ଆମ ଜିଲା ଖବର

ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବୁଗୁଡ଼ା,୧୯ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି ନେଇ ସୋମବାର ଉକ୍ତ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା କମିଟି ସ୍କୁଲରେ ତାଲା ପକାଇବା ସହ ଏହାକୁ ସମର୍ଥନ କରି ଛାତ୍ରୀଛାତ୍ରମାନେ ମଧ୍ୟ ଧାରଣା…

ଆଇଜିଆଇଟି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା, ୫ ଅଟକ:ପ୍ରତିବାଦରେ ନିର୍ଦ୍ଦେଶକଙ୍କୁ ଘେରାଉ

ପରଜଙ୍ଗ,୧୯।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ବି-ଟେକ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସଙ୍କୁ ମାଡ଼ ଘଟଣାରେ ସୋମବାର ଶେଷ ବର୍ଷର ୫ ଜଣ ଛାତ୍ରଙ୍କୁ ପୋଲିସ ଉଠାଇ ଆଣି ଥାନାରେ ଅଟକ…

ଖଡ଼ଗପ୍ରସାଦରେ କୁମ୍ଭୀର ଆତଙ୍କ

ଓଡାପଡା,୧୯ା୧୧(ଡି.ଏନ.ଏ) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡଗପ୍ରସାଦ ଗ୍ରାମ ବାଲିଘାଟ ନିକଟରେ କୁମ୍ଭୀର ଦେଖିଥିବା ନେଇ ଅଞ୍ଚଳବାସୀ ପ୍ରକାଶ କରିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପ୍ରାୟ ୬ ଫୁଟ ଲମ୍ବର କୁମ୍ଭୀରଟି ସୋମବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବାଲିଘାଟରେ ଏକ…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି:ଡୁପ୍ଲିକେଟ ଚାବିକୁ ନେଇ ଜୋର୍‌ଦାର କଳି

ବନ୍ତଳା,୧୯ା୧୧(ଡି.ଏନ.ଏ.) ଗେଟ୍‌ରେ ପଡ଼ୁଥିବା ତାଲାର ଡୁପ୍ଲିକେଟ୍‌ ଚାବିକୁ ନେଇ ପ୍ରଧାନ ଶିକ୍ଷକ ଓ ଅଙ୍ଗନଓ୍ବାଡି ଦିଦିଙ୍କ ମଧ୍ୟରେ କଳି ଯୋଗୁ ସୋମବାର ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜାମ୍ମୁଗାଡ଼ିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଏଥିଯୋଗୁ ଅଙ୍ଗନଓ୍ବାଡିର…

ଶିକୁଳିବନ୍ଧା ଜୀବନ କାଟୁଛନ୍ତି ୨ ମହିଳା

କୁନ୍ଦୁରା,୧୯।୧୧(ଡି.ଏନ୍‌.ଏ.)କୁନ୍ଦୁରା ବ୍ଲକ ଚେଣ୍ଡିଆ ଝିଲିଗାଁର ପଦ୍ମା ପରଜା (୨୬) ଓ ବଡ଼ ଝିଲିଗଁାର ରାଧା ପରଜା (୨୮)। ଏହି ୨ ମହିଳା ମାନସିକ ଭାବେ ଅସୁସ୍ଥ ଥାଇ ଗତ ୩/୪ ବର୍ଷ ହେବ ଶିକୁଳିବନ୍ଧା ଜୀବନ କାଟୁଛନ୍ତି। ପଦ୍ମା ୪ ବର୍ଷ…

ବାହାଜାଂଗଲ ମାଜି କମେଇ ଖାଏବାର ମଜା ଅଲଗ

ଗୁଡଭେଲା,୧୯।୧୧(ଡି.ଏନ୍‌.ଏ.)- ‘ଆମ୍‌କୁ ଛତିଗଡ଼ ଆର ଓଡ଼ିଶା ସରକାର ଯାହା ବି ଦେଇଛନ୍‌ ସେଥ୍‌ରେ ଆମେ ଖୁସ୍‌ ଅଛୁଁ। ଛତିଶଗଡ଼ରେ ଚାଷ୍‌ବାସ କରୁଛୁଁ, ବାକି ଫୁରସତ୍‌ ସମିଆରେ ଓଡ଼ିଶା ଆସି ବାଢ଼ୁନ୍‌ ବିକି କୁଟୁମ୍‌ ପୁଷୁଛୁଁ।’ ଇଟା କେହେନ୍‌ସି ଫିଲିମ୍‌ର ଡାଇଲଗ୍‌ ନୁହେ।…

