ଆମ ଜିଲା ଖବର

ପ୍ରସୂତିଙ୍କୁ ଘରୋଇ ମେଡିକାଲ ନେବା ପାଇଁ ଡାକ୍ତରଙ୍କ ତାଗିଦ୍‌ ଭିଡିଓ ଭାଇରାଲ

ବାରିପଦା ଅଫିସ,୨୬ା୧୦- ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଠିକ୍‌ ଭାବେ ସ୍ବାସ୍ଥ୍ୟ ସେବା ପ୍ରଦାନ ପାଇଁ ବାରିପଦାଠାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଛି। ତେବେ ଏଠାକୁ ଆସୁଥିବା ରୋଗୀମାନେ ବିଭିନ୍ନ ସମୟରେ ଶୋଷଣର ଶିକାର ହେଉଥିବା…

ଶହେ ବର୍ଷର ବିଦ୍ୟାଳୟ କାନ୍ଥ ଭୁଶୁଡିଲା

ବାହାନଗା, ୨୬ା୧୦(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ବାହାନଗା ବ୍ଲକ ଅଭଣା ପଞ୍ଚାୟତର ବରଜଦେଉଳି ଗ୍ରାମରେ ଥିବା ଶହେ ବର୍ଷର ପୁରୁଣା ଉନ୍ନୀତ ଉ.ପ୍ରା.ବିଦ୍ୟାଳୟର କାନ୍ଥ ଭୁଶୁଡି ପଡିଛି। ତେବେ ରାତିରେ ଏଭଳି ଦୁର୍ଘଟଣା ଘଟିଥିବାରୁ କାହାରି କିଛି କ୍ଷତି ହୋଇନାହିଁ। ଏହି…

ବାଲେଶ୍ୱର ସହରରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୧୦-ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ଗତ ୩ଦିନ ଧରି ବର୍ଷା ଲାଗି ରହିବାରୁ ଶୁକ୍ରବାର ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ରାସ୍ତାଘାଟ ବୁଡ଼ିଯିବା ସହ ଘର ଭିତରେ ପାଣି ପଶିଛି।…

ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍‌ର ଏହି ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ…

୮୫ ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅଧୀନ ଦୁବୁଲାଗଡ଼ି ଗ୍ରାମର ଜଣେ ଭୁଟୁଭୁଟି ମାଲିକ ଅଜାମିଲ ବେରାଙ୍କ ମୁହାଣସ୍ଥିତ ଗୋଦାମ ଓ ଅଫିସ୍‌ ଘରର ଶଟର ଭାଙ୍ଗି ୮୫ ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ଏ…

ଲଗାଣ ବର୍ଷାରେ କାନ୍ଥ ଭୁଶୁଡିଲା: ଜଣେ ମୃତ, ୨ ଗୁରୁତର

ଜଳେଶ୍ୱର, ୨୫।୧୦-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ୩ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତର ଭଦୁଆ ଗ୍ରାମରେ ଗୁରୁବାର ରାତିରେ ରବିନାରାୟଣ ବାରିକ(୩୩)ଙ୍କ ଘର କାନ୍ଥ ଭୁଶୁଡି…

ଗଙ୍ଗାହାର, ବୁଢାବଳଙ୍ଗରେ ଜଳପତ୍ତନ ବୃଦ୍ଧି

ବଡ଼ସାହି,୨୫ା୧୦(ସ୍ବ.ପ୍ର)- ଶିମିଳିପାଳରୁ ବାହାରିଥିବା ଗଙ୍ଗାହାର ଓ ବୁଢାବଳଙ୍ଗ ନଦୀ ବଡ଼ସାହି ବ୍ଲକର ଉଭୟ ପଟ ଦେଇ ପ୍ରବାହିତ ହେଉଛି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଏହି ଦୁଇ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ଅପରାହ୍ନରେ…

କାନ୍ଥ ପଡ଼ି ମହିଳା ମୃତ

ରାସଗୋବିନ୍ଦପୁର,୨୫ା୧୦(ଡି.ଏନ୍‌.ଏ.)- ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ରାସଗୋବିନ୍ଦପୁର ବ୍ଲକ ଅଧୀନ ଖୁଣ୍ଟାପାଳ ଗ୍ରାମରେ ଶୁକ୍ରବାର ସକାଳେ କାନ୍ଥ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ସୋମନାଥ ପଲେଇଙ୍କ ପତ୍ନୀ ଦମୟନ୍ତୀ (୪୫) ବୋଲି ଜଣାପଡ଼ିଛି। ଖବରପାଇ…

ଶିକ୍ଷକ ନିଯୁକ୍ତି ଦାବି: ବିଦ୍ୟାଳୟରେ ତାଲା ପକାଇବାକୁ ଗ୍ରାମବାସୀଙ୍କ ଚେତାବନୀ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ାଗୋଡ଼ା ସର୍କଲର ଥୁଟିବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗ୍ରାମବାସୀ ଡିଇଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ରହିଛନ୍ତି। ତେବେ ୨ଜଣ ଶିକ୍ଷକ ବହୁବର୍ଷ…

ତାଲିମପ୍ରାପ୍ତ ଏଏନ୍‌ଏମ୍‌ ଛାତ୍ରୀଙ୍କୁ ନିଯୁକ୍ତି ଦାବି: ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏଏନ୍‌ଏମ୍‌ କାଉନସିଲିଂ କେନ୍ଦ୍ରରେ ଗୁରୁବାର ନୂତନ ଛାତ୍ରୀମାନଙ୍କ କାଉନସିଲିଂ ଚାଲିଥିବା ବେଳେ ନିଖିଳ ଓଡ଼ିଶା ଅଣନିଯୁକ୍ତ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲାରେ ୧୭ ହଜାରରୁ ଅଧିକ ତାଲିମପ୍ରାପ୍ତ…

ପୃଥକ ୨ଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର

ଆନନ୍ଦପୁର,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୃଥକ ଦୁଇଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଆନନ୍ଦପୁର ଥାନା ପଚାଙ୍ଗ ଗ୍ରାମର କାଳନ୍ଦୀ ନାୟକଙ୍କ ସ୍ତ୍ରୀ ଇତିଶ୍ରୀ ନାୟକ ଏବଂ ଘସିପୁରା…

ବସ୍‌କୁ ଧକ୍କାଦେଲା ବସ୍‌: ୧୦ ଗୁରୁତର

ରେମୁଣା,୨୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ବିସିଇଟି କଲେଜ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ନୀଳମାଧବ ନାମକ ଏକ ବସ୍‌କୁ ସାମଲ ବସ୍‌ ପଛରୁ ଧକ୍କା ଦେଇଥିଲା। ଫଳରେ ସାମଲ ବସ୍‌ ଡ୍ରାଇଭରଙ୍କ ସମେତ ୧୦ ଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?