ଆମ ଜିଲା ଖବର

ମୋବାଇଲ ଫୋନ ଜରିଆରେ ଲକ୍ଷାଧିକ ଟଙ୍କା ଠକେଇ

ଶେରଗଡ,୨୨ା୧୦(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଚିକିଲି ଗ୍ରାମର ସୁବାସ ଚନ୍ଦ୍ର ପାଢୀଙ୍କ ଆକାଉଣ୍ଟରୁ ଏକ ମୋବାଇଲ ଆପ୍‌ ଜରିଆରେ ୧ଲକ୍ଷ ୧୬ହଜାର ୬୩୦ ଟଙ୍କା ଠକେଇ ହୋଇଥିବା ସେ ଶେରଗଡ ଥାନାରେ ଅଭିଯୋଗ କରିଛନ୍ତି। ଥାନାଧିକାରୀ ରମେଶ ଚନ୍ଦ୍ର ଦାସ ନଂ.୧୦୦/୧୯ରେ ମାମଲା…

ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ

ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ ଆକର୍ଷଣୀୟ ସାଜସଜ୍ଜା, ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଛି। ସାମାଜିକ ସଚେତନତା ସୃଷ୍ଟି ପାଇଁ ଅନ୍ୟ…

ବଜ୍ରକାପ୍ତା କାତି ଜବତ : ୬ ଗିରଫ

ଉଦଳା,୨୨ା୧୦(ଡି.ଏନ୍‌.ଏ.)- ବଜ୍ରକାପ୍ତା ଚୋରା ଚାଲାଣର ପେଣ୍ଠସ୍ଥଳୀ ପାଲଟିଛି ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଏରିଆ ା କିଛିମାସ ପୂର୍ବେ ବଜ୍ରକାପ୍ତା ଚୋରା ଚାଲାଣ ନିମନ୍ତେ ଡିଲ୍‌ ହେଉଥିବା ବେଳେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ୪ ବେପାରୀଙ୍କୁ ଗିରଫ କରିଥିଲା ା ଏବେ…

ଗଁ।କୁ ଫେରୁନି ଦାଦନ ଶ୍ରମିକଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଖୋଜାପଲି ଗ୍ରାମର ହରସ ସାମଲ (୨୬)ଙ୍କ ଗତ ୧୧ ଅକ୍ଟୋବରରେ ମୃତ୍ୟୁ ହୋଇଥିବା ନେଇ କୁଏତରୁ ପରିବାରକୁ ଫୋନ ଆସିଥିଲା। ପରିବାର ଲୋକେ ପ୍ରଥମେ ଖଲ୍ଲିକୋଟ ତହସିଲଦାରଙ୍କୁ ଜଣାଇଥିଲେ। ତହସିଲଦାର ଚିତ୍ତରଞ୍ଜନ ମହାନ୍ତ ଜିଲା ପ୍ରଶାସନକୁ ଏହି ବିଷୟରେ…

ଅଭିଯୋଗ ରଖୁନି ପୋଲିସ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ କଲେଜ ଛାତ୍ର

ବାରିପଦା ଅଫିସ/କୁଆମରା,୨୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ର ଦେବାଶିଷ ମହନ୍ତଙ୍କ ସହିତ କଲେଜ କର୍ତ୍ତୃପକ୍ଷଙ୍କ ଗଣ୍ଡଗୋଳ ଘଟଣା ଥମିବାର ନାଁ ଧରୁନି। ସୋମବାର ଦେବାଶିଷ ଏହି ଘଟଣାକୁ ନେଇ ଏସ୍‌ପି…

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ: ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ ଜାରି

ବାରିପଦା ଅଫିସ,୨୨ା୧୦- ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପରିସରରେ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଗତ ଶନିବାର ଛାତ୍ରୀଛାତ୍ର ଆନ୍ଦୋଳନ କରିଥିବା ବେଳେ ପୁନର୍ବାର ସୋମବାର ସକାଳେ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ…