କବିତା ମଣିଷର ସମ୍ବେଦନଶୀଳତା ବଢ଼ାଏ

ବଲାଙ୍ଗୀର ଅଫିସ, ୧୯ା୧୧ ବଲାଙ୍ଗୀରର ତହଁକ୍‌ ସାହିତ୍ୟ କୁଟୁମ୍‌ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଭବନଠାରେ ଶୀତ୍‌ କେ ସ୍ବାଗତ୍‌ କବିତା ଆସର ଅନୁଷ୍ଠିତ ହୋଇଥିଲା ା ଅଭିନେତା ଓ ନାଟ୍ୟକାର ଅରବିନ୍ଦ ବାଗଙ୍କ ସଭାପତିତ୍ୱ ତଥା କବି ଆନନ୍ଦଚନ୍ଦ୍ର ସାହୁଙ୍କ ସଂଯୋଜନାକ୍ରମେ…

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି/ପାଟପୁର (ଡି.ଏନ୍‌.ଏ.)- ସାନଖେମୁଣ୍ଡି ବ୍ଲକ ଭାଲିଆଝୋଳା ଗାଁ କୂଅରୁ ସୋମବାର ରାତି ପ୍ରାୟ ୮ ଟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗଁାର ବିଜୁଳି ନାୟକ। କୂଅକୁ ପାଣି ଆଣିବାକୁ ଯାଇଥିବାବେଳେ ଅସାବଧାନତା କାରଣରୁ ବିଜୁଳି…

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ୍‌: ଲୁଟିନେଲେ ୯ଭରି ସୁନା ଅଳଙ୍କାର

ସୋରଡା,୧୮ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡଗଡ ଥାନା ବଡଗଡ ଗ୍ରାମ ବଡଦାଣ୍ଡରେ ଜଣେ ଲୁଗା ବ୍ୟବସାୟୀଙ୍କୁ ସୋମବାର ସନ୍ଧ୍ୟାରେ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଆସିକା ଏସ୍‌ଡିପିଓ ଓ ବଡଗଡ ଥାନା ଅଧିକାରୀ ସଦଳବଳ ପହଞ୍ଚତ୍…

୧୬୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଜେଲ ଗଲେ

ଖୋର୍ଦ୍ଧା ଅଫିସ,୧୮।୧୧: କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନା ଶ୍ରୀବିହାରରୁ ଆନନ୍ଦ ପଶ୍ଚିମ କବାଟ(୪୬)ଙ୍କଠାରୁ ୧୬୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହାର ଦାମ୍‌ ପ୍ରାୟ ୧୬ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି…

୧୦୨ ଅଭିଯୋଗ ଶୁଣିଲେ ଜିଲାପାଳ

କାମାକ୍ଷାନଗର,୧୮।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ୧୦୨ଟି ଅଭିଯୋଗ ଶୁଣିଥିଲେ। ଏଥିରେ ସରକାରଙ୍କ ଗୃହ ନିର୍ମାଣ ଯୋଜନା ଭତ୍ତା, ଜମିବାଡି, ଶିକ୍ଷା, ପାନୀୟ…

ମାଡିଗଲା ଡମ୍ପର: କ୍ରଶର ପରିସରରେ କାର୍ଯ୍ୟରତ କର୍ମଚାରୀ ମୃତ

ସଜନାଗଡ଼, ୧୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁରସ୍ଥିତ ସାଇ କ୍ରଶରରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଏକ ଡମ୍ପର ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଭଉଁରିଆବାଡ଼ ପଞ୍ଚାୟତ ଜଡ଼ିବାଲି ଗ୍ରାମର ରଜତ ବାରିକ(୪୨) । ଏହି କ୍ରଶରରେ ରଜତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?