ଆମ ଜିଲା ଖବର

ଜଙ୍ଗଲ ଜମି ଅଧିକାର କର୍ମଶାଳା

ଆସିକା,୨୦ା୧୦(ଡି.ଏନ୍‌.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଏହି ପରିବାର ମାନଙ୍କର ସାମଗ୍ରୀକ ସ୍ବାର୍ଥ ରକ୍ଷା ହାସଲ କରିବା ଦିଗରେ ଦାୟିତ୍ୱରେ ଥିବା…

୯ ଗୋଟି କ୍ଲଷ୍ଟରରେ ଶିଶୁ ମହୋତ୍ସବ ସୁରଭି – ୨୦୧୯

ଖଣ୍ଡପଡା,୨୦।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ସର୍ବଶିକ୍ଷା ଅଭିଯାନ ପକ୍ଷରୁ ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ ୧୧ଗୋଟି କ୍ଲଷ୍ଟର ମଧ୍ୟରୁ କଣ୍ଟିଲୋ ଓ ରାଣୀଛେଲ୍ଲୀକୁ ବାଦ ଦେଇ ଅବଶିଷ୍ଟ ୯ଟି କ୍ଲଷ୍ଟରରେ ଶନିବାର ଶିଶୁ ମହୋତ୍ସବ ସୁରଭି – ୨୦୧୯ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖଣ୍ଡପଡା ବ୍ଲକ…

ଗଁ।ରେ ରଖିବାକୁ ବାସନ୍ଦ ପରିବାରଙ୍କ ନିବେଦନ

ହିଞ୍ଜିଳିକାଟୁ,୨୦ା୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମରେ ଜଣେ ବିବାହିତା ମହିଳା ଚାକିରୀ ନ ଛାଡ଼ିବାରୁ ଗ୍ରାମ୍ୟ କମିଟି କଙ୍ଗାରୁ କୋର୍ଟ କରି ମହିଳାଙ୍କ ମା’ ବାପାଙ୍କୁ ଗ୍ରାମରୁ ସାମାଜିକ ବାସନ୍ଦ କରିଛନ୍ତି। ଗତ ଜୁଲାଇ ୪ରେ ଗ୍ରାମର ନାଡ଼ି ରାଜେଶ୍ୱରୀ…

ଖଣ୍ଡପଡ଼ା ଅଞ୍ଚଳରେ ଅବାଧ ବାର୍‌ହା ଶିକାର

ଖଣ୍ଡପଡା,୨୦।୧୦(ସ୍ବ.ପ୍ର.)-ଖଣ୍ଡପଡ଼ା ବନାଞ୍ଚଳ ଅଧୀନ ସଂରକ୍ଷିତ ଜଙ୍ଗଲଗୁଡ଼ିକରେ ବାର୍‌ହାଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଛି। ଫଳରେ ବାର୍‌ହା ଗ୍ରାମଗୁଡିକରେ ପଶି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ଅନ୍ୟପକ୍ଷେ ଶିକାରୀମାନେ ବିଦ୍ୟୁତ୍‌ ତାର ବିଛାଇ ଅବାଧରେ ବାର୍‌ହା ଶିକାର କରୁଥିବା ଅଭିଯୋଗ…

ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

  ଦଶପଲ୍ଲା,୨୦ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ତେଣ୍ଡାବାଡ଼ି ପଞ୍ଚାୟତର ବରସାହି ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ହାତୀ ଉପସ୍ଥିତି ନେଇ ଜନସାଧାରଣ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗ୍ରାମର ସୁବାସ ନାୟକ ଓ କୃଷ୍ଣଚନ୍ଦ୍ର ମୁଦୁଲିଙ୍କ ଏକ…

ପୋଲିସ ହାତରେ ମହିଳା ଦଲାଲ :ବିଜୁ ପକ୍କା ଘର ଓ ଋଣ କରାଇଦେବା କହି ଠକୁଥିଲେ

ନୟାଗଡ଼ ଅଫିସ,୨୦ା୧୦: ଜିଲାପାଳଙ୍କ କାର୍ଯ୍ୟାଳୟରେ ଲୋକଙ୍କୁ ଠକୁଥିବା ଜଣେ ମହିଳା ଦଲାଲ୍‌ଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଇଟାମାଟି ଥାନା ବାଲିକୁଦା ଗ୍ରାମର ବାସନ୍ତୀ ଘଡ଼େଇ (୫୪)। ଥାନାରୁ ମିଳିଥିବା ସୂଚନା ଅନୁସାରେ ବାସନ୍ତୀ ଓଡ଼ଗାଁ…

ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ: ଯୁବକ ମୃତ ଉତ୍ତ୍ୟକ୍ତ ଲୋକଙ୍କ ଥାନା ଘେରାଉ, ରାସ୍ତାରୋକୋ

  ଭାପୁର,୨୦ା୧୦(ଡି.ଏନ.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା ମଣିପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅର୍ଜୁନ ବଳିୟାରସିଂହ (୩୨)। ଶୁକ୍ରବାର ରାତିରେ ଏହି ଘଟଣା ଘଟିଥିବାବେଳେ ଶନିବାର ଏହାକୁ ନେଇ…

ଆଇଆଇଏମ୍‌ସିରେ ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା:‘ସହଯୋଗ ମିଳିଲେ କମିବ ପ୍ରଦୂଷଣ’

ଢେଙ୍କାନାଳ ଅଫିସ, ୨୦ା୧୦ ଢେଙ୍କାନାଳସ୍ଥିତ ଆଇଆଇଏମ୍‌ସି ଏବଂ ଶିକାଗୋ ବିଶ୍ୱବିଦ୍ୟାଳୟ ଏନର୍ଜି ପଲିସି ଇନ୍‌ଷ୍ଟିଚ୍ୟୁଟ୍‌ର ମିଳିତ ସହଯୋଗରେ ଶୁକ୍ରବାର ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ ବକ୍ତାଭାବେ ଯୋଗଦେଇ କହିଲେ, ସହଯୋଗ ମିଳିଲେ…

ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.) ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ପାହାଡ଼ତଳି ଅଞ୍ଚଳର ଲୋକଙ୍କୁ ସତର୍କ ରଖିବାକୁ ବିଭାଗ…

ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ଅନୁଗୋଳ ଅଫିସ, ୨୦ା୧୦ ଅନୁଗୋଳ ପୌରପାଳିକାରେ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯୋଗ୍ୟତା ନ ଥିବା କେତେଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ଅଭିଯୋଗ ପରେ ଜିଲାପାଳ ଉକ୍ତ ଫାଇଲ ମଗାଇ ଅନୁଧ୍ୟାନ…

ନିଲାମ ହେବ ଖଣି, ବିଭିନ୍ନ କମ୍ପାନୀ ତତ୍ପର

ଯୋଡ଼ା, ୨୦।୧୦(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ବିଭିନ୍ନ ଖଣି ଗୁଡିକରେ ଲିଜ୍‌ ଅବଧି ଶେଷ ହେବାକୁ ଥିବାରୁ ସେଗୁଡିକର ପୁନଃ ନିଲାମ ପାଇଁ ଘୋଷଣା ପରେ ଯୋଡା ଖଣି ମଣ୍ଡଳର ବିଭିନ୍ନ ଖଣି ଉପରେ ବଡ ବଡ କମ୍ପାନୀଗୁଡ଼ିକର ନଜର ପଡିଛି । ସେମାନଙ୍କର…

ଅସ୍ବାସ୍ଥ୍ୟକର ପରିବେଶରେ ଗ୍ରାମବାସୀ

ହାଟଡିହୀ, ୨୦।୧୦(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ଗ୍ରାମର ଦେହୁରୀସାହିର ଲୋକମାନେ ଅସ୍ବାସ୍ଥ୍ୟକର ପରିବେଶରେ ଜୀବନ ବିତାଇ ନାନା ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି। ଲୋକମାନେ ଦୀର୍ଘ ବର୍ଷ ହେବ ସମସ୍ୟାର ସମାଧାନ ପାଇଁ ଜନ ପ୍ରତିନିଧିଙ୍କ ଠାରୁ ପ୍ରଶାସନର ଦ୍ୱାରସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?