ଆମ ଜିଲା ଖବର

ଭୋଟ ଦେଲେ କଂଗ୍ରେସ ପ୍ରାର୍ଥୀ ଦିଲୀପ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଭାବେ ଏଥର ଦିଲୀପ କୁମାର ପଣ୍ଡା ପ୍ରଥମଥର ପାଇଁ ବିଧାନସଭା ନିିର୍ବାଚନକୁ ଓହ୍ଲାଇଛନ୍ତି। ସୋମବାର ସେ ମାନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭୋଟ ଗ୍ରହଣ କେନ୍ଦ୍ର (ବୁଥ ନଂ-୯୮)କୁ…

ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ…

ଷ୍ଟେଶନ୍‌ ବଜାର ମା’ଶ୍ୟାମାକାଳୀ ପୂଜା : ଚାନ୍ଦି ଅଳଙ୍କାର ମେଢ଼ ସଜ୍ଜା ଉପରେ ଗୁରୁତ୍ୱ

ଯାଜପୁର ରୋଡ, ୨୧ା୧୦(ନି.ପ୍ର.): ଯାଜପୁର ରୋଡ ସହର ସ୍ଥିତ ଷ୍ଟେଶନ୍‌ ବଜାରରେ ୧୯୫୮ରୁ ମା’ ଶ୍ୟାମାକାଳୀଙ୍କୁ ପୂଜା କରାଯାଉଛି। ଏଠାରେ ପୂଜା ଆରମ୍ଭ ହେବା ପୂର୍ବରୁ ସ୍ଥାନୀୟ ଲୋକମାନେ କାଳୀପୂଜା ଦେଖିବା ପାଇଁ ଭଦ୍ରକ ଜିଲା ଯାଉଥିଲେ। ଏହାକୁ ଦେଖି ସହରରେ…

ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ବିଜେଡି ସଭାପତି ଅଭିନ୍ନ କୁମାର ଜେନାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ

ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ ମୃତ୍ୟୁ ମାମଲାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ…

କଙ୍ଗାରୁ କୋର୍ଟରେ ଶିକ୍ଷୟିତ୍ରୀଙ୍କ ପରିବାରକୁ ବାସନ୍ଦ ଘଟଣା ଭିଡିଓ ଭାଇରାଲ ପରେ ଗାଁ କମିଟି ବୈଠକ

ହିଞ୍ଜିଳିକାଟୁ,୨୧ା୧୦(ଡ଼ି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ କମିଟି ନିଷ୍ପତ୍ତି କରି ଗ୍ରାମର ଏକ ପରିବାରକୁ ବାସନ୍ଦ କରିବା ଘଟଣାରେ ରବିବାର ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ବାସନ୍ଦ ପରିବାର ପକ୍ଷରୁ ସୋସିଆଲ ମିଡ଼ିଆରେ ଭିଡ଼ିଓ ଜାରି ଓ ଏହାକୁ ନେଇ…

୩ ରୁପା ମୂର୍ତ୍ତି ଉଦ୍ଧାର

ବାଲୁଗାଁ,୨୧ା୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ନିକଟ ଛେଡାପଦରସ୍ଥିତ ଶାଳିଆ ନଦୀର ଝିଞ୍ଜିରି ଶଙ୍ଖଠାରୁ ରବିବାର ୩ ରୁପା ନିର୍ମିତ ମୂର୍ତ୍ତି ଉଦ୍ଧାର ହୋଇଛି। ନୂଆ ଭଳି ଲାଗୁଥିବା ମୂର୍ତ୍ତିଗୁଡିକ ପାଣିରୁ ଉଦ୍ଧାର ହେବା ସମସ୍ତଙ୍କୁ ଚକିତ କରିଛି। ପ୍ରକାଶ ଯେ, ରବିବାର…

୧୮ରେ ଦିବ୍ୟାଙ୍ଗଙ୍କୁ ମାଗଣା କୃତ୍ରିମ ଅଙ୍ଗ ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୧ା୧୦-ବ୍ରହ୍ମପୁର ରୋଟାରୀ କ୍ଲବ ଇଷ୍ଟ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ମାଗଣା ଅଙ୍ଗ ପ୍ରଦାନ କାର୍ଯ୍ୟକ୍ରମ ସକ୍ଷମ-୨ ଶିବିର ପାଇଁ ପଞ୍ଜୀକରଣ ରବିବାର ଅନୁଷ୍ଠିତ ହୋଇଯାଇଛି। ଧର୍ମନଗର ପଞ୍ଚମ ଲେନ୍‌ରେ ଥିବା କମ୍ୟୁନିଟି ହଲ୍‌ରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଶିବିରରେ…

ସହରକୁ ଜଳଯୋଗାଣ ବନ୍ଦ : ଜନସ୍ବାସ୍ଥ୍ୟ ବିଭାଗ ବେଫିକର

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରକୁ ଦୈନିକ ଆବଶ୍ୟକ ଅନୁଯାୟୀ ଜଳ ଯୋଗାଣ ହେଉ ନ ଥିବାବେଳେ ଏବେ ୩ଦିନ ହେଲା ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ଫଳରେ ସହରବାସୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ସମାଧାନ ବଦଳରେ ଜନସ୍ବାସ୍ଥ୍ୟ ବିଭାଗ ବେଫିକର…

‘ନିଯୁକ୍ତି ସଂକଟ କବଳରେ ସାରା ଭାରତ’

ବ୍ରହ୍ମପୁର ଅଫିସ୍‌,୨୦ା୧୦-କେନ୍ଦ୍ର ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ଏବେ ଦେଶରେ ବେକାରି ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହା କ୍ରମଶଃ ଗୋଟିଏ ପରେ ଗୋଟିଏ ରାଜ୍ୟକୁ ବ୍ୟାପୀବାରେ ଲାଗିଛି। ସାରା ଦେଶରେ ଏବେ ନିଯୁକ୍ତିକୁ ନେଇ ସଂକଟ ଦେଖାଦେଇଛି…

ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ଛତ୍ରପୁର,୨୧ା୧୦(ଡି.ଏନ.ଏ.)-ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀଙ୍କୁ ରବିବାର ଛତ୍ରପୁର ପୋଲିସ ଗିରଫ କରିଛି। ସେ ହେଲେ ଚିକିଲଖଣ୍ଡି ଗଁା ରବି ରଞ୍ଜନ ଗୌଡ। ଗଞ୍ଜାମ ଓଡିଆ ଢାମଣା ସାହିର ଜଣେ ଯୁବତୀଙ୍କୁ ୨୦୧୯ ମେ ୧ ରେ ରବି ବିବାହ କରିଥିଲେ। ଦାବି…

ଭଏସ୍‌ ଅଫ ନୟାଗଡ଼ ସିଜନ୍‌-୨ ଆରମ୍ଭ : ଭାଗ ନେଲେ ୮୫ ପ୍ରତିଯୋଗୀ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ କ୍ଲବ ଆନୁକୂଲ୍ୟରେ ରବିବାର ଭଏସ୍‌ ଅଫ ନୟାଗଡ଼ ସିଜନ-୨ର ପ୍ରଥମ ପର୍ଯ୍ୟାୟ ଅଡ଼ିଶନ ରୋଟାରି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କ୍ଲବ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଙ୍ଗୀତ ଭିତ୍ତିକ ପ୍ରତିଯୋଗିତାକୁ ଏସ୍‌ପି ଶଶିଭୂଷଣ ଶତପଥୀ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?