ପିଇଓଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା : ସିବିଆଇ ତଦନ୍ତ ଦାବିରେ ଭାଜପାର ଯାଜପୁର ବନ୍ଦ
ଯାଜପୁର ଅଫିସ,୨୧।୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପିଇଓ (ପଞ୍ଚାୟତ ନିିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ବାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିରେ ଭାଜପାର ଜିଲା ବନ୍ଦ ଡାକରା ଦିଆଯାଇଛି। ସୋମବାର ସକାଳ ୬ଟାରୁ ଜିଲାର ବ୍ୟାସନଗର,…
ଗଞ୍ଜାମ ଜିଲାସ୍ତରୀୟ ପୋଲିସ ଶହୀଦ ଦିବସ
ଛତ୍ରପୁର, ୨୧।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲାସ୍ତରୀୟ ପୋଲିସ ଶହୀଦ ଦିବସ ସୋମବାର ପାଳିତ ହୋଇଯାଇଛି। ଛତ୍ରପୁରସ୍ଥିତ ପୋଲିସ ପଡ଼ିଆରେ ଆୟୋଜିତ ପରେଡ୍ରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଅଭିବାଦନ ଗ୍ରହଣ କରିଥିଲେ। ଦେଶରେ ଶହୀଦ ହୋଇଥିବା ୨୯୨ ଜଣଙ୍କ ନାମ ଏସ୍ପି…
ବଳାତ୍କାର ଘଟଣା : ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
କଟକ ଅଫିସ,୨୧ା୧୦ : ନିଆଳି ଥାନା ଅଞ୍ଚଳରେ ଗତ ଅଗଷ୍ଟ ୮ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଦିପୁନା ଭୋଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ…
ପୋଲିସ ଶହୀଦ ଦିବସ: ଲୋକଙ୍କ ହିତରେ କାର୍ଯ୍ୟ କରିବାକୁ ଏସ୍ପିଙ୍କ ପରାମର୍ଶ
ଭଦ୍ରକ ଅଫିସ,୨୧।୧୦: ଭଦ୍ରକ ଜିଲା ଚରମ୍ପା ରିଜର୍ଭ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ୬୦ତମ ଶହୀଦ ଦିବସ ପାଳିତ ହୋଇଯାଇଛି I ଏସ୍ପି ରାଜେଶ ପଣ୍ଡିତ ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ଶହୀଦଙ୍କ ବଳିଦାନ ଉପରେ ବ୍ୟକ୍ତବ୍ୟ ରଖିବା…
ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ
ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ…
ଅଭିଯୁକ୍ତଙ୍କ ପିତା ହୃଦ୍ଘାତରେ ମୃତ,ତହସିଲ ସମ୍ମୁଖରେ ମୃତଦେହ ରଖି ଧାରଣା
ଧାମନଗର,୨୧।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବିଡିଓଙ୍କୁ ଗତ ୧୭ ତାରିଖରେ ଦୁର୍ବ୍ୟବହାରକରି ଫେରାର ଥିବା ଅଭିଯୁକ୍ତଙ୍କ ପିତାଙ୍କର ହୃଦ୍ଘାତରେ ସୋମବାର ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ତାଙ୍କ ମୃତଦେହକୁ ଧାମନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରଖି ଧାରଣାରେ ବସିଛନ୍ତି। ପ୍ରଶାସନ ଦ୍ବାରା…
ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ସନତ
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭାଜପା ପ୍ରାର୍ଥୀ ସନତ କୁମାର ଗଡତିଆ ସୋମବାର ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି । ବିଜେପୁର ବାଳକ ପ୍ରାଥମିକ ବିଦ୍ୟାଳୟର ବୁଥ ନଂ. ୧୦୫କୁ ଯାଇ ସେ ମତଦାନ କରିଛନ୍ତି।…
ଘଡ଼ୁଆଳରେ ଗୟଳ ଆତଙ୍କ: ୩ ଆହତ
ନୟାଗଡ଼ ଅଫିସ, ୨୧।୧୦: ନୟାଗଡ଼ ଟାଉନ ଥାନା ଅନ୍ତର୍ଗତ ଘଡ଼ୁଆଳ ଗ୍ରାମରେ ସୋମବାର ଏକ ଗୟଳ ଆତଙ୍କ ସୃଷ୍ଟି କରୁଥିବା ଦେଖିବାକୁ ମିଳିଛି। ଗୟଳ ଆକ୍ରମଣରେ ୩ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମୟ ସମ୍ବାରି ବରାଡ଼, ବାବୁଲା ପାଳ…
ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’
ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼। ଏହି ଘଟଣାରେ ପୋଲିସ ଶନିବାର ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ…
ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥିନୀ ରୀତା ସାହୁ
ବରଗଡ଼ ଅଫିସ/ବରପାଲି,୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜେଡି ପ୍ରାର୍ଥିନୀ ରୀତା ସାହୁ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବରପାଲି ସମଲେଶ୍ବରୀ ୟୁଜିୟୁପି ସ୍କୁଲର ବୁଥ୍ ନଂ.୨୧କ ଯାଇ ସେ ମତଦାନ କରିଛନ୍ତି। ବିଜେଡି ପ୍ରତି ବିଜେପୁର ନିର୍ବାଚନ…
୧୮ ମାସରେ ବଦଳିବ ସରକାରୀ କୋଠାର ରୂପରେଖ : ଖୁବ୍ଶୀଘ୍ର ଆରମ୍ଭ ହେବ ଉଚ୍ଛେଦ ଓ ନିର୍ମାଣ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜଧାନୀରେ ଥିବା ସରକାରୀ କୋଠା ଏବଂ କ୍ୱାର୍ଟର୍ସଗୁଡିକ ନବୀକରଣ କରାଯିବ। ଏନେଇ ସାଧାରଣ ପ୍ରଶାସନ(ଜିଏ) ପକ୍ଷରୁ ସ୍ଥାନ ଚିହ୍ନଟ ହୋଇସାରିଛି। ପୂର୍ତ୍ତ ବିଭାଗ ମଧ୍ୟ ଏଥିପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିସାରିଛି। ଚଳିତ ନଭେମ୍ବରରେ ପୁରାତନ କୋଠା ଭାଙ୍ଗିବା…
ନୀଳଗିରି ଉପଖଣ୍ଡ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ଗୃହ ନିର୍ମାଣର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ
ସଜନାଗଡ଼,୨୧।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ୫୦ ଶଯ୍ୟା ବିଶିଷ୍ଟ ଅର୍ନ୍ତବିଭାଗ ଓ ବର୍ହିବିଭାଗ ଗୃହ ନିର୍ମାଣର ଶୁଭ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ ବିଧାୟକ। ସୋମବାର ପୂର୍ବାହ୍ନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ ସୁକାନ୍ତ…