୭ ମାସ ହେବ ଆଉ ଶୁଣାଯାଉନି ଭୁଟୁଭୁଟି ଶବ୍ଦ :ପୁରାତନ ଡଙ୍ଗାଘାଟ ଆଜି ଅଲୋଡ଼ା

ଆନନ୍ଦପୁର, ୨୨।୧୦(ସନ୍ତୋଷ ରାଉତ)-କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀରେ ବହୁ ପୁରାତନ ଡଙ୍ଗା ଘାଟ ଗତ ମାର୍ଚ୍ଚ ମାସରୁ ବନ୍ଦ ହୋଇଯାଇଛି। ପୂର୍ବରୁ ଘାଟ ନିଲାମ ନେଉଥିବା ବ୍ୟକ୍ତି ଏକ ଭଟୁଭୁଟି ଡଙ୍ଗା ଚଳାଉଥିଲେ। ଏବର୍ଷ ଘାଟକୁ କେହି…

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫ଟି ଜିଲାର କର୍ମକର୍ତ୍ତା ଯୋଗଦେଇ ସାଙ୍ଗଠନିକ ସ୍ଥିତି ଓ ସଂଘର ବିଭିନ୍ନ ଦାବି…

ପ୍ରଶାସନଠୁ ନିରାଶ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.): ପ୍ରଶାସନର ପ୍ରତିଶ୍ରୁତି ବିଫଳ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ କବିତ୍ରା ଗ୍ରାମ ମହାନ୍ତ ସାହିରେ। ଦୀର୍ଘଦିନ ହେବ ଜେନାସାହିରୁ ମହାନ୍ତ ସାହି ପର୍ଯ୍ୟନ୍ତ ରାସ୍ତାରେ ଖାଲଖମା…

୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପକ୍ଷରୁ ସୋମବାର ସ୍ଥାନୀୟ ପୋଲିସ ପଡିଆଠାରେ ୬୦ତମ ପୋଲିସ ଶହୀଦ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶ ମାତୃକାର ସୁରକ୍ଷା କରିବା ନେଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ…

ପୋଲିସର ବିଫଳତା ବିରୋଧରେ ଅଭିନବ ପ୍ରତିବାଦ: ଜୋତା ପଲିସ କଲେ ପୂର୍ବତନ ଭିଜିଲାନ୍ସ ଏସ୍‌ପି

ବାଲେଶ୍ୱର ଅଫିସ, ୨୧।୧୦-ବାଲେଶ୍ୱର ସହରରେ ଦିନକୁ ଦିନ ବଢ଼ି ଚାଲିଛି ଲୁଟେରାଙ୍କ ରାଜ୍‌। ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ତରାଜ ଚଳାଇଛନ୍ତି। ପୋଲିସ ଏହାକୁ ରୋକିପାରୁନାହିଁ। ଆଇନଶୃଙ୍ଖଳା ସ୍ଥିତି ବିଗିଡିବାରେ ଲାଗିଛି। ଗତ ୧୦ଦିନ ଭିତରେ ସହରରେ ଦୁଇଟି ଲୁଟ୍‌…

ମହିଳାଙ୍କ ମୃତ୍ୟୁକୁ ନେଇ ଗଣ୍ଡଗୋଳ, ସ୍ବାମୀ ଗିରଫ: ବାପଘର-ଶ୍ୱଶୁର ଘର ଲୋକେ ମୁହାଁମୁହିଁ

ବାଲେଶ୍ୱର ଅଫିସ/ରୂପ୍‌ସା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପରମାନନ୍ଦପୁର ଗ୍ରାମର ଜଣେ ମହିଳାଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟରାତ୍ରିରେ ମୃତ୍ୟୁ ହୋଇଛି। ଏହାକୁ କେନ୍ଦ୍ର କରି ସୋମବାର ପୂର୍ବାହ୍ନରେ ଡାକ୍ତରଖାନା ପରିସରରେ ମହିଳାଙ୍କ ବାପଘର ଓ ଶ୍ୱଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?