ଚିନିଶିଳ୍ପ ସଭାପତିଙ୍କ ବିରୋଧରେ ମହିଳାଙ୍କ ଅଭିଯୋଗ
ଆସିକା,୨୭ା୧୦(ଡି.ଏନ୍.ଏ.)-ଆସିକା ସମବାୟ ଚିନିଶିଳ୍ପର ମଦ ପ୍ରସ୍ତୁତି ଲାଗି ରହିଥିବା ବଟଲିଂ ପ୍ଲାଣ୍ଟର ମହିଳା ଶ୍ରମିକମାନେ ଚିନିଶିଳ୍ପର ସଭାପତି ବିପିନୀ ବିହାରୀ ପାତ୍ରଙ୍କ ବିରୋଧରେ ଆସିକା ଥାନାରେ ଅଭିଯୋଗ କରିଛନ୍ତି। ଶନିବାର ପ୍ଲାଣ୍ଟର ଶତାଧିକ ମହିଳା ଓ ପୁରୁଷ ଶ୍ରମିକ ଆସିକା ଥାନାରେ…
ହଷ୍ଟେଲ ଛାତରୁ ଡେଇଁଲେ ଛାତ୍ରୀ
ଦିଗପହଣ୍ଡି,୨୭ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ହଷ୍ଟେଲ ଛାତରୁ ଜଣେ ୯ମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତ ରାତିରେ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଛି। ବହୁ କଷ୍ଟରେ ହଷ୍ଟେଲ…
ପୋଲସରାରେ ସିରିଜ୍ ବୋମାମାଡ଼
ହାତୀଓଟ,୨୭ା୧୦-ଗଞ୍ଜାମ ଜିଲା ପୋଲସରାସ୍ଥିତ ବଜାରସାହି ଛକରେ ଶନିବାର ରାତି ପ୍ରାୟ ୯ଟାରେ ସିରିଜ୍ ବୋମାମାଡ ହୋଇଛି। ଏକ ବିଦେଶୀ ମଦ ଦୋକାନ ଆଗରେ ଦୁର୍ବୃତ୍ତମାନେ ବାଇକରେ ଆସି ପ୍ରଥମେ ୨ଟି ବୋମାମାଡ କରିଥିଲେ। ସେଠାରୁ ଯାଇ ରାଣିପଡା ବ୍ୟାଙ୍କ ଅଫ୍ ଇଣ୍ଡିଆ…
ଦାଦାପୁଅ ଭାଇଙ୍କ ଗଳା କାଟି ହତ୍ୟା: ଅଭିଯୁକ୍ତ ଥାନାରେ ଅଟକ
ବୁଗୁଡ଼ା,୨୭ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ବୁଗୁଡ଼ା ସହର ଉପକଣ୍ଠ ବେତାରସିଙ୍ଗରେ ଶୁକ୍ରବାର ବିଳମ୍ବିତ ରାତିରେ ଦାଦାପୁଅ ଭାଇଙ୍କ ଗଳା ଓ ପେଟରେ ଛୁରି ଭୁସି ବଡ଼ବାପା ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନିଲୁ ପାତ୍ର (୧୫)। ଅନ୍ୟ ଜଣେ ଭାଇଙ୍କ…
ନାଳ ପାରି ହେବାକୁ ଦଉଡ଼ି ଭରସା
କେନ୍ଦୁଝର, ୨୭ା୧୦ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିଶେଷ କରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସବୁଦନିଆ ଯାତାୟାତର ସୁବିଧା ନ ଥିବାରୁ ଲୋକେ ବିପଦପୂର୍ଣ୍ଣ ଅବସ୍ଥାରେ ଯାତାୟାତ କରୁଛନ୍ତି । ବର୍ଷା ହେଲେ ନଦୀନାଳରେ ପାଣି ବୃଦ୍ଧି ପାଇଥାଏ। ଫଳରେ ରାସ୍ତା ଓ ପୋଲ…
୧୧ ମଣ୍ଡପରେ ପୂଜା ପାଇବେ ମା’
ଭଦ୍ରକ ଅଫିସ, ୨୭।୧୦ – ରାତି ପାହିଲେ ଆଲୋକର ପର୍ବ ଦୀପାବଳି। ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୁସଜ୍ଜିତ ମଣ୍ଡପ, ତୋରଣ ସହରର ଶୋଭା ବଢ଼ାଉଛି। ସବୁଠି ବାରି ହୋଇପଡୁଛି ଐତିହ୍ୟ ଓ ସଂସ୍କୃତିର ମହକ।…
ସଜେଇହୋଇଛି ଭଦ୍ରକାଳୀ ପୀଠ: ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’
