୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍ର୍ ଭିଜିଲାନ୍ସ ଦ୍ୱାରା ଗିରଫ
ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର ଜିତୁ ମଣ୍ଡଳ ଭୁବନେଶ୍ୱର ଭିଜିଲାନ୍ସ ଦ୍ୱାରା ବୁଧବାର ଗିରଫ ହୋଇଛନ୍ତି। ଉଭୟଙ୍କ ଠାରୁ ୫…
ଦୁଇ ମାସ ଧରି ହଷ୍ଟେଲରେ ନାହିଁ ବିଦ୍ୟୁତ୍: ଲଣ୍ଠନକୁ ଭରସା କରି ପାଠ ପଢ଼ୁଛନ୍ତି ଛାତ୍ର
ମୁନିଗୁଡା,୨୩।୧୦(ଡି.ଏନ୍.ଏ.): ସରକାର ଆଦିବାସୀ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ଅନେକ ଯୋଜନା କରୁଛନ୍ତି। ଛାତ୍ରୀଛାତ୍ର ମାନଙ୍କୁ ରହିବା ଓ ଖାଇବା ସହ ସମସ୍ତ ପ୍ରକାରର ସୁବିଧା ଦେଇ ପାଠ ପଢ଼ିବା ନିମନ୍ତେ ବିଭିନ୍ନ ହଷ୍ଟେଲ ଖୋଲାଯାଇଛି। ହେଲେ…
ବଞ୍ଚିବା ପାଇଁ ସଂଘର୍ଷ : ପେଟ ଲାଗି ୮୦ ବର୍ଷର ବୃଦ୍ଧ ସଂଗ୍ରହ କରୁଛନ୍ତି ବର୍ଜ୍ୟବସ୍ତୁ
ମାଲକାନଗିରି,୨୩।୧୦(ଡି.ଏନ୍.ଏ.): ପରିଣତ ବୟସରେ ମାତାପିତା ଭଲରେ ଗଣ୍ଡେ ଖାଇବା, ରହିବା ପାଇଁ ପରିବାରରେ ପୁଅ ବୋହୂ, ନାତି ନାତୁଣୀଙ୍କ ହାତକୁ ଚାହିଁଥାନ୍ତି। କିନ୍ତୁ ଜଣେ ୮୦ ବର୍ଷର ବୃଦ୍ଧ ନିଜେ ବଞ୍ଚିବା ପାଇଁ କିପରି ସଂଘର୍ଷ କରି ପରିବାରର ଭରଣପୋଷଣ କରୁଛନ୍ତି…
ବ୍ୟବସାୟୀଙ୍କ ବାଇକ୍ ଡିକି ଭାଙ୍ଗି ଲୁଟ୍: ସୁନାରୂପା ଗହଣା ସହ ୧୮ ହଜାର ନେଇଗଲେ ଲୁଟେରା, ପୋଲିସର ତଦନ୍ତ ଆରମ୍ଭ
ଭଣ୍ଡାରିପୋଖରୀ,୨୩।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱ ବାରିକପୁର ବଜାର ରାସ୍ତାରେ ଜଣେ ବ୍ୟବସାୟୀଙ୍କଠାରୁ ସୋମବାର ରାତିରେ ଲୁଟ ହୋଇଛି। ବ୍ୟବସାୟୀ ପ୍ରଫୁଲ୍ଲ ସାହୁ ନିଜର ସୁନା ଦୋକାନ…
ହାଟଡିହୀ ଜନସମ୍ପର୍କ ପଦଯାତ୍ରାରେ ମନ୍ତ୍ରୀ
ହାଟଡିହୀ,୨୩।୧୦(ସ୍ବ.ପ୍ର.): ରାଜ୍ୟ କାରିଗରୀ ଓ ବୈଷୟିକ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରେମାନନ୍ଦ ନାୟକ ବୁଧବାର ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନକୁ ଗସ୍ତ କରିଛନ୍ତି। ତାଙ୍କୁ ଛେନାପଦୀ, ଜଳକଳଙ୍ଗ, ମରୈଗଁା, ଶାଳଣିଆ ଆଦି ସ୍ଥାନରେ ବିଜେଡି କର୍ମୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ତାଙ୍କ…
ରେଢ଼ାଖୋଲ ବନଖଣ୍ଡରେ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର
ରେଢ଼ାଖୋଲ,୨୩।୧୦(ଡି.ଏନ୍.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ମାଳ ରେଞ୍ଜ ଅଧୀନ ଭାଲିଆକଟା ପଞ୍ଚାୟତର ବଡ଼ବପାଟି ଗ୍ରାମ୍ୟ ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ବନବିଭାଗ ଉକ୍ତ ଗ୍ରାମ ଏକ ନାଳରୁ ହାତୀର ଗଳିତ ମୃତଦେହ ଠାବ କରିଛି। ମଙ୍ଗଳବାର ଦୁର୍ଗନ୍ଧହେବାରୁ ଗ୍ରାମବାସୀ…
ପ୍ରତାରଣା ପରେ ଫାଣ୍ଡିରେ ବିଧବାଙ୍କୁ ବିବାହ କଲେ ପ୍ରେମିକ
ଭବାନୀପାଟଣା,୨୩।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବୋର୍ଡା ଫାଣ୍ଡି ଅନ୍ତର୍ଗତ ଗୁରୁଜୁଙ୍ଗ ଗାଁରେ ଜଣେ ବିଧବାଙ୍କୁ ବିବାହର ପ୍ରତିଶ୍ରୁତି ସହ ସେହି ଗାଁର ଭୂପେନ୍ଦ୍ର ହରପାଲ ଦୁଇବର୍ଷ ହେଲା ପ୍ରେମ ସମ୍ପର୍କ ରଖିଥିଲେ। ଫଳରେ ମହିଳା ଜଣକ ଗର୍ଭବତୀ ହେବାରୁ ସେ…
ଉଠାଣୀନୂଆଗାଁ ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ଟଙ୍କାର ନକଲି ମଦ, ସରଞ୍ଜାମ ସହ ଗଞ୍ଜେଇ ଜବତ
ବଡ଼ସାହି,୨୩।୧୦(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା, ବଡ଼ସାହି ଥାନା ଅଧୀନ ଉଠାଣୀନୂଆଗାଁ ଗ୍ରାମରୁ ବୁଧବାର ସକାଳେ ଅବକାରୀ ବିଭାଗ ବିପୁଳ ପରିମାଣର ନକଲି ବିଦେଶୀ ମଦ, ବିଭିନ୍ନ ବ୍ରାଣ୍ଡର ମଦ ବୋତଲ, ଖାଲି ବୋତଲ, ଠିପି, ଲେବଲ, ସିଲ, ଖୋଳ, ସ୍ପିରିଟ, ଥିନର ଓ…
ଲୁଟ୍ ଉଦ୍ୟମ ବିଫଳ: ଏଟିଏମ୍ ଭାଙ୍ଗିଲେ ଦୁର୍ବୃତ୍ତ
ନରାଜ,୨୩।୧୦(ଡି.ଏନ୍.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମୁଖ୍ୟ ଫାଟକ ପାଖରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନ୍ବି) ଏଟିଏମ୍ରୁ ଲୁଟ୍ ଉଦ୍ୟମ ବିଫଳ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଏଟିଏମ୍ ତାଡ଼ି ଦେଇଥିବା ଖବର ପାଇ ନନ୍ଦନକାନନ ଥାନାଧିକାରୀ ଓ…
ନିଯୁକ୍ତି ଦାବିରେ ଖଣି ବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ମଲ୍ଲିବନ୍ଧ ଗ୍ରାମବାସୀ
ତାଳଚେର,୨୩।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ମଲ୍ଲିବନ୍ଧ ଗ୍ରାମବାସୀ ଖଣିରେ ନିଯୁକ୍ତି ଦାବିରେ ବୁଧବାର ଖଣି ବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ହିଙ୍ଗୁଳା କୋଇଲା ଖଣିି କାର୍ଯ୍ୟ ସହ କୋଇଲା ପରିବହନ, ଉତ୍ତୋଳନ ବନ୍ଦ ରହିଛି। ବାରମ୍ବାର ଦାବି ଓ ଅଭିଯୋଗ…
୨ଦିନ ପରେ ନିଖୋଜ ବୃଦ୍ଧଙ୍କ ମୃତଦେହ ପୋଖରୀରୁ ଉଦ୍ଧାର
ପଟ୍ଟାମୁଣ୍ଡାଇ,୨୩।୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ପାଣ୍ଡି ଅଧୀନ ପେଣ୍ଠପାଳ ପଞ୍ଚାୟତ ଦାଣ୍ଡିସାହି ଗ୍ରାମ ଠାକୁରାଣୀ ପୋଖରୀରୁ ବୁଧବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ପୀତବାସ ସାହୁ(୭୦)। ସୋମବାର ସକାଳୁ ପୀତବାସ ନିଖୋଜ…
ବିଭିନ୍ନ ଦାବି ନେଇ ଗ୍ରାମବାସୀଙ୍କ ରେଳ ଅବରୋଧ : କମ୍ପାନୀ ଦାବି ପୂରଣ ନ କଲେ ଜାରି ରହିବ ଆନ୍ଦୋଳନ
ଭବାନୀପାଟଣା,୨୩।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ବେଦାନ୍ତ କାରଖାନା ପ୍ରତିଷ୍ଠା ହେବାର ଦୀର୍ଘବର୍ଷ ବିତିଯାଇଥିଲେ ହେଁ ଆଜି ପର୍ଯ୍ୟନ୍ତ ଅଞ୍ଚଳରେ କୌଣସି ବିକାଶମୂଳକ କାର୍ଯ୍ୟ କରିନାହିଁ କମ୍ପାନୀ। ଅଞ୍ଚଳରେ ଅନେକ ଶିକ୍ଷିତ ବେକାର ଯୁବତୀ ଯୁବକ ଥିଲେ ମଧ୍ୟ କମ୍ପାନୀରେ ଚାକିରି ଖଣ୍ଡିଏ…

