ଆମ ଜିଲା ଖବର

ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଶ୍ୟାମ ସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ଗୁରୁବାର ସକାଳୁ ଅଭିଭାବକ ଓ ଗ୍ରାମବାସୀ ମିଶି ତାଲା ପକାଇ ଦେଇଛନ୍ତି। ସୂଚନା ଅନୁଯାୟୀ, ଗୁରୁବାର ଶିଶୁଦିବସ ଥିବାରୁ ଛାତ୍ରୀଛାତ୍ରଙ୍କୁ ସକାଳୁ ଆସିବାକୁ ବିଦ୍ୟାଳୟ…

ନିୟମକୁ ଫୁ

ସରକାରୀ ହେଉ ବା ବେସରକାରୀ ସ୍କୁଲ, ଏହାର ପରିସରରେ କିମ୍ବା ନିକଟବର୍ତ୍ତୀ ଅଞ୍ଚଳରେ ଖୋଲି ପାରିବନି ବାହାର ଖାଦ୍ୟ ଓ ଜଙ୍କଫୁଡ୍‌ର ପସରା। ଛାତ୍ରୀଛାତ୍ରଙ୍କୁ ଜଙ୍କଫୁଡ୍‌ ଖାଇବାକୁ ଦିଆଯିବା ଦ୍ୱାରା ଭବିଷ୍ୟତରେ ସେମାନେ ମଧୁମେହ, ଉଚ୍ଚ ରକ୍ତଚାପ, ଡାଇସ୍ଲିପିଡେମିଆ ପରି ରୋଗରେ…

୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ରାଉରକେଲା ଅଫିସ,୧୪ା୧୧: ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ସୁନ୍ଦରଗଡ଼ ସୀମାନ୍ତରେ ଦୀର୍ଘଦିନ ଧରି ପିଏଲ୍‌ଏଫ୍‌ଆଇ ନଁ।ରେ ଆତଙ୍କ ସୃଷ୍ଟି କରୁଥିବା ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାଉରକେଲା ପୋଲିସ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡ ପଶ୍ଚିମ ସିଂଭୂମ ଜିଲା ବନ୍ଦଗଁ। ଅଞ୍ଚଳର…

ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ ଗିରଫ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ କରିଛି। ୨୦୦୪ ମସିହାରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ…

ସମବାୟ ସପ୍ତାହରେ ପାଟଣା ସମବାୟ ସମିତି ପକ୍ଷରୁ ଗଣ ଦୌଡ଼

ପାଟଣା,୧୪।୧୧(ସ୍ବ.ପ୍ର.): ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ପାଟଣା ସମବାୟ ସମିତି ପକ୍ଷରୁ ୬୬ତମ ସମବାୟ ସପ୍ତାହ ଅବସରରେ ଗୁରୁବାର ସକାଳୁ ସହରରେ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହାକୁ ପାଟଣା ଏବିଡ଼ିଓ ପ୍ରଫୁଲ କୁମାର ନାଏକ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ…

ଭିଜିଲାନ୍ସ ହାତରେ ବିଞ୍ଝାରପୁରର ଏଏସ୍‌ଆଇ

ବିଞ୍ଝାରପୁର,୧୪।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଜାରପୁର ଥାନାର ଏଏସ୍‌ଆଇ ଯୁଧିଷ୍ଟର ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଥାନା କେଶ ନଂ ୩୭/୧୯ରେ ଚାର୍ଜସିଟ୍‌ କୋହଳ କରିବାକୁ ବାଇଧର ମଲ୍ଲିକଙ୍କ ଠାରୁ ସେ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ବାଇଧର ଭିଜିଲାନ୍ସଙ୍କୁ ଅବଗତ…

ରାୟଗଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ମୁନିଗୁଡା,୧୪।୧୧: ରାୟଗଡ଼ା କଳାହାଣ୍ଡି ସୀମା ତଥା ଅମ୍ବାଦଳା ଥାନା ଅନ୍ତର୍ଗତ କାର୍କାମାର୍କା ଜଙ୍ଗଲରେ ବୁଧବାର ବିଳମ୍ବିତ ରାତିରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କ ମିଳିତ ସର୍ଚ୍ଚ ଅପରେଶନ କରାଯାଇଛି। ଏହି ସର୍ଚ୍ଚ ଅପରେଶନରେ ଉକ୍ତ ଜଙ୍ଗଲରୁ ମାଓବାଦୀଙ୍କ ଏକ କ୍ୟାମ୍ପ ଠାବ…

ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣା: ଆହତଙ୍କୁ ଭେଟିଲେ ଶ୍ରମମନ୍ତ୍ରୀ, ଫରେନ୍‌ସିକ୍‌ ଟିମ୍‌ର ଯାଞ୍ଚ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଫାଲ୍‌କନ କମ୍ପାନୀର ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ବୁଧବାର ରାତିରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଯୋଗୁ ଶତାଧିକ ମହିଳା କର୍ମଚାରୀ ଆହତ ହୋଇଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍‌ପି ଯୁଗଳ କିଶୋର…

ବାଲିଯାତ୍ରାରେ ମୋ’ କଟକ ପାଭିଲିୟନ

କଟକ ଅଫିସ, ୧୪ା୧୧: ଚଳିତବର୍ଷ ବାଲିଯାତ୍ରାରେ ନିଆଯାଇଥିବା ନୂତନ ପଦକ୍ଷେପ ମଧ୍ୟରେ ମୋ’ କଟକ ପାଭିଲିୟନ ନୂତନ ଅଧ୍ୟାୟ ଯୋଡ଼ିଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପାଭିଲିୟନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିଶେଷଜ୍ଞଙ୍କ ସହିତ ଆଲୋଚନା, ପର୍ଯ୍ୟାଲୋଚନା କରାଯିବା ସହ…

ସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ,୧୪।୧୧: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ସକାଳୁ ବରପାଲି ସମନ୍ବିତ ଶିଶୁ ବିକାଶ ଅଧିକାରୀ(ସିଡିପିଓ)ଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ବାସଭବନ ସମେତ କାର୍ଯ୍ୟାଳୟ ଏବଂ ତାଙ୍କ ସମ୍ପର୍କୀୟଙ୍କ ଘରେ ଚଢାଉ ଜାରି…

ସ୍କୁଟି ଡିକି ଭାଙ୍ଗି ୧.୪୦ ଲକ୍ଷ ଟଙ୍କା ଲୁଟ୍‌

ପାରାଦୀପ,୧୪ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ବ୍ୟାଙ୍କ ଲେନ୍‌ରୁ ବୁଧବାର ଦୁର୍ବୃତ୍ତ ଏକ ସ୍କୁଟି ଡିକି ଭାଙ୍ଗି ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟ୍‌ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ଘଟଣାର…

ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି

ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି କରାଯାଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୁଧବାର ବିରିଡି ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?