ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ
ବ୍ରହ୍ମପୁର ଅଫିସ୍,୨୦-୧୧:ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର ଗୋଷାଣୀନୂଆଗଁା ଡିଏଭି…
ରାସ୍ତା ପାଇଁ ସଙ୍କୁଚିତ ହେବନି ରୟାଲ ପଡିଆ
ସୋନପୁର,୨୦।୧୧(ନି.ପ୍ର.)-ରାସ୍ତା ପ୍ରଶସ୍ତିକରଣ ନାଁରେ ରୟାଲ ପଡିଆକୁ ସଙ୍କୁଚିତ ପାଇଁ ଷଡଯନ୍ତ୍ର ଚାଲିଥିଲା। ପଡିଆ ସମ୍ମୁଖ ପଟୁ ୧୦.୭ ମିଟର ଓସାରର ପ୍ରାୟ ୨ଏକର ଜମି ପ୍ରଶାସନ ନିଜ ଅକ୍ତିଆରକୁ ନେଉଥିଲା। କିଛି ମାସ ପରେ ଦର୍ଶକ ଗ୍ୟାଲେରି ପାଇଁ ଆଉ ୩୦…
ଟଁକା ଅଭାବୁ ଉଚଶିକ୍ଷାରୁ ବଁଚିତ ସବିତା
ଲାଠୋର, ୨୦।୧୧ (ଡି.ଏନ.ଏ.)- ସରକାର ଶିକ୍ଷାର ବିକାଶ ଲାଗି କୋଟି କୋଟି ଟଁକା ଖରଚ୍ କରୁଛନ୍। ହେଲେ ଅନେକ୍ ଗରିବ୍ ଛାତ୍ରୀଛାତ୍ର କଷ୍ଟେମଷ୍ଟେ ମାଟ୍ରିକ ପାସ୍ କଲା ଉତାରୁ ଆଗ୍କେ ପଢ଼ବାର ଇଛା ଥିଲେ ବି ଅଭାବ ଅନାଟନ ଲାଗି ପଢ଼ି…
ବନ୍ୟାର ୩ମାସ ପରେ ବି ସୁଧୁରିନି ସ୍ଥିତି
ବଲାଙ୍ଗୀର ଅଫିସ/ପୁଇଁତଲା, ୨୦ା୧୧ (ଡି.ଏନ୍.ଏ.)-ବଲାଙ୍ଗୀର ଜିଲାରେ ଗତ ଅଗଷ୍ଟ ମାସରେ ପ୍ରଳୟଙ୍କରୀ ବନ୍ୟା ବିତ୍ପାତ ଦେଖାଦେଇଥିଲା। ରାସ୍ତାଘାଟ ଧୋଇ ହୋଇଯିବା ସହ ଘରଦ୍ୱାର ଭାଙ୍ଗି ପ୍ରଭୁତ କ୍ଷୟକ୍ଷତି ହୋଇଥିଲା। ପୁଇଁତଲା ବ୍ଳକ ଭାଲେର ପଞ୍ଚାୟତ ଅନ୍ତର୍ଗତ ଫଟକରା (କ) ଗାଁରେ ବନ୍ୟା…
ଅସନ୍ତୋଷ ଝାଡ଼ିଲେ ସଫେଇ କର୍ମଚାରୀ: ପୌରପାଳିକା ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର
ଅନୁଗୋଳ ଅଫିସ, ୨୦।୧୧-ଅନୁଗୋଳ ପୌରପାଳିକା ଓ ସଫେଇ କାର୍ଯ୍ୟ ଠିକା ନେଇଥିବା ଘରୋଇ ସଂସ୍ଥା ଉପରେ ଅସନ୍ତୋଷ ବ୍ୟକ୍ତ କରିଛି ଅନୁଗୋଳ ଜିଲା ସଫେଇ କର୍ମଜୀବୀ ସଂଘ। ମଙ୍ଗଳବାର ସଂଘ ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…
ଥଇଥାନ ଦାବିରେ ମାଛ, ମାଂସ ବିକ୍ରେତା ସଂଘର ଆନ୍ଦୋଳନ ଧମକ: ସୋମବାରଠାରୁ ଦୋକାନ ବନ୍ଦ ନିଷ୍ପତ୍ତି
ପାଲଲହଡା,୨୦।୧୧(ଡି.ଏନ.ଏ.)-ଥଇଥାନ ଦାବିରେ ପାଲଲହଡା ସଦର ମହକୁମାସ୍ଥିତ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ଆସନ୍ତା ସୋମବାରଠାରୁ ସଦର ମହକୁମାଠାରେ ଥିବା ସମସ୍ତ ମାଛ, ମାଂସ ଦୋକାନକୁ ଅନର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ସଂଘ ନିଷ୍ପତ୍ତି ନେଇଛି।…
ମାର୍ଚ୍ଚ ୧୪ରୁ ମହିମା ଜ୍ୟୋତିଯାତ୍ରା
ଢେଙ୍କାନାଳ ଅଫିସ, ୨୦।୧୧-ମହିମା ଧର୍ମର ମହାନ ବାର୍ତ୍ତା ପ୍ରଚାର କରିବାକୁ ଆସନ୍ତା ମାର୍ଚ୍ଚ ୧୪ରେ ମହିମା ଜ୍ୟୋତି ପରିକ୍ରମାରେ ବାହାରିବ। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକର ଗୁଣ୍ଡିଚାପଡ଼ା ମହିମାଟୁଙ୍ଗୀରୁ ଏହାର ଶୁଭାରମ୍ଭ କରାଯିବ। ଜିଲାର ବିଭିନ୍ନ ସ୍ଥାନ ପରିକ୍ରମା କରିବା ପରେ…
ବିଧାୟକ ପଢ଼ାଇଲେ ପାଠ
ପାଲଲହଡା,୨୦।୧୧(ଡି.ଏନ.ଏ.)- ପାଲଲହଡା ବିଧାୟକ ମୁକେଶ କୁମାର ପାଲ ମଙ୍ଗଳବାର ବ୍ଲକର କରଡାପାଳ ପଞ୍ଚାୟତ ଗସ୍ତ କରିଥିଲେ। ଏହି ଅବସରରେ ସେ ବାଁନଖୋଲ ଗ୍ରାମରେ ଥିବା ବାଁନଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ାଇଥିଲେ।
୧ରୁ ଚାଲିଛି ଠିକାଦାର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ଅଧାପନ୍ତରିଆ ହୋଇ ପଡ଼ିଛି କାର୍ଯ୍ୟ
ନୟାଗଡ଼ ଅଫିସ,୨୦।୧୧-ନୟାଗଡ଼ ସହରରେ ନିର୍ମାଣାଧୀନ ଅତ୍ୟାଧୁନିକ ବଲାଙ୍ଗୀ ପାର୍କର କାର୍ଯ୍ୟ ୧୮ ଦିନ ହେଲାଣି ବନ୍ଦ ରହିଛି। ସେହିଭଳି ନୂତନ ବସ୍ଷ୍ଟାଣ୍ଡ କାର୍ଯ୍ୟ ମଧ୍ୟ ବନ୍ଦ କରାଯାଇଛି। ଖାଲି ସେତିକି ନୁହେଁ ଜିଲାର ବିଭିନ୍ନ ସ୍ଥାନରେ ସରକାରୀ ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟ…
ଉପକୃତ ହେବେ ପଟାଖମଣ, ବଣସିଂହ ଗ୍ରାମବାସୀ: ଖୁବ୍ଶୀଘ୍ର ଟିକିରା ନଦୀରେ ସେତୁ
କଣିହାଁ,୨୦।୧୧(ଡି.ଏନ.ଏ.)-ଖୁବ୍ଶୀଘ୍ର ଦୂର ହେବ କଣିହାଁ ବ୍ଲକ ପଟାଖମଣ ଓ ବଣସିଂହ ଗ୍ରାମବାସଙ୍କ ସମସ୍ୟା। ଟିକରା ନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ଏବେ ପ୍ରସ୍ତୁତି ପ୍ରକ୍ରିୟା ଚାଲିଥିବା ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି। ପ୍ରକାଶ ଯେ, କଣିହାଁ ବ୍ଲକ ମହକୁମାଠାରୁ…
ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ରରେ ବିଦେଶୀ ପର୍ଯ୍ୟଟକ: ପରିଚାଳନା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କଲେ
ଗଣିଆ,୨୦ା୧୧(ଡି.ଏନ.ଏ.): ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଉଦ୍ୟମକ୍ରମେ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅଭୟାରଣ୍ୟର ସାଉଥ୍ ବଡମୂଳ ମଙ୍ଗାନାସୀଠାରେ ୨୦୧୫ ମସିହାଠାରୁ ଖୋଲାଯାଇଛି ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ର। ରବିବାର ଏକ ୪ଜଣିଆ ବିଦେଶୀ ପର୍ଯ୍ୟଟକ ଟିମ୍ ଏଠାରେ ପହଞ୍ଚତ୍ ପରିଚାଳନା ସମ୍ବନ୍ଧୀୟ…
ଚାକିରି କରାଇଦେବା କହି ୪୮ ଲକ୍ଷ ଠକେଇ ନକଲି ଭିସା:ଫ୍ଲାଇଟ୍ ଟିକେଟ ଦେଇ ଫସିଲେ ୩ କର୍ମଚାରୀ
ରଣପୁର,୨୦ା୧୧(ସ୍ବ.ପ୍ର.): ମାଲେସିଆରେ ଚାକିରି କରାଇଦେବା ବାହାନାରେ ନୟାଗଡ଼ ଜିଲା ରଣପୁର ବ୍ଲକ, ଖୋର୍ଦ୍ଧା ଜିଲା ବାଣପୁର, ବାଲୁଗଁା ଅଞ୍ଚଳର ପ୍ରାୟ ୬୦ ଜଣ ଯୁବକ ୪୮ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ନକଲି ଭିସା ଓ ଫ୍ଲାଇଟ୍ ଟିକେଟ ଦେଇ…

