ଆମ ଜିଲା ଖବର

ଏସ୍‌ପି ଅଫିସ ପରିଦର୍ଶନ କଲେ ଡିଆଇଜି

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ସମସ୍ତ କାଗଜପତ୍ର ଯାଞ୍ଚ…

ପେଟରେ କାଠଫାଳିଆ ପଶି ମହିଳା ମୃତ

ବ୍ରହ୍ମପୁର ଅଫିସ,୨୨ା୧୦- ପେଟରେ କାଠଫାଳିଆ ପଶି ଗୁରୁତର ହୋଇଥିବା ଜଣେ ମହିଳାଙ୍କର ଏମ୍‌କେସିଜି ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଣିବନ୍ଧ ଗ୍ରାମର ସୁରେନ୍ଦ୍ର ଗୌଡ଼ଙ୍କ ସ୍ତ୍ରୀ ସୁକାନ୍ତି (୪୦)। ମେଡିକାଲ ଫାଣ୍ଡି ପୋଲିସ…

ବ୍ରହ୍ମପୁରରେ ବନ୍ଦ ରହିଲା ବ୍ୟାଙ୍କ

ବ୍ରହ୍ମପୁର ଅଫିସ୍‌,୨୨ା୧୦- ରାଷ୍ଟ୍ରାୟାତ୍ତ ବ୍ୟାଙ୍କଗୁଡ଼ିକର ମିଶ୍ରଣ ପାଇଁ କେନ୍ଦ୍ର ସରକାର ଘୋଷଣା କରିବା ପରଠୁ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ବ୍ୟାଙ୍କ କର୍ମଚାରୀଙ୍କର ବିଭିନ୍ନ ୟୁନିୟନ୍‌ ଏହି ନିଷ୍ପତ୍ତିକୁ ଦୃଢ଼ବିରୋଧ କରିବା ସହ ପ୍ରତ୍ୟାହାର ପାଇଁ ଦାବି କରୁଛନ୍ତି। ଏହି…

ଲାଲ କରିଡର ମାଟିରୁ ଲାଲ ଟମାଟୋର ସ୍ବାଦ: ୩ ଜିଲାର ଚାଷୀଙ୍କୁ ସମୃଦ୍ଧିର ବାଟ ବତାଇଛି ସୋଢ଼ ପଞ୍ଚାୟତ

ଦେବଗଡ଼, ୨୨।୧୦: ପାହାଡ଼ ପର୍ବତ ଘେରା ଦେବଗଡ଼ ଜିଲାର ଉପାନ୍ତ ତିଳେଇବଣି ବ୍ଲକ ସୋଡ଼ ଗ୍ରାମପଞ୍ଚାୟତ। ଦିନେ ଏହି ପଞ୍ଚାୟତ ମାଓବାଦୀମାନଙ୍କ ମୁଖ୍ୟ ଆଡ୍ଡାସ୍ଥଳ ଥିଲା। ଲାଲ କରିଡର ରୂପେ ପରିଚିତ ଏହି ଅଞ୍ଚଳ ୨୦୦୦ ମସିହା ବେଳକୁ ଜିଲା ଓ…

୨୧ ପରିବାରକୁ ମିଳିଛି ୧୦୦ଦିନର କାମ

ସୋନପୁର, ୨୨।୧୦(ନି.ପ୍ର.): ସୋନପୁର ବ୍ଲକସ୍ତରୀୟ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନଆରଇଜିଏସ) ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନଏସଏପି)ର ଜନଶୁଣାଣି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଗତ ସାଧାରଣ ନିର୍ବାଚନ ପାଇଁ ୨୦୧୮-୧୯ ଆର୍ଥିକ ବର୍ଷର ଜନଶୁଣାଣି ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ…

ଟ୍ରକ ଧକ୍କାରେ ଜଣେ ମୃତ

ବଅଁରପାଳ,୨୨।୧୦(ଡି.ଏନ.ଏ.)-ବଅଁରପାଳ ଥାନା ହାଇସ୍କୁଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ବଅଁରପାଳ ଥାନା ସାଲଗାଡ଼ିଆ ଗ୍ରାମର ଲକ୍ଷ୍ମଣ ଖଟୁଆ(୩୫)ଙ୍କ ମୃତ୍ୟୁ ହୋଇଛି। ସେ ସାଇକେଲ ଯୋଗେ ବଅଁରପାଳରୁ ନିଜ ଗ୍ରାମକୁ ଫେରୁଥିବାବେଳେ ଅନୁଗୋଳରୁ ତାଳଚେର ଅଭିମୁଖେ ଆସୁଥିବା…

୧୮ଦଫା ଦାବି ନେଇ ଚାଷୀଙ୍କ ବିକ୍ଷୋଭ

ବାସୁଦେବପୁର, ୨୨ା୧୦(ଡି.ଏନ୍‌.ଏ.)- ଅଖିଳ ଭାରତ କୃଷକ ସଭା ବାସୁଦେବପୁର ଶାଖା ପକ୍ଷରୁ ମଙ୍ଗଳବାର ଚାଷୀଙ୍କ ୧୮ ଦଫା ଦାବି ପୂରଣ ଲାଗି ବିକ୍ଷୋଭ ଶୋଭାଯାତ୍ରା ଓ ପ୍ରତିବାଦ ସଭା କରାଯାଇଥିଲା। ଚାଷୀ, ମୂଲିଆ, ଗ୍ରାମ୍ୟ କାରିଗରଙ୍କୁ ୬୦ ବର୍ଷରେ ୩ ହଜାର…

ଗୁରୁତ୍ୱ ହରାଇଛି ଦୋଳସାହି ହାଟ, ପଡ଼ିଆ ଫାଙ୍କା

ତିହିଡ଼ି,୨୨ା୧୦(ଡି.ଏନ.ଏ.)-ଏକଦା ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୋଳସାହି ଗୋରୁହାଟ ଅଞ୍ଚଳରେ ପ୍ରସିଦ୍ଧି ଲାଭ କରିଥିଲା। ପ୍ରତି ମଙ୍ଗଳବାର ହାଟପାଳିରେ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହୁଥିଲା। ଗୋରୁ ବେପାରୀ ଓ ଗୋପାଳକଙ୍କ ସମେତ ବ୍ୟବସାୟିକ ଭିତ୍ତିଭୂମି ନେଇ ଏହି ହାଟ…

ଜାପାନୀ ଜ୍ୱର ଭୟ: ମଢିଆଳି ଗାଁରେ ପହଞ୍ଚିଲେ ଚିକିତ୍ସକ ଦଳ

ଭଣ୍ଡାରିପୋଖରୀ, ୨୨ା୧୦(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବନ୍ଦାଳୋ-ମଢିଆଳି ପଞ୍ଚାୟତ ମଢିଆଳି ଗ୍ରାମରେ ଜଣେ ୧୭ ବର୍ଷର କଲେଜ ପଢୁଆ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତାଙ୍କୁ ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଆଇସିୟୁରେ ରଖି ଚିକତ୍ସା କରାଯାଉଛି।…

ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୋଡା ଥାନାରେ ଅଭିଯୋଗ କଲେ ପରିବାର ଲୋକେ

ଯୋଡ଼ା, ୨୨।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କର ଅଶ୍ଳିଳ ଭିଡିଓ ଭାଇରାଲ ହୋଇଛି। ପୋଲିସ ଏହାର ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିଛି। ତେବେ ପୋଲିସ ଏନେଇ କୌଣସି ସୂଚନା ଦେଇନାହିଁ। ଭିଡିଓ ଭାଇରାଲ ହେବା ଘଟଣା ଜାଣିବାପରେ ଯୁବତୀଙ୍କ…

ରାଜ୍ୟସ୍ତରୀୟ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା: ମୟୂରଭଞ୍ଜରୁ ୨୦ ଖେଳାଳି

ବାରିପଦା ଅଫିସ,୨୨ା୧୦- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳକ ଓ ବାଳିକା ବର୍ଗର ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ଜିଲା ଅନ୍ତର୍ଗତ ଚନ୍ଦ୍ରଶେଖର ବେହେରା ଜିଲା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହେବ। ଏହି…

ରପେୟା ସରକାରୀ ହାଇସ୍କୁଲରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା ଜାରି

ଖଇରା, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରପେୟା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ପୂରଣ ଲାଗି ଛାତ୍ରୀଛାତ୍ର, ଅଭିଭାବକ ତଥା ସ୍ଥାନୀୟ ଉକତ୍ଳ ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟମାନେ ସ୍କୁଲ ସମ୍ମୁଖରେ ସୋମବାରଠାରୁ ଧାରଣାରେ ବସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?