ଆମ ଜିଲା ଖବର

ମୃତ୍ତିକା ପରୀକ୍ଷା କାର୍ଯ୍ୟକ୍ରମ ବାଟବଣା : ୧୩ହଜାରରୁ ମାତ୍ର ୩ ହଜାର ଚାଷୀଙ୍କ ଜମିର ହୋଇଛି ପରୀକ୍ଷା

ନୟାଗଡ଼ ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ କୃଷିନୀତି ୨୦୧୩ ଅନୁଯାୟୀ ଚାଷୀଙ୍କ ଜମିର ମାଟି ପରୀକ୍ଷା ପାଇଁ ପ୍ରତି ଜିଲାରେ ମୃତ୍ତିକା ପରୀକ୍ଷା କେନ୍ଦ୍ର ରହିଛି। ଚାଷୀମାନେ ସେମାନଙ୍କ ଜମିରେ ଫସଲ ନ ହେଲେ ମାଟିର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପରୀକ୍ଷା କେନ୍ଦ୍ରକୁ…

ଧାନ ଫସଲରେ ହଳଦୀଗୁଣ୍ଡି ପୋକ: ଚିନ୍ତାରେ ଚାଷୀ

ଭାପୁର,୧୮ା୧୦(ଡି.ଏନ୍‌.ଏ.): ନୟାଗଡ଼ା ଜିଲା ଭାପୁର ବ୍ଲକ ଅଞ୍ଚଳରେ ସମ୍ପ୍ରତି ଧାନ ଫସଲରେ ପୋକ ଚାଷୀମାନଙ୍କୁ ଚିନ୍ତାରେ ପକାଇଛି। ବ୍ଲକରେ ଥିବା ୧୦ ହଜାର ଏକର ଚାଷଜମି ମଧ୍ୟରୁ ୭ ହଜାର ଏକର ଜମିରେ ଧାନଚାଷ ହୋଇଥିବାବେଳେ ୩ ହଜାର ଏକରରୁ ଊର୍ଦ୍ଧ୍ୱ…

ଫନୀ ବିପନ୍ନ ଗୃହ କର୍ତ୍ତାଙ୍କୁ ୨କୋଟି ଟଙ୍କା ବଣ୍ଟନ

ଧର୍ମଶାଳା,୧୮ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲରେ ଚଳିତ ବର୍ଷ ଫନିବାତ୍ୟାରେ କ୍ଷତିଗ୍ରସ୍ତ ୬୨୭୯ ଜଣ ଗୃହକର୍ତ୍ତାଙ୍କୁ ଗୁରୁବାର ସୁଦ୍ଧା ୨କୋଟି ୭ଲକ୍ଷ ୭ହଜାର ୩ଶହ ଟଙ୍କା ତହସିଲ ପକ୍ଷରୁ ବ୍ୟାଙ୍କ ଜରିଆରେ ବଣ୍ଟନ କରାଯାଇଛି ବୋଲି ଧର୍ମଶାଳା ତହସିଲଦାର ସରୋଜ କୁମାର…

ଦୁର୍ଘଟଣାରେ ଭାଇ ମୃତ, ଭଉଣୀ ଗୁରୁତର

ଛତିଆ,୧୮ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆସ୍ଥିତ ମହାପୁରୁଷ ହାଡ଼ିଦାସ କଲେଜ ନିକଟରେ ଗୁରୁବାର ସକାଳେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତ କରାଯାଇଛି। ମୃତ ଯୁବକ ଜଣଙ୍କ କଟକ ଜିଲା ଟାଙ୍ଗୀ ଥାନା ଭଟିମୁଣ୍ଡା…

ମଉଲିକ ସୁବିଧାରୁ ବଁଚିତ୍‌ ରାଧାପଡ଼ାବାସୀ

ଅତାବିରା, ୧୮।୧୦(ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ସରକାର ଗାଁ ଗଁଲିନୁ ସହରତକ୍‌ ବାସ କରୁଥିବାର ଗରିବ୍‌ଦୁଖିକର ଲାଗି ଅବାସ ଯୋଜନାରେ ଘର, ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ଘରଡିହ, ବୁଢ଼ାବୁଢ଼ିକୁ ଭତା, ସମକର ଲାଗି ନିରମଲ ପିଇଲା ପାଏନ୍‌ର ବେବସ୍‌ତା କରୁଛନ୍‌। ହେଲେ ଦୁଖର…

