ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କଲେ ଡେଲିଭରି ବୟ, ଜାଣନ୍ତୁ କ’ଣ ପାଇଁ…
ଭୁବନେଶ୍ବର: ଭରତପୁର ଥାନା ଶାମପୁର ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କୁ ଫୁଡ ଡେଲିଭରି ବୟ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫୁଡ ଡେଲିଭରି ଦେବାରେ ବିଳମ୍ବ ହେବାରୁ ପ୍ରଥମେ ମହିଳା ଏବଂ ଫୁଡ…
ଜଙ୍ଗଲ ସୁରକ୍ଷା ପାଇଁ ହେବ ୧୦ ବର୍ଷିଆ ଯୋଜନା, ତାଲିମ ନେଲେ…
ଭଞ୍ଜନଗର,୭।୮(ବାବୁଲା ପ୍ରଧାନ)-ପ୍ରତି ୧୦ ବର୍ଷକୁ ଥରେ ଜଙ୍ଗଲ ବିଭାଗ ଅଧୀନରେ ଥିବା ୱାର୍କିଁଙ୍ଗ ପ୍ଲାନ ବିଭାଗ ପକ୍ଷରୁ ଜଙ୍ଗଲ ଗୁଡ଼ିକର ବିଭିନ୍ନ ସମୀକ୍ଷା ହୋଇଥାଏ। ଏହାପରେ ଆଗାମୀ ୧୦ ବର୍ଷ ପାଇଁ ଜଙ୍ଗଲରେ କଣ ସବୁ ପଦକ୍ଷେପ ନିଆଯିବ ସେନେଇ ନିଷ୍ପତ୍ତି…
ହାମଲେଟକୁ ରାଜସ୍ବ ଗ୍ରାମ ମାନ୍ୟତା ଦାବି ତେଜିଲା
କର୍ଲାମୁଣ୍ଡା:୭।୮(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ହାମଲେଟ ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବାକୁ ଘୋଷଣା କରିବା ପରେ ଅନେକ ହାମଲେଟ ଏବେ ରାଜସ୍ବ ଗାଁ ହେବା ଅପେକ୍ଷାରେ ରହିଛି। ଏହି କ୍ରମରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୬ଟି ହାମଲେଟ…
ବିଜେଡି ବିକ୍ଷୋଭରେ ଛାତ୍ରୀଛାତ୍ରଙ୍କୁ ସାମିଲ ଘଟଣା: ଥାନାରେ ଅଭିଯୋଗ କଲା ବ୍ରାହ୍ମଣୀଗାଁ ଭାଜପା
ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଯୁବ ଏବଂ ଛାତ୍ର ବିଜେଡି ପକ୍ଷରୁ ବୁଧବାର ରାଜ୍ୟରେ ଛାତ୍ରୀ ଓ ନାରୀ ଅସୁରକ୍ଷିତ ଓ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ସଭା ଓ ଶୋଭାଯାତ୍ରା କରାଯାଇଥିଲା। ଏଥିରେ ବ୍ରାହ୍ମଣୀଗାଁଠାରେ…
ଭଞ୍ଜନଗର ମେଡିକାଲକୁ ମିଳିଲା ୨ ପୁରସ୍କାର, ଖୁସିବ୍ୟକ୍ତ କଲେ ଅଞ୍ଚଳବାସୀ
ଭଞ୍ଜନଗର,୭।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟକୁ ଗୁରୁବାର ରାଜ୍ୟ ସରକାର ଦୁଇଟି ପୁରସ୍କାର ପ୍ରଦାନ କରିଛନ୍ତି। ପ୍ରଥମଟି ଶିଶୁକୁ ପ୍ରଥମ ୬ ମାସ ପର୍ଯ୍ୟନ୍ତ ମା କ୍ଷୀର ଦେବା (ବେବି ଫ୍ରେଣ୍ଡଲି ) କ୍ଷେତ୍ରରେ ରାଜ୍ୟ ସ୍ତରରେ ଦ୍ୱିତୀୟ ସ୍ଥାନ…
ମା’ବାପା ଘରେ ନ ଥିବା ବେଳେ ନାବାଳିକାଙ୍କୁ ନେଇ ଫେରାର, ଅପହରଣ ମାମଲା ରୁଜୁ କରି…
ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣେ ୧୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ମାମଲା ନଂ.୨୭୯/୨୫ ଦଫା –…
ସମସ୍ୟା ଘେରରେ ସିଂହପୁର ଉଚ୍ଚ ବିଦ୍ୟାଳୟ
