ନିର୍ବନ୍ଧ ଭୋଜିରେ ମହିଳାଙ୍କୁ ଛୁରି ଦେଖାଇ ଲୁଟ୍ ୪ ଗିରଫ, ଚୋରି ସାମଗ୍ରୀ ଉଦ୍ଧାର
ନୟାଗଡ଼ ଅଫିସ,୨୭ା୮: ନୟାଗଡ଼ ସହରସ୍ଥିତ ଜଗନ୍ନାଥ ମନ୍ଦିରରେ ରବିବାର ଏକ ଭୋଜି ଚାଲିଥିବାବେଳେ ୪ ଯୁବକ ମହିଳାମାନଙ୍କୁ ଛୁରି ଦେଖାଇ ଲୁଟ୍ କରିଥିଲେ। ଖବର ପାଇ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକମାନଙ୍କୁ ଗିରଫ କରିବା ସହିତ ଚୋରି ସାମଗ୍ରୀ ଉଦ୍ଧାର…
ରୋଜଗାରର ମାଧ୍ୟମ ପାଲଟିବ ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର
କେନ୍ଦ୍ରାପଡା ଅଫିସ, ୨୭ା୮- କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସ୍କିମ ଅଫ ଫଣ୍ଡ ଫର ରିଜେନେରେସନ ଅଫ ଟ୍ରାଡିସନାଲ ଇଣ୍ଡଷ୍ଟ୍ରିଜ (ଏସ୍ଏଫ୍ୟୁଆରଟିଆଇ/ ସ୍ଫୁର୍ତ୍ତୀ) ମାଧ୍ୟମରେ ରାଜ୍ୟରେ ୧୫ଟି ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର…
ସ୍ବାସ୍ଥ୍ୟ ବୀମା କାର୍ଯ୍ୟକାରିତା ନେଇ ଦାବିପତ୍ର
ଯାଜପୁରରୋଡ/କଳିଙ୍ଗନଗର,୨୭।୮(ସ୍ବ.ପ୍ର/ଡି.ଏନ୍.ଏ.)- ଯାଜପୁର ଜିଲା ବ୍ୟାସନଗର ସହର ଆଗାମୀ ଦିନରେ ପ୍ରମୁଖ ସହର ହେବାକୁ ଯାଉଛି ା କିନ୍ତୁ ଜିଲା ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ଅଧିବାସୀଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଗୁରୁତ୍ୱ ଦିଆଯାଉ ନାହିଁ । ଫଳରେ ଶତାଧିକ ଲୋକ…
ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀ କୋଟ ଚାର୍ଲାଣ
ଧର୍ମଶାଳା/ଜେନାପୁର,୨୭।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୂପୁର ପଞ୍ଚାୟତର ପନ୍ତୁରୀ ଗ୍ରାମରେ ସ୍ତ୍ରୀକୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀକୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ଜଣଙ୍କ ରଞ୍ଜନ କୁମାର ସାହୁ (୩୨)।…
କାଏମା ପଞ୍ଚାୟତର ବମ୍ଫୁ ଗ୍ରାମ ରାସ୍ତା: ଅସରାଏ ବର୍ଷାରେ ଜମୁଛି ପାଣି
ଧର୍ମଶାଳା,୨୭।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତର ବମ୍ଫୁ ଗ୍ରାମର ମୁଖ୍ୟ ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଦୀର୍ଘଦିନ ଧରି ବର୍ଷା ପାଣି ଜମିରହୁଛି। ଫଳରେ ଗ୍ରାମବାସୀ ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସ୍ଥାନୀୟ…
ଖଣିରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ: କ୍ରୋମ ଭ୍ୟାଲିରେ ଅଚଳାବସ୍ଥା ଦୂର ଦିଗରେ ପଦକ୍ଷେପ ଦାବି
ଡୁବୁରୀ,୨୭।୮(ଡି.ଏନ୍.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରୁ ଖଣିଜ ଦ୍ରବ୍ୟ ବୋଝେଇ କ୍ଷେତ୍ରରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଯାଜପୁର ଜିଲାପାଳଙ୍କ ପଦକ୍ଷେପ ଉପରେ ସୁକିନ୍ଦା ମିନେରାଲ ଟ୍ରକ ମାଲିକ ସଂଘ ଆପତ୍ତି ଉଠାଇଛି। ସୋମବାର ସନ୍ଧ୍ୟାରେ ସଂଘ ମୁଖ୍ୟ କାର୍ଯ୍ୟାଳୟ ଡୁବୁରୀଠାରେ…
ବର୍ଷାରେ ଭାସିଗଲା ଖୁସି : ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି
ପାରାଦୀପ,୨୭।୮(ସ୍ବ.ପ୍ର.): ପାରାଦୀପରେ ରବିବାର ସର୍ବାଧିକ ୮୯ ମିମି ବର୍ଷା ହୋଇଛି। ଏଥିରେ ନୋଳିଆ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ୟାପକ ଭାବେ କ୍ଷୟକ୍ଷତି ହୋଇଛି। ସ୍କୁଲ ଘର ଭିତରେ ଆଣ୍ଠୁଏ ବର୍ଷାପାଣି ଜମି ରହିବା ଫଳରେ ଉଜ୍ଜଳ-ଉତ୍ଥାନ କାର୍ଯ୍ୟକ୍ରମ ପୁସ୍ତିକା, ଖୁସି…
ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ
ବାରିପଦା ଅଫିସ,୨୭ା୮- ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ସୋମବାର ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଭାପତି ନନ୍ଦ କୁମାର ମହାପାତ୍ରଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତାମାନେ ଜଗନ୍ନାଥ ମନ୍ଦିର ନିକଟରୁ ଶୋଭାଯାତ୍ରାରେ ବାହାରିଥିଲେ। ବିଭିନ୍ନ…
ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ ବର୍ଷ ହେଲା ନାନା ଅସୁବିଧାରେ କାଳାତିପାତ କରୁଛନ୍ତି। ଜିଲା ପ୍ରଶାସନ କିମ୍ବା ସ୍ଥାନୀୟ ନିର୍ବାଚିତ…
ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦରେ ବିକ୍ଷୋଭ
ବାରିପଦା ଅଫିସ,୨୭ା୮- ରାଜ୍ୟ ସରକାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି। ଏହାକୁ ବିଭିନ୍ନ ଛାତ୍ର ସଂଗଠନ ବିରୋଧ କରୁଛନ୍ତି। ମୟୂରଭଞ୍ଜ ଜିଲାର ଅଣ ରାଜନୈତିକ ସଂଗଠନ ଭଞ୍ଜସେନା ମଧ୍ୟ ଏହାକୁ ବିରୋଧ…
ଉଦଳା ଏନ୍ଏସିରେ ବାଘ ଆତଙ୍କ
ଉଦଳା,୨୭ା୮ (ଡି.ଏନ୍.ଏ.) – କପ୍ତିପଦା ଉପଖଣ୍ଡ ସଦର ମହକୁମା ଉଦଳା ଏନଏସିର ୧୨ ନଂ ୱାର୍ଡରେ ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତିରେ ଏହି ଓ୍ବାର୍ଡକୁ ବାଘ ପଶି ଆସିଥିବା ଖବର ପ୍ରଚାରିତ ହୋଇଥିଲା। ଏଥିନେଇ ଲୋକେ ଆତଙ୍କିତ ହୋଇ ପଡିଥିଲେ।…
ଜିଲାପାଳଙ୍କୁ ଗୁହାରି: ଅନୁକମ୍ପା ଭିତ୍ତିରେ ନିଯୁକ୍ତି ଦିଅ
ଯୋଡ଼ା, ୨୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବଡବିଲ ପୌରପାଳିକାର ୨ନଂ ଓ୍ବାର୍ଡ ବେଲକୁଣ୍ଡି ଠାରେ ଥିବା ଅଙ୍ଗନଓାଡି କର୍ମୀ ପଦବୀରେ ସ୍ଥାନୀୟ ମହିଳାଙ୍କୁ ଆଗ୍ରାଧିକାର ଦେବା ନିମନ୍ତେ ଗ୍ରାମବାସୀ ଯୋଡା ବ୍ଲକ ବିଡିଓଙ୍କ ମାଧ୍ୟମରେ କେନ୍ଦୁଝର ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।…
Archives