ପାଠ୍‌ପଢ଼ାର ବାଟ୍‌ ଛେକିଛେ ଗରିବୀ:ସରକାରୀ ସାହାଯ୍‌ ଆଶ୍‌ରେ ଦିବ୍ୟାଙ୍ଗ ଛାତ୍ର

ଲାଠୋର, ୧୮।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କଲୋନିପଡ଼ାର ଶଶି ପୁଟେଲକଁର ପୁଓ ଓମକାର ପୁଟେଲ(୧୦)। ସେ ଜନ୍‌ମୁ ଅଁଧ୍‌ ଆଏ। ହେଲେ ପାଠ୍‌ପଢ଼ାରେ ତାକର ବଡ଼ଭାରି ରୁଚି ରହିଛେ। ଇଅଡ଼େ ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ…

ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)- ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ବି ସେ ସୁସ୍ଥ ହୋଇପାରିନାହାନ୍ତି।…

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ: ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ ସାରା ରାଜ୍ୟରେ ସ୍ବତନ୍ତ୍ରତା ହାସଲ କରିଛି। ଚଳିତ ବର୍ଷ ଅନୁକୂଳ ପାଗ ଥିବାରୁ…

୭ ସପ୍ତାହ ଧରି କୋଇଲା ସଙ୍କଟ: ନାଲ୍‌କୋର ୮୦ ପଟ୍‌ ବନ୍ଦ

ବଅଁରପାଳ, ୧୭।୧୦ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ବିଦ୍ୟୁତ୍‌ ପ୍ରକଳ୍ପରେ କୋଇଲା ସଙ୍କଟ ଲାଗି ରହିଛି। ଗତ ୭ ସପ୍ତାହ ହେଲା ତାଳଚେରସ୍ଥିତ ମହାନଦୀ କୋଲ୍‌ ଫିଲଡ୍‌ସ ଲିମିଟେଡ୍‌ (ଏମ୍‌ସିଏଲ୍‌)ରୁ ଆବଶ୍ୟକ ପରିମାଣର କୋଇଲା…

ପୌର ପ୍ରଶାସନର କାର୍ଯ୍ୟକୁ ନେଇ ସନ୍ଦେହରେ କର୍ମଚାରୀ: ୯ ମାସ ହେବ ଜମା ହେଉନି ଇପିଏଫ୍‌ ଅର୍ଥ

ଅନୁଗୋଳ ଅଫିସ, ୧୭ା୧୦- ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ ପୌର ପ୍ରଶାସନ ଇପିଏଫ୍‌ ଫଣ୍ଡରେ ଜମା କରୁନାହିଁ। ଦୀର୍ଘ ୯ ମାସ ହେବ…

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ

ଅନୁଗୋଳ ଅଫିସ, ୧୭।୧୦- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ତୁରନ୍ତ ଏହାର ଉତ୍ତର…

ବିଦ୍ୟାଳୟ ଜମିରେ ଅଣ ଓଡ଼ିଆଙ୍କ ଜବରଦଖଲ : ସଙ୍କୁଚିତ ହେଉଛି ବିଦ୍ୟାଳୟ ଜମି

ଯାଜପୁର ରୋଡ଼, ୧୮ା୧୦ (ନି.ପ୍ର.): ଯାଜପୁର ରୋଡ୍‌ସ୍ଥିତ ନରସିଂହ ଚୌଧୁରୀ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ବିଦ୍ୟାଳୟର ଜମିରେ ଅଣ ଓଡ଼ିଆଙ୍କ ଜବର ଦଖଲ ବୃଦ୍ଧି ପାଇବାରେ ଲାଗିଛି। ଏମାନେ ବିଦ୍ୟାଳୟ ଚତୃପାର୍ଶ୍ୱରେ ଜବର ଦଖଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?