ସିଂହପୁର,୭।୮(ଅନଙ୍ଗ ଉଦୟ ବେଉରିଆ ): ଯାଜପୁର ଜିଲା ବିଂଝାରପୁର ବ୍ଲକର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଂହପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ୧୯୫୮ରେ ସ୍ଥାନୀୟ ଅଞ୍ଚଳବାସୀ ଏବଂ ବୁଦ୍ଧିଜୀବୀଙ୍କ ଉଦ୍ୟମରେ ଏହି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା…
ଭାଜପା ନେତା ପ୍ରକାଶଙ୍କୁ ସଂଘବଦ୍ଧ ଆକ୍ରମଣ: ଆକ୍ରମଣରେ ରାଜନେତା ସମ୍ପୃକ୍ତି ଥିବା ଅଭିଯୋଗ
ଖୋର୍ଦ୍ଧା,୭।୮(ପ୍ରଭାତ ପାଣିଗ୍ରାହୀ): ବେଗୁନିଆ ଭାଜପା ବିଧାୟକ ପ୍ରାର୍ଥୀ ପ୍ରକାଶ ରଣବିଜୁଳିଙ୍କୁ ଗୁରୁବାର ମରଣାତ୍ମକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ବାଟମଙ୍ଗଳାସ୍ଥିତ ଡିଆର୍ସିଏସ୍ କାର୍ଯ୍ୟାଳୟ ସମ୍ମୁଖରେ ୪ରୁ ୫ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଧରି ପ୍ରକାଶଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହ ତାଙ୍କୁ…
ଅଜଣା ରୋଗରେ ମଲେଣି ୫୦ରୁ ଊର୍ଦ୍ଧ୍ୱ ଛେଳି, ପହଞ୍ଚିନାହାନ୍ତି ବିଶେଷଜ୍ଞ ଦଳ
ଦାରିଙ୍ଗବାଡ଼ି,୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଜଗେରମାହାର ବକ୍ସିପଲି ଗ୍ରାମରେ ଗତ ଏକ ମାସ ଧରି ଛେଳି ମଡ଼କ ଚାଲିଛି। ଏଥିରେ ବହୁ ଛେଳିଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ଏକାଧିକ ଛେଳିଚାଷୀଙ୍କ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଛେଳିଙ୍କର ଗୋଟିଏ…
ନାରୀ ନିର୍ଯାତନା ବିରୋଧରେ ଛାତ୍ର ବିଜେଡିର ରଣହୁଙ୍କାର
ଆନନ୍ଦପୁର,୭ା୮(ସୁଶାନ୍ତ କୁମାର ସାହୁ): ନାରୀ ନିର୍ଯାତନା ବିରୋଧରେ ଛାତ୍ର ବିଜେଡି ରଣହୁଙ୍କାର ଦେଇଛି। ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଆନନ୍ଦପୁର ମହାବିଦ୍ୟାଳୟର ଛାତ୍ରୀଛାତ୍ର ଏକତ୍ରିତ ହୋଇ ଗୁରୁବାର ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିର ନିକଟରୁ ଏକ ରାଲିରେ ଆନନ୍ଦପୁର ଥାନା…
ସାର ଦୋକାନ ବନ୍ଦ ପାଇଁ ନୋଟିସ୍ ଜାରି କଲା ଏନ୍ଫୋର୍ସମେଣ୍ଟ୍ ଟିମ୍
ପାଟଣା,୭ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭଅଁରପୁର ଶ୍ରୀଲକ୍ଷ୍ମୀ ଫର୍ଟିଲାଇଜର ବିକ୍ରୟ କେନ୍ଦ୍ରରେ ଗୁରୁବାର ଫର୍ଟିଲାଇଜର ଏନ୍ସଫୋର୍ସମେଣ୍ଟ ଟିମ୍ ଚଢ଼ାଉ କରି ଅନିୟମିତତା ଦେଖିବାକୁ ପାଇ ଦୋକାନ ବନ୍ଦ କରିବାକୁ ନୋଟିସ୍ ଜାରି କରିଛି। ଚଢାଉରେ ଘଟଗାଁ…
ମହିଳାଙ୍କୁ ସୁରକ୍ଷା ଦେବାରେ ଡବଲ ଇଞ୍ଜିନ ସରକାର ଫେଲ୍: ଗାଦି ଛାଡ଼ନ୍ତୁ ମୁଖ୍ୟମନ୍ତ୍ରୀ
ପାଟଣା,୭।୮(ବୀର କିଶୋର ଦାଶ):ରାଜ୍ୟରେ ଛାତ୍ରୀ ଓ ମହିଳା ହିଂସା ବଢିଚାଲିଛି। ବିପର୍ଯ୍ୟସ୍ତ ଆଇନ ପ୍ରତିବାଦରେ ଗୁରୁବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ଛାତ୍ର ଜନତା ଦଳ ପକ୍ଷରୁ ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଯାଇଛି। ଆୟୋଜିତ ପ୍ରତିବାଦ…
Archives


