ଆମ ଜିଲା ଖବର

ଅଳାବାଙ୍କ କାଳୀ ପୂଜା ଆରମ୍ଭ

ଡେରାବିଶ, ୨୭।୧୦ (ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ ଅଳାବାଙ୍କ ଛକଠାରେ ଦୀପାବଳି ଅବସରରେ ରବିବାରଠାରୁ କାଳୀ ପୂଜା ଆରମ୍ଭ ହୋଇଛି। ପୂଜାକୁ ସୁବ୍ୟବସ୍ଥିତ କରିବା ସକାଶେ ପୂଜା କମିଟି ପକ୍ଷରୁ ବହୁ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନରୁ ପୂଜା ଆରମ୍ଭ ହୋଇଥିବା ବେଳେ…

ଫେରାର ଅଭିଯୁକ୍ତ ଗିରଫ

ଡେରାବିଶ, ୨୭।୧୦ (ସ୍ବ.ପ୍ର.): ୪ ଚକିଆ ଯାନ ଓ ଟ୍ରକ ଚୋରିରେ ମାମଲାରେ ସମ୍ପୃକ୍ତ ଜଣେ ଫେରାର ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସେହି ଥାନା ଅଧୀନ ଡେରାବିଶ…

ଲଘୁଚାପଜନିତ ବର୍ଷା ଉଜାଡିଲା ଧାନଚାଷ

ବାହାନଗା, ୨୭ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ଲଗାଣ ଲଘୁଚାପଜନିତ ବର୍ଷାରେ ବିଲଗୁଡିକ ଜଳମଗ୍ନ ହୋଇଥିବାରୁ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଲୋକମାନେ ନୟନଯୋରିକୁ ପୋତି ଦେଇଥିବାରୁ ବିଲଗୁଡିକରୁ ଜଳ ନିଷ୍କାସନ ହୋଇ ନ ପାରି ଚାଷ ଜମିରେ ଲହଡି ମାରୁଛି।…

ବିନା ଲାଇସେନ୍ସରେ ଚାଲିଛି ବାଣ ଦୋକାନ : ପୋଲିସ, ଅଗ୍ନିଶମ ବିଭାଗ ଚୁପ୍‌

ରୂପ୍‌ସା, ୨୭ା୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସମେତ ରୂପ୍‌ସା ଥାନା ଅଞ୍ଚଳରେ ୨ ଦିନ ଧରି ଶହ ଶହ ବେଆଇନ ବାଣ ଦୋକାନ ଦେଖିବାକୁ ମିଳୁଛି। ପ୍ରଶାସନ ପକ୍ଷରୁ ବାଣ ତିଆରି ଓ ବିକ୍ରୀ ଉପରେ କଡାକଡି କଟକଣା ଲାଗୁ ହୋଇଥିଲେ ହେଁ…

ଶିଶୁଗୃହରେ ଦୀପାବଳି ପାଳିଲେ ଜିଲାପାଳ

ଢେଙ୍କାନାଳ ଅଫିସ୍‌, ୨୭ା୧୦- ସଦର ବ୍ଲକ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ଶିଶୁଗୃହରେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୀପାବଳି ପାଳନ କରିଛନ୍ତି। ଛୋଟ ପିଲା, ପରିବାର ଛାଡି ରହୁଥିବା ମହିଳା, ପୁରୁଷ, ଅସହାୟା ବୃଦ୍ଧା, ବୃଦ୍ଧଙ୍କ ସହ ଜିଲାପାଳ…

ବୁଡ଼ିଲା ଥୋଡ଼ଧାନ, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ

ଧାମନଗର,୨୭।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ଅଧିକାଂଶ ଖାଲୁଆ ଜମି ବର୍ଷାପାଣିରେ ବୁଡ଼ି ଯିବାରୁ ଧାନଚାଷ ବ୍ୟାପକ କ୍ଷତି ହୋଇଛି। ଗର୍ଭଣା ସଂକ୍ରାନ୍ତି ପରଠାରୁ ଧାନଗଛରେ ଥୋଡ଼ ବାହାରିବା ସମୟରେ ପାଣିରେ ବୁଡ଼ିଯିବାରୁ ଧାନ ଅଗାଡ଼ି ହେବା ନିଶ୍ଚିତ ହୋଇଛି। ଏହି…

କ୍ଷତିଗ୍ରସ୍ତ ଜମି ଦେଖିଲେ ଭାଜପା ରାଜ୍ୟ ସମ୍ପାଦକ

କନିଷି,୨୭।୧୦(ଡି.ଏନ.ଏ.)-ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପାର ରାଜ୍ୟ ସମ୍ପାଦକ ବିଭୂତି ଭୂଷଣ ଜେନାଙ୍କ ନେତୃତ୍ୱରେ ଏକ ଟିମ୍‌ କ୍ଷତିଗ୍ରସ୍ତ ଜମି ପରିଦର୍ଶନ କରିଛନ୍ତି। ବୟାଳି, ଶାସନ ପଦର, ପାନାପୁଲୀ, ତୁଳୁ, କେଲୁଆପଲି, କିର୍ତ୍ତିପୁର, ଗାରମାପେଟା, କୋଳଥିଗାଁ, ଆଙ୍କୁଲି, ଗଉଞ୍ଜୁ ଆଦି ଗାଁ ବୁଲି…

ଜମିବାଡି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଆକ୍ରମଣ

ବୈଶିଙ୍ଗା, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା କେନ୍ଦୁଆ ପଞ୍ଚାୟତର ଦଲଦଲି ଗ୍ରାମରେ ଦୀର୍ଘଦିନ ଧରି ଲାଗି ରହିଥିବା ଏକ ପୁରୁଣା ଜମିବାଡି ବିବାଦ ଶେଷରେ ତୀବ୍ର ଆକାର ଧାରଣ କରିଛି। ଏହି ଗ୍ରାମର ଶିବ ମହାର୍ଣ୍ଣାଙ୍କ ଦୁଇ ପୁଅ ରବୀନ୍ଦ୍ର ଓ…

ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ ପାଇବେ ମୀନା ମହାନ୍ତି

ବାରିପଦା ଅଫିସ, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାରିପଦା ସହର ବାଘଡାରୋଡର ମୀନା ମହାନ୍ତିଙ୍କୁ ମିଳିବ ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ-୨୦୧୯। ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲ କାର୍ଯ୍ୟକ୍ରମରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଭୁବନେଶ୍ୱରସ୍ଥିତ ଉତ୍କଳ ରଙ୍ଗମଞ୍ଚରେ ଆସନ୍ତା ନଭେମ୍ବର ୩ ତାରିଖରେ ଏହି…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର, ୨୭ା୧୦(ସ୍ବ.ପ୍ର.)-କେନ୍ଦୁଝର ସଦର ରେଞ୍ଜ ଓ ଘଟଗାଁ ବ୍ଲକ ଅନ୍ତର୍ଗତ ନିମିଘରା ଗ୍ରାମରେ ରବିବାର ସକାଳେ ଶୌଚ ହେବାକୁ ପାଖ ଜଙ୍ଗଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଆହତ ହୋଇଥିବା ଜଣାପଡିଛି। ତାଙ୍କ ନଁା ସମ୍ରାଟ ସେନାପତି(୫୦)। ସେ ସକାଳ…

ଜି.ଉଦୟଗିରିରେ ଶ୍ୟାମାକାଳୀ ପୂଜା

ଜି.ଉଦୟଗିରି, ୨୭।୧୦(ଡି.ଏନ୍‌.ଏ.)- ଜି. ଉଦୟଗିରି ବନ୍ଧ ଛକ କାଳୀ ପୂଜା ମଣ୍ଡପରେ ରବିବାର ମା’ କାଳୀଙ୍କ ପୂଜା ଆରମ୍ଭ ହୋଇଛି। ପୂଜା କମିଟି ସଭାପତି ଅଜିତ କୁମାର ସାହୁ କର୍ତ୍ତା ଭାବେ ପୂଜାରେ ବସି ଥିଲେ। ପ୍ରଥମେ ମା’ଙ୍କ ଘଟକୁ ଆବାହନ…

ଗଛରେ ପିଟିହେଲା ଚିପ୍‌ସ ବୋଝେଇ ଟ୍ରକ୍‌

କାମାକ୍ଷାନଗର, ୨୭ା୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା ତଣ୍ଡିମୁଣ୍ଡା ନିକଟରେ ରବିବାର ସକାଳେ ଏକ ଚିପ୍‌ସ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି କଙ୍କଡାହାଡ ଆଡୁ କାମାକ୍ଷାନଗର ଅଭିମୁଖେ ଯାଉଥିବା ବେଳେ ଭାଲୁମୁଣ୍ଡା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?