ପ୍ରସିଦ୍ଧ କାଳୀପୂଜା ପାଇଁ ଭଦ୍ରକ ସହର ସମେତ ଚରମ୍ପା ଷ୍ଟେଶନ ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ମା’ଙ୍କ ପୂଜା ନୀତିରେ ଯେଭଳି କୌଣସି ବ୍ୟତିକ୍ରମ ନ ହେବ ସେଥିପ୍ରତି ସେବାୟତ ଓ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ…
ବାରିପଦା ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ
ବାରିପଦା ଅଫିସ,୨୭।୧୦-ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ତଥା ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବାରିପଦା ସହରରେ ଦିନକୁ ଦିନ ଏବେ ଅପରାଧ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟରୁ ଅପରାଧୀମାନେ ଆସି ଏଠାରେ ଅପରାଧ…
ଲଘୁଚାପ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି
କୁଆମରା/ଉଦଳା/ ରାସଗୋବିନ୍ଦପୁର, ୨୭।୧୦ (ଡି.ଏନ୍.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେତେକ ଅଞ୍ଚଳରେ ରାସ୍ତାରେ ପାଣି ଚାଲିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଥିଲା। ବର୍ଷାଛାଡିଥିଲେ ବି କେତେକ ଅଞ୍ଚଳରେ ଚାଷ…
ପର୍ଯ୍ୟଟନସ୍ଥଳୀର ସ୍ଥିତି ଉପରେ ସମୀକ୍ଷା: ଶୌଚାଳୟ, ପାନୀୟଜଳ ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୨୭।୧୦-ବାଲେଶ୍ୱର ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଶନିବାର ରାଜ୍ୟ ସରକାରଙ୍କ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାର ଥିବା ସମସ୍ତ ପର୍ଯ୍ୟଟନସ୍ଥଳୀଗୁଡ଼ିକର ସ୍ଥିତି ଉପରେ ସମୀକ୍ଷା କରି ଶୌଚାଳୟ ଓ ପାନୀୟଜଳ ଉପରେ ଗୁରୁତ୍ୱ ଦେବା ପାଇଁ…
ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ହିଁ ଶିଶୁ ମହୋତ୍ସବ
ସିମୁଳିଆ, ୨୭।୧୦(ଡି.ଏନ.ଏ.)-ସିମୁଳିଆ ମଣ୍ଡଳସ୍ତରୀୟ ଶିଶୁ ମହୋସତ୍ବ ସୁରଭି-୨୦୧୯ ଶନିବାର ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହି ମହୋତ୍ସବକୁ ଉଦ୍ଘାଟନ କରିବା ସହିତ ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ହିଁ ଶିଶୁ ମହୋତ୍ସବ…
ରାଜ୍ୟସ୍ତରୀୟ କରାଟେ ପ୍ରତିଯୋଗିତା: ବାଲେଶ୍ୱର ପ୍ରତିଯୋଗୀଙ୍କୁ ୬ ସ୍ବର୍ଣ୍ଣ
ବାଲେଶ୍ୱର ଅଫିସ,୨୭।୧୦-ବାଲେଶ୍ୱର ଜିଲା ଫିଟ୍-୨-ଫାଇଟ୍ କରାଟେ ସେଣ୍ଟରର ପ୍ରତିଯୋଗୀ କେଉଁଝର ସହରସ୍ଥିତ ଗୁଜୁରାଟୀ ସମାଜ ପରିସରରେ ୱାର୍ଲଡ୍ ଟ୍ରାଡ଼ିଶନାଲ୍ ସୋଟୋକାନ୍ ଫେଡ଼େରେଶନ୍ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ କରାଟେ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏଥିରେ ୭ବର୍ଷରୁ କମ୍, ୭ରୁ ୯ବର୍ଷ, ୯ରୁ ୧୧…

