ଆମ ଜିଲା ଖବର

ପୌର ପ୍ରଶାସନର କାର୍ଯ୍ୟକୁ ନେଇ ସନ୍ଦେହରେ କର୍ମଚାରୀ: ୯ ମାସ ହେବ ଜମା ହେଉନି ଇପିଏଫ୍‌ ଅର୍ଥ

ଅନୁଗୋଳ ଅଫିସ, ୧୭ା୧୦- ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ ପୌର ପ୍ରଶାସନ ଇପିଏଫ୍‌ ଫଣ୍ଡରେ ଜମା କରୁନାହିଁ। ଦୀର୍ଘ ୯ ମାସ ହେବ…

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ

ଅନୁଗୋଳ ଅଫିସ, ୧୭।୧୦- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ତୁରନ୍ତ ଏହାର ଉତ୍ତର…

ବିଦ୍ୟାଳୟ ଜମିରେ ଅଣ ଓଡ଼ିଆଙ୍କ ଜବରଦଖଲ : ସଙ୍କୁଚିତ ହେଉଛି ବିଦ୍ୟାଳୟ ଜମି

ଯାଜପୁର ରୋଡ଼, ୧୮ା୧୦ (ନି.ପ୍ର.): ଯାଜପୁର ରୋଡ୍‌ସ୍ଥିତ ନରସିଂହ ଚୌଧୁରୀ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ବିଦ୍