ଆମ ଜିଲା ଖବର

ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସମସ୍ୟା: ପୂରଣ ହେଲାନି ଗୋଟିଏ ବି ପ୍ରତିଶ୍ରୁତି, ରୋଗୀ ଭୋଗୁଛନ୍ତି ଦୁର୍ଦ୍ଦଶା

ଦଶରଥପୁର,୧ା୯(ଡି.ଏନ୍‌.ଏ.)- ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟିକୋଟି ଟଙ୍କା ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ରୋଗୀ ଏହି ସେବାରୁ ବଞ୍ଚତ୍ତ ହୋଇ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛି। ବିଭାଗୀୟ ଅଧିକାରୀ ତଥା ନେତାଙ୍କ ଅବହେଳା ଓ…

ଆଜିଠାରୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ଆରମ୍ଭ: ଏହାର ସୁବିଧାନେବାକୁ ଯାଜପୁର ଜିଲାପାଳଙ୍କ ଅନୁରୋଧ

ଯାଜପୁର ଟାଉନ,୧ା୯(ଡିଏନଏ)- ସେପ୍ଟେମ୍ବର ୧ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ହେବ। ଏହି ଜିଲାର ସମସ୍ତ ୧୬୧୯ଟି ଭୋଟ କେନ୍ଦ୍ର ସହ ସମସ୍ତ ଭୋଟର ସହାୟତା କେନ୍ଦ୍ରରେ ଏହାର ସୁବିଧା ଭୋଟରମାନେ ନେବାକୁ ଜିଲାପାଳ ରଞ୍ଜନ…

ନାବାଳିକାଙ୍କୁ ଘର ଆଗରୁ ଉଠାଇ ନେଇଥିଲେ, ଜେଲ୍‌ ଗଲେ ଯୁବକ

ନୟାଗଡ଼ ଅଫିସ,୧ା୯: ନୟାଗଡ଼ ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା(୧୩)ଙ୍କୁ ଅପହରଣ କରିବା ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇ ଜେଲ୍‌ ଯାଇଛନ୍ତି। ଯୁବକ ଜଣକ ହେଲେ ସଦର ଥାନା ଗୁଡୁପାଙ୍ଗୀ ଗ୍ରାମର ଦୀନବନ୍ଧୁ ପ୍ରଧାନ (୨୦)। ଥାନାରୁ ମିଳିଥିବା ସୂଚନା…

ପୌରପାଳିକାରେ ଖୋଲିଲା ୨୩ ୱାର୍ଡ ଅଫିସ: ଏଣିକି ସମସ୍ୟା ବୁଝିବେ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ,୧।୯ – ଅନୁଗୋଳ ଲୋକଙ୍କ ସମସ୍ୟା ବୁଝିବ ପୌର ପ୍ରଶାସନ। ଏଥିପାଇଁ ଶନିବାର ପୌରପାଳିକା ଅଧୀନରେ ଥିବା ୨୩ଟି ୱାର୍ଡ଼ରେ ଖୋଲା ଯାଇଛି ୱାର୍ଡ଼ ଅଫିସ। ଏଣିକି ଲୋକେ ସମସ୍ୟା ଧରି ପୌର କାର୍ଯ୍ୟାଳୟ ଆସିବା ପରିବର୍ତ୍ତେ ନିଜ ନିଜ…

ରାସ୍ତାକଡରେ ବିପଦ ସାଜିଛି ଶୁଖିଲା ଗଛ, ତୁରନ୍ତ ହଟାଇବା ଦାବି

ଗଣିଆ,୧ା୯(ଡି.ଏନ.ଏ.): ଗଣିଆ-ବଡମୂଳ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଥିବା ଶୁଖିଲା ଗଛଗୁଡିକ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ବଡ ବଡ ଶୁଖିଲା ଗଛ ରହିଛି । ଗଛଗୁଡିକ ଶୁଖିଯିବା ପରେ କଟାଯାଉ ନ ଥିବାରୁ…

ସହାୟତା ମିଳିବ କହି ନେଇଗଲେ ୨ ହଜାର

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଶନିବାର ଜଣେ ଦଲାଲ ୨ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଅନୁଗୋଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ପାଲଲହଡା ବନ୍ଧାଭୂଇଁ ପଞ୍ଚାୟତ…

‘କାଳିଆ’ରେ ସାମିଲ ହେଲେ ୪୦ ହଜାର: ବାଦ୍‌ ପଡ଼ିଲେ ୨୦ ହଜାର ଅଯୋଗ୍ୟ

ଅନୁଗୋଳ ଅଫିସ, ୧।୯ – ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କ ଚୂଡାନ୍ତ ତାଲିକା ଅନୁଗୋଳ ଜିଲା କୃଷି ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରୁ ସରକାରଙ୍କୁ ନିକଟକୁ ପଠାଯାଇଛି। ଜିଲାରେ ୪୦ ହଜାର ଚାଷୀ ଯୋଜନାର ତାଲିକାରେ ସାମିଲ ହୋଇଥିବାବେଳେ…

ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ନୀତି ଆୟୋଗ ଟିମ୍‌: ଚାଷୀଙ୍କ ଆର୍ଥତ୍କ ସ୍ଥିତିରେ ଉନ୍ନତି ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଥିବା ନୀତି ଆୟୋଗର କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଦଳ ରବିବାର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ପରିଦର୍ଶନ କରିଛନ୍ତି। ଏଥିସହ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ…

ପୋଲିସ ହାତରେ ଡକାୟତି ଗ୍ୟାଙ୍ଗ୍‌: ୭ ଗିରଫ, ମାରଣାସ୍ତ୍ର ଜବତ

ତାଳଚେର,୧।୯(ନି.ପ୍ର.) – ତାଳଚେରର ବିଭିନ୍ନ ଅଞ୍ଚଳରେ ଲୁଟ ତରାଜ ଚଳାଉଥିବା ଏକ ଡକାୟତି ଗ୍ୟାଙ୍ଗର ୭ ଜଣଙ୍କୁ କଲିୟରୀ ପୋଲିସ ଚଢ଼ାଉ କରି ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଘୁଆବୋଲ ଅଞ୍ଚଳର ବିକି ନାଏକ (୨୦), ବାଘୁଆବୋଲ ମୁଣ୍ଡା…

ଆଠମଲ୍ଲିକରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ: ଅଙ୍ଗନଓ୍ବାଡି, ଆହାର କେନ୍ଦ୍ର ଖାଦ୍ୟ ମାନ ପରଖିଲେ

ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ ଚମ୍ପତିରାୟ ଶନିବାର ଆଠମଲ୍ଲିକ ସଦର ମହକୁମା ସମେତ ଆଠମଲ୍ଲିକ ବ୍ଲକକୁ ଯାଇ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି। ପ୍ରଥମେ ଚମ୍ପତିରାୟ ସ୍ଥାନୀୟ ଲିପ୍ତିଙ୍ଗା ଅଙ୍ଗନୱାଡି କେନ୍ଦ୍ରକୁ ଯାଇ ବିଭିନ୍ନ…

ତହସିଲ କାର୍ଯ୍ୟାଳୟରେ ଜିଲାପାଳଙ୍କ ଚଢ଼ାଉ

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ତହସିଲ କାର୍ଯ୍ୟାଳୟରେ ଶନିବାର ରାତିରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଚାନକ ଚଢ଼ାଉ କରିଛନ୍ତି। ତାଙ୍କ ସହ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ମଧ୍ୟ ତହସିଲ କାର୍ଯ୍ୟାଳୟକୁ ଯାଇଥିଲେ। ରାତିରେ କାର୍ଯ୍ୟାଳୟ ଖୋଲାଥିବା ସୂଚନା…

କଟକ ଯିବାକୁ ଆଠମଲ୍ଲିକବାସୀ ହନ୍ତସନ୍ତ: ୩ ଦିନ ହେଲା ଆସୁନି ‘କୃଷ୍ଣପ୍ରିୟା’

ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରଠାରୁ କଟକ ଯିବାକୁ ୩ ଦିନ ହେଲା ଅସୁବିଧା ଭୋଗୁଛନ୍ତି ଲୋକେ। ଦୀର୍ଘଦିନରୁ ଆଠମଲ୍ଲିକ ଉପାନ୍ତ ଅଞ୍ଚଳରୁ ଯାତାୟାତ କରୁଥିବା ‘କୃଷ୍ଣପ୍ରିୟା’ ନାମକ ଏକ ଘରୋଇ ବସ୍‌ ଆଠମଲ୍ଲିକକୁ ଆସୁ ନ ଥିବାରୁ ଅଞ୍ଚଳବାସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri