ଆମ ଜିଲା ଖବର

ଡେବ୍ରିଗଡ଼ ଅଭୟାରଣ୍ୟରେ ହାତୀପଲ: ଆଶ୍ୱସ୍ତ ହେଲେ ଚାଷୀ

ଭଟ୍‌ଲି, ୨୮।୧୦(ଡି.ଏନ୍‌.ଏ.): ବିଗତ ୩ ଦିନ ହେବ ହାତୀଙ୍କୁ ନେଇ ଭୟରେ ଥିବା ବରଗଡ଼ ଜିଲାର ଚାଷୀମାନେ ରବିବାରଠାରୁ ସାମାନ୍ୟ ଆଶ୍ୱସ୍ତିଲାଭ କରିଛନ୍ତି। ଛତିଶଗଡ଼ ରାଜ୍ୟ ଅନ୍ତର୍ଗତ ଭଟ୍‌ଲି ନିକଟସ୍ଥ ବାରପାହାଡ଼ ଜଙ୍ଗଲ ଅଭିମୁଖେ ଚାଲିଆସିଥିବା ୨ଟି ବଣୁଆ ହାତୀ ଧାନ…

ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ପରଲୋକ

ଖୋର୍ଦ୍ଧା ଅଫିସ, ୨୮।୧୦: ଖୋର୍ଦ୍ଧା ଜିଲାର ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ୭୦ବର୍ଷ ବୟସରେ ସୋମବାର ପରଲୋକ ଘଟିଛି। ବିଗତ କିଛି ଦିନ ହେବ ସେ ନିମୋନିଆରେ ପୀଡ଼ିତଥିଲେ। ଶେଷ ଦର୍ଶନ ପାଇଁ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା…

ଜନଶୁଣାଣିରେ ଷଣ୍ଢ

ରାଜନଗର,୨୮।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକଠାରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଚାଲିଥିଲା। ଗୋରୁ ବିଭିନ୍ନ ସମୟରେ ଫସଲ ନଷ୍ଟ କରୁଥିବାରୁ ଏହାର ପ୍ରତିବାଦ କରି ଚାଷୀମାନେ ୨ଶହରୁ ଊର୍ଦ୍ଧ୍ୱ ଷଣ୍ଢଙ୍କୁ ବ୍ଲକ କାର୍ଯ୍ୟାଳୟରେ ଠୁଳକରି ଅଭିନବ ଉପାୟରେ ପ୍ରତିବାଦ କରିଥିଲେ।…

କାଳୀପୂଜା ଲାଗି ସରକାରୀ ଛୁଟି ଘୋଷଣା

ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୂଜା ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି। ଖାସ୍‌ ଏଥିପାଇଁ ଜିଲାର ସମସ୍ତ ସ୍କୁଲ, କଲେଜ ସମେତ ସରକାରୀ ଅଫିସକୁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଆଞ୍ଚଳିକ ଛୁଟି ଭାବେ ଘୋଷଣା କରାଯାଇଛି।…

ଗୋଲବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୬୦ ଦୋକାନ

ସମ୍ବଲପୁର, ୨୮।୧୦ (ବ୍ୟୁରୋ): ସମ୍ବଲପୁର ସହରର ଗୋଲବଜାରସ୍ଥିତ ପରିବା ମାର୍କେଟରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଦୋକାନ ଜଳି ପାଉଁଶ ହୋଇଯାଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଖବର ପାଇ…

ପୋଲିସ ଏନ୍‌କାଉଣ୍ଟରରେ ଅପରାଧୀ ଟିଙ୍ଗିରି ଆହତ

ଆସିକା,୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥରରେ ପୋଲିସ ଏନ୍‌କାଉଣ୍ଟରରେ ଟିଙ୍ଗିରି ଦୋରା(୩୨) ନାମକ ଜଣେ ଅପରାଧୀ ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଦୀପାବଳି ଅବସରରେ ଗାଁରେ କିଛି ଖେଳ ହେଉଥିଲା। ସେଠାରେ ଗାଁର…

ନିଆରା ଢଙ୍ଗରେ ଦୀପାବଳି: ବାଣ ଫୁଟା ନ ଯାଇ ବାଳାଶ୍ରମ, ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ଉନ୍ନତିରେ ଖର୍ଚ୍ଚ ପାଇଁ ଦିଆଗଲା ଅର୍ଥ

ହାଟଡ଼ିହୀ,୨୮।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ବିଶିଷ୍ଟ ସାମାଜିକ ସଂଗଠନ ‘ସର୍ଭ ଫର ଫିପୁଲ’ ତରଫରୁ ଦୀପାବଳି ଉତ୍ସବ ନିଆରା ଢଙ୍ଗରେ ପଳିତ ହୋଇଯାଇଛି। ଏହି ବ୍ଲକ ଅନ୍ତର୍ଗତ ବିଷ୍ଣୁପ୍ରିୟା ବାଳାଶ୍ରମ ଓ ବୃଦ୍ଧାଶ୍ରମରେ ଥିବା ଅସହାୟ ବୃଦ୍ଧାବୃଦ୍ଧ ଓ ଅନାଥ…

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶର ପ୍ରଥମ ଦିନ ଅର୍ଥାତ ରବିବାର ବେଦମାତା ବେଶ ଓ ଦ୍ୱିତୀୟ ଦିନ ସୋମବାର ମହାକାଳୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା’ ଭଦ୍ରକାଳୀ ମହାକାଳୀ ବେଶରେ ନାଲି…

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ମିଳିନି ପରିଚୟ

ବାହାନଗା,୨୭।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ପଟାପୋଲ ନିକଟରେ ମୋଟରସାଇକେଲ ଦୁର୍ଘଟଣା ଘଟି ଶନିବାର ଅପରାହ୍ନରେ ଜଣେ ଯୁବକ ରେବାନଦୀରେ ଖସିପଡ଼ି ନିଖୋଜ ଥିଲେ। ତେବେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଦ୍ବାରା ରବିବାର ଅପରାହ୍ନରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ସଡ଼କ ଦୁର୍ଘଟଣା: ବାପା ମୃତ, ମା’ପୁଅ ଗୁରୁତର

ନୟାଗଡ଼ ଅଫିସ୍‌, ୨୭।୧୦- ଦୀପାବଳି ପାଇଁ ଦୀପ, ବାଣ କିଣି ଗାଁକୁ ଆସୁଥିବା ବେଳେ ସଡ଼କ ଦୁର୍ଘଟଣା ଘଟି ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ନୟାଗଡ଼ ଜିଲା ଫତେଗଡ଼…

ବସ-ଟ୍ରକ୍‌ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର

ଚୌଦ୍ୱାର,୨୭।୧୦(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍‌-ଟ୍ରକ୍‌ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ ଗୋଷ୍ଠୀ…

ନିୟମିତ ୪୯ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ପାତ୍ରପୁର, ୨୭।୧୦ (ଡି.ଏନ୍‌.ଏ.)- ପାତ୍ରପୁର ସ୍ଥିତ ଶିକ୍ଷକ ଭବନ ପରିସରରେ ଶନିବାର ନିୟମିତ ହୋଇଥିବା ୪୯ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ସଭାପତି ଟୁଟୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥିଭାବେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?