ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ
ବ୍ରହ୍ମପୁର ଅଫିସ୍,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି। ସରକାରୀ ତଥ୍ୟ ଅନୁଯାୟୀ, ୨୦୧୬ରେ ଜିଲାରେ ୧୧୩ ହେପାଟାଇଟିସ୍-ବି ରୋଗୀ ଚିହ୍ନଟ ହୋଇଥିବା…
ଋଣ ଟଙ୍କା ମାଗିବାରୁ ଯୁବକଙ୍କୁ ମାଡ଼
ଗୋପାଳପୁର,୨୯ା୭: ଋଣ ଟଙ୍କା ମାଗିବାରୁ ୩ଜଣ ଯୁବକ ମିଶି ଜନୈକ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏହି ଥାନା ନୂଆବକ୍ସିପଲ୍ଲୀ ଗ୍ରାମର କେ. ରମେଶ ୩ ଜଣ ଯୁବକଙ୍କ ସହ ମିଶିି ଶନିବାର ରାତି…
କାୟକଳ୍ପ ଆୱାର୍ଡ ପାଇଁ ଆକଳନ: ବହୁ ପଛରେ ଗଞ୍ଜାମର ୨୦ ସ୍ବାସ୍ଥ୍ୟକେନ୍ଦ୍ର
ଛତ୍ରପୁର,୨୯ା୭(ଡି.ଏନ.ଏ.)-କାୟକଳ୍ପ ଆୱାର୍ଡ ପାଇବା ପାଇଁ ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରର ଇଣ୍ଟରନାଲ ଆସେସମେଣ୍ଟ ସରିଛି । ଏଥିରୁ ମିଳିଥିବା ସୂଚନା ଅନୁସାରେ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲ ସମେତ ୨୦ ସ୍ବାସ୍ଥ୍ୟକେନ୍ଦ୍ର ଆଓ୍ବାର୍ଡ ପାଇଁ ଥିବା ସମସ୍ତ ସର୍ତ୍ତ ପୂରଣ କରିବାରେ…
ପୁଣି ଥରିବ କଣ୍ଟିପାଳର କୁଆମରା ହୁଡ଼ି
ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆନନ୍ଦପୁର ବ୍ଲକ କଣ୍ଟିପାଳରେ ଥିବା କୁଆମରା ହୁଡିରେ ପୁଣି ବ୍ଲାଷ୍ଟିଂ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ବର୍ଷକ ତଳୁ କୁଆମରା ହୁଡିରେ ଆବଶ୍ୟକ ମାଇନିଂ ପ୍ଲାନ୍, ପରିବେଶ ମଞ୍ଜୁରି ନଥିବାରୁ ଏଠାରେ ବେଆଇନ୍ ବ୍ଲାଷ୍ଟିଂ ଏବଂ କ୍ରସରକୁ ବନ୍ଦ…
ବିନା ଦୋଷରେ ଜେଲ କାଟିଲେ ବାପପୁଅ
ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ…
ନିଆରା କ୍ରୀଡ଼ା ପ୍ରତିଭା ମଧୁସ୍ମିତା
ବନ୍ତ, ୨୯।୭ (ଡି.ଏନ.ଏ.)- ଭଦ୍ରକ ଜିଲା ବରପଦାସ୍ଥିତ ବିଆଇଇଟି କଲେଜର ଡିପ୍ଲୋମା କମ୍ପ୍ୟୁଟର ସାଇନ୍ସର ୩ୟ ବର୍ଷର ଛାତ୍ରୀ ମଧୁସ୍ମିତା ମିଶ୍ର(୧୮) ହ୍ୟାଣ୍ଡବଲ, ସାଇକେଲ ପୋଲୋ, ନେଟ୍ବଲ୍, ରଗ୍ବୀ ଫୁଟବଲ, ଥ୍ରୋବଲ, ସିପକ୍ ଟାକ୍ର, ଆତିଆପାତିଆ ଭଳି ବିଭିନ୍ନ କ୍ରୀଡ଼ାରେ ପ୍ରତିଭା…
ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଘର ସମ୍ମିଳନୀ
ବାରିପଦା ଅଫିସ,୨୯।୭- ଉତ୍ତର ଓଡ଼ିିଶା ଯୁବ ଓ ଛାତ୍ର ସଂଘର କର୍ମକର୍ତ୍ତାଙ୍କ ଏକ ସମ୍ମିଳନୀ ବାରିପଦା ଅବସରପ୍ରାପ୍ତ କର୍ମଚାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଡ.ତରୁଣ କୁମାର ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଘର ଉପଦେଷ୍ଟା ରବିନ୍ଦ୍ର ନାଥ ଦାଶ…
ମୃତ ମହିଳା ଜୀବିତ ଘଟଣା: ଜେଲରୁ ମୁକୁଳିଲେ ନିର୍ଦ୍ଦୋଷ ସ୍ବାମୀ, ଶ୍ୱଶୁର
ବାରିପଦା ଅଫିସ,୨୯।୭- ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ କୋର୍ଟ ନିର୍ଦ୍ଦେଶ…
ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି
ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ ଦେଶରେ ରଥଯାତ୍ରା ବି ଅନୁଷ୍ଠିତ ହେଉଛି। ହେଲେ ଶ୍ରୀମନ୍ଦିରରେ ଦାରୁବିଗ୍ରହଙ୍କ ସେବାପୂଜା, ରୀତିନୀତି ଯେଉଁଭଳି…
ରୋଗୀଙ୍କୁ ମିଳୁନି ଚିକତ୍ସା ସେବା
କପ୍ତିପଦା,୨୯ା୭(ଡି଼.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପଯର୍ୟସ୍ତ ହୋଇପଡିଛି। ଡାକ୍ତରଙ୍କ ଅଭାବ ସାଙ୍ଗକୁ ପରିଚାଳନାଗତ ଅବ୍ୟବସ୍ଥା କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସବୁବେଳେ ଚର୍ଚ୍ଚାରେ ରଖି ଆସିଛି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ପୋଡ଼ାଡ଼ିହା, ନଛିପୁର, ଶାଳଚୁଆ, କଟୁରିଆ, ଶରତ…
ଜବରଦଖଲ ଉଚ୍ଛେଦ ନୋଟିସକୁ ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ବିରୋଧ
ବାରିପଦା ଅଫିସ,୨୯।୭- ବାରିପଦା ସହର ଦେବେନ୍ଦ୍ରପୁରରେ ବସବାସ କରୁଥିବା ପଟ୍ଟା ବିହୀନ ବାସିନ୍ଦାଙ୍କୁ ଜବରଦଖଲ ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଜିଲା ପ୍ରଶାସନ ନୋଟିସ ଜାରି କରିଛି। ଏହାକୁ ପୌରାଞ୍ଚଳ ପଟ୍ଟାବିହୀନ ସଂଘର ସଭାପତି ନନ୍ଦ କୁମାର ମହାପାତ୍ର ଓ ସମ୍ପାଦକ…
ଢାବାରେ ନାବାଳକଙ୍କ ମୃତଦେହ ମିଳିବା ଘଟଣା: ଏଚ୍ଆରପିସି ଟିମ୍ର ତଦନ୍ତ ଆରମ୍ଭ
ବାଲିଆପାଳ, ୨୯ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡ୍କୋ ଛକସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ମୃତଦେହ ଉଦ୍ଧାର ଘଟଣାରେ ରବିବାର ମାନବାଧିକାର ସୁରକ୍ଷା କମିଶନ (ଏଚଆରପିସି) ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି। ଟିମ୍ର ମୁଖ୍ୟ ଭାବେ ଅତିରିକ୍ତ ଏସ୍ପି ସତ୍ୟନାରାୟଣ ଦାସଙ୍କ ନେତୃତ୍ୱରେ ୫ଜଣିଆ…
Archives


