍ରଙ୍କ ଶରୀରେ ନୋଳା ପଡିଯାଇଛି। ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ…

ଦୋଳାରେ ୪ କିମି ବୁହାହୋଇ ଡାକ୍ତରଖାନା ଗଲେ ବଜ୍ରପାତରେ ଆହତ ୨ ନାବାଳକ

ଦଶମନ୍ତପୁର,୨୮ା୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତ ସଲପଗୁଡ଼ା ଗ୍ରାମରେ ରବିବାର ଗାଇ ଚରାଇବାକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଛନ୍ତି ଦୁଇ ଜଣ ନାବାଳକ। ସେମାନେ ହେଲେ ସଲପଗୁଡ଼ା ଗ୍ରାମର ମସୁରୀ ମୁଦୁଲିଙ୍କ ପୁଅ ଜଗ ମୁଦୁଲି (୧୭) ଓ କେଶରୀ…

ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ

ଜୟପୁର,୨୮ା୧୦(ନି.ପ୍ର.): ଜୟପୁରରେ ବାଣଫୁଟାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ରବିବାର ଦୀପାବଳୀ ରାତିରେ ବାଣଫୁଟା ଚାଲିଥିବା ବେଳେ ବିଜୁ ନଗର ଓ ଖ୍ରୀଷ୍ଟିଆନ ସାହି ମଧ୍ୟରେ ଧସ୍ତାଧସ୍ତି ଚାଲିଥିଲା। ଏନେଇ ଅମର ନାଏକଙ୍କ ଅଭିଯୋଗକ୍ରମେ ପୋଲିସ ବିଜୁନଗରର ୨୦…

ବୋଲେରୋ ଲୁଟି ନେବାବେଳେ ଦୁର୍ଘଟଣା: ପଥଚାରୀ ବାପା, ଝିଅ, ପୁଅଙ୍କ ଜୀବନ ଗଲା

ଯୋଡା, ୨୮।୧୦(ଡି.ଏନ.ଏ.)-ଏକ ବୋଲେରୋ ଲୁଟ୍‌ କରି ଫେରାର ହୋଇଯିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଏହା ମାଡ଼ି ଯାଇଥିଲା। ଫଳରେ ଗୋଟିଏ ପରିବାରର ବାପ, ଝିଅ, ପୁଅ ବୋଲେରୋ ଚକା ତଳେ ଚାପି ହୋଇ ପ୍ରାଣ…

ଦମ୍ପତିଙ୍କୁ ଯବାନଙ୍କ ମାଡ଼ ଅଭିଯୋଗ

ଫୁଲବାଣୀ ଅଫିସ, ୨୮ା୧୦-କୌଣସି କାରଣ ନ ଜଣାଇ ସିଆର୍‌ପିଏଫର ଯବାନ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ପଞ୍ଚାୟତ ବଣ୍ଡିଗୁଡା ଗ୍ରାମର ଏକ ଦମ୍ପତିଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ଆହତ ଦମ୍ପତି ତଥା ଗ୍ରାମର ଅମିତ ବଡସେଟ ଏବଂ ତାଙ୍କ ସ୍ତ୍ରୀ ହେମନ୍ତି…

ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ୮ନଂ. ୱାର୍ଡ ଶ୍ୟାମସୁନ୍ଦରପୁର ଗଁାର ମାଧବ ଦାସ (୨୫) ଓ…

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ବୁଗୁଡ଼ା,୨୮ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ରାବଗଡ଼ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ରବିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାବଗଡ଼ର ସରମା ନାୟକ (୫୯)। ଏ ନେଇ ପୋଲିସ ନଂ. ୨୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଦୀପାବଳି ଅମବାସ୍ୟା…

ଗୋରୁ ଚାଲାଣ, ୬ ଗିରଫ

ଭୁବନ, ୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ପୋଲିସ ସାମବାର ଭୋର ସମୟରେ ୫୩ ନମ୍ବର ଜାତୀୟ ରାଜପଥ ଭୂଷଳ ଛକ ନିକଟରେ ଦୁଇଟି ଗୋରୁ ବୋଝେଇ ମିନିଟ୍ରକ ଜବତ କରିଛି। ଟ୍ରକ୍‌ ଦୁଇଟି (ନଂ. ଓଡି.୦୬-ଏ-୯୭୪୯ ଓ ଓଡି ୦୫-ଇ-୩୮୬୦) ଗୋରୁ…

ଜଳିଗଲା ଲୁଗା ଦୋକାନ ୫୦ ଲକ୍ଷର ସାମଗ୍ରୀ ନଷ୍ଟ

ଭୁବନ,୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୨ନଂ ୱାର୍ଡ ଶିଶୁମନ୍ଦିର ନିକଟସ୍ଥ ଶ୍ରୀକୃଷ୍ଣ ଡ୍ରେସ୍‌ ହାଉସ ମାଲିକଙ୍କ ଘରେ ରବିବାର ସନ୍ଧ୍ୟା ପ୍ରାୟ ୮ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୫୦ ଲକ୍ଷ ଟଙ୍କାର ଡ୍ରେସ ଓ ପୋଷାକ ଜଳିଯାଇଛି। ଦୀପାବଳି…

ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା

କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୋଗ ଅନୁଯାୟୀ, ଅସୁସ୍ଥତା କାରଣରୁ ଜାମବଣୀ ସରପଞ୍ଚ ପଞ୍ଚାୟତ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ କରିପାରୁ…

ଚଳନ୍ତା ମାଲବାହୀ ଟ୍ରେନରୁ ଅଲଗା ହେଲା ୬ ବଗି

ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- ଖୁଣ୍ଟୁଣୀ ଥାନା ଅଧୀନ ପୂର୍ବତଟ ରେଳବାଇର ଘଣ୍ଟିଖାଲ-ନଧିପୁର ରେଳଷ୍ଟେଶନ ନିକଟ ଏକ ରେଳ ପୋଲ ଉପରେ ସୋମବାର ଏକ ଚଳନ୍ତା ମାଲବାହୀ ଟ୍ରେନରୁ ୬ଟି ଓ୍ବାଗନ ଅଲଗା ହୋଇଯାଇଥିଲା। ଫଳରେ ଟ୍ରେନଟି ପ୍ରାୟ ୧୫ମିନିଟ୍‌ ପର୍ଯ୍ୟନ୍ତ ଟ୍ରାକ ଉପରେ ଅଟକ…

ଧବଳେଶ୍ୱର ପୀଠରେ ମାତିଲେ ମହିଳା ଲୁଟେରା : ୪ ସୁନାଚେନ ଲୁଟ୍‌, ଜଣେ ଅଟକ

ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- କାର୍ତ୍ତିକ ମାସର ତୃତୀୟ ପାଳିର ସୋମବାରରେ ଧବଳେଶ୍ୱରଙ୍କ ପୀଠରେ ପୂର୍ବ ଅପେକ୍ଷା ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ପରିଲକ୍ଷିତ ହୋଇଛି। ପ୍ରାୟ ୧୮ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆସିଥିବା ଦେବୋତ୍ତର ସୁପରଭାଇଜର କରୁଣାକର ବେହେରା କହିଛନ୍ତି। କିନ୍ତୁ ଏହି ଭିଡ଼ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?