ବିଦ୍ୟୁତ ସର୍ଟଶର୍କିଟରୁ ଅଗ୍ନିକାଣ୍ଡ: ୬ ବଖରା ଜଳିଗଳା; ୫ ଗୋରୁ, ୯ ଛେଳି ଜୀବନ୍ତ ଦଗ୍ଧ
ବନ୍ତ,୨୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ କୁଆଁର୍ଦ୍ଦା (ଅଘିରା ଗଢ଼ିଆ) ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବାସଗୃହ ଓ ଗୁହାଳ ସମେତ ୬ ବଖରା ଜଳିଯାଇଛି। ଗ୍ରାମର ସମ୍ଭୁନାଥ ନାୟକ, କୈଳାସ ନାୟକ, ଭରତ ନାୟକ, କାହ୍ନୁ…
ବନବିଭାଗର ଚଢ଼ାଉ: ୬୦ ହଜାରରୁ ଊଦ୍ଧର୍ବ ମୂଲ୍ୟର ଶାଳ ଚୌକାଠ ଜବତ, ୨ ଫେରାର
ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତୁରୁମୁଙ୍ଗା କେନ୍ଦୁଝର ରାସ୍ତାର ଭାଲୁଘର ଗ୍ରାମରେ ବନବିଭାଗ ମଙ୍ଗଳବାର ସକାଳେ ଚଢ଼ାଉକରି ଚୋରା କାଠ ଚାଲାଣ କରୁଥିବା ଏକ ପିକ୍ଅପ୍ ଭ୍ୟାନ୍ ଜବତ କରିଛି। ଏଥିରେ ପ୍ରାୟ ଏକ ଶହ ଖଣ୍ଡ ଶାଳ…
ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ: ପ୍ରତ୍ୟକ୍ଷ ଜମି କିଣିଲେ ସରକାର
ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ ହୋଇଛି । ସୋମବାର ବାସେଳିସାହି ଓ ମଣିକର୍ଣ୍ଣିକା ସାହିର ୫ ପରିବାରଠୁ ପ୍ରତ୍ୟକ୍ଷ ଜମି କିଣିଛନ୍ତି ସରକାର। ଏହି ବିସ୍ଥାପିତ ୫ ପରିବାରକୁ ମୋଟ ୮କୋଟି ୪୪ଲକ୍ଷ ଟଙ୍କାର ଚେକ୍…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଷୀ ମୃତ ବାର୍ହା ଶିକାର ପାଇଁ ବିଛାଯାଇଥିଲା
ନୟାଗଡ଼ ଅଫିସ,୨୨ା୧୦: ବାର୍ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ସୋମବାର ନୟାଗଡ଼ ଜିଲାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ବରକୋଳି ଗ୍ରାମର ଘନଶ୍ୟାମ ଖଟୁଆ (୪୫)। ପ୍ରକାଶ ଯେ,…
ଲୋକଙ୍କ ସମସ୍ୟା ବୁଝିବାକୁ ୯ କି.ମି. ଚାଲିଲେ ବିଡିଓ
ଦଶପଲ୍ଲା,୨୨ା୧୦(ଡି.ଏନ.ଏ.): ରାଜ୍ୟ ସରକାର ଚଳିତମାସ ୨ ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଆଧାରରେ ରାଜନେତାଠାରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ନିକଟତର ହୋଇ ସେମାନଙ୍କ ସୁବିଧାଅସୁବିଧା ବୁଝିବା ଉଦ୍ଦେଶ୍ୟରେ ଏହି…
ଜନପ୍ରତିନିଧିଙ୍କ ଆକ୍ରମଣରେ ଯୁବକ ଆହତ
ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗାତେରୀ ପଞ୍ଚାୟତର ଜନପ୍ରତିନିଧିଙ୍କ ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ଆଡ଼ିପଡ଼ା ଗ୍ରାମର ବିରଞ୍ଚତ୍ ସାହୁ। ବିରଞ୍ଚତ୍ଙ୍କ ସ୍ତ୍ରୀ ଟିକିନା ସାହୁ ଏ ନେଇ ନୂଆଗାଁ ଥାନାରେ…
ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ
ବୋଲଗଡ଼,୨୨ା୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ କୋଟପଲ୍ଲା ପର୍ଯ୍ୟନ୍ତ ପ୍ରାୟ ଦେଢ କି.ମି. ରାସ୍ତା ମରଣଯନ୍ତା ପାଲଟିଛି। କେଉଁଠାରେ ଖାଲ ତ…
ଜିଲାରେ ପ୍ରଥମ: ସରପଞ୍ଚଙ୍କ ଅଭିଯୋଗ ଶୁଣାଣି
ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ସରପଞ୍ଚଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଜିଲାପାଳ ଓ ବିଭିନ୍ନ ନିର୍ବାଚନମଣ୍ଡଳୀରେ ବିଧାୟକଙ୍କ ଅଭିଯୋଗ ଶୁଣାଣି ହୋଇଥିବା ବେଳେ ସୋମବାର ପ୍ରଥମଥର ପାଇଁ ସରପଞ୍ଚଙ୍କ…
କମ୍ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ
ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି । ବନ୍ଦ ହୋଇଥିବା ୨ଟି ପ୍ରାଥମିକ ବିଦ୍ୟାଳୟ ହେଉଛି ଛାମୁଣ୍ଡିଆ ପଞ୍ଚାୟତର କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଓ ବଡସିଲିଙ୍ଗା ପଞ୍ଚାୟତର…
ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ୭୪୮ ଅଭିଯୋଗ ପଞ୍ଜୀକୃତ
ମହାକାଳପଡା, ୨୨ା୧୦(ଡି.ଏନ୍.ଏ.): ମହାକାଳପଡ଼ା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରେକର୍ଡ ସଂଖ୍ୟକ ୭୪୮ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଶିବିରରେ ୪୧ଟି ସାମୂହିକ ଓ ଅନ୍ୟଗୁଡିକ ବ୍ୟକ୍ତିଗତ ଅଭିଯୋଗ ହୋଇଥିଲା। ଜିଲାପାଳ ସମର୍ଥ…
ଔଷଧ ଦୋକାନରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଆଳି,୨୨।୧୦- କେନ୍ଦ୍ରାପଡ଼ା ଜିଲା କଟକ- ଚାନ୍ଦବାଲି ରାସ୍ତାର ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାସ୍ତାରେ ଥିବା ଦି କେୟାର ଔଷଧ ଦୋକାନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଯାଇଛି। କୌଣସି ଦୁର୍ବୃତ୍ତ ଉଦ୍ଦେଶ୍ୟମୂଳକ ଭାବେ ଏହି ନିଆଁ…
ସାତକୋଶିଆରେ ଏନ୍ଟିସିଏର ୩ ଜଣିଆ ଟିମ୍:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା
ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର ଗତିବିଧି ଅନୁଧ୍ୟାନ ପାଇଁ ଜାତୀୟ ବ୍ୟାଘ୍ର ପ୍ରଧୀକରଣ କର୍ତ୍ତୃପକ୍ଷ (ଏନ୍ଟିସିଏ)ର ଏକ ୩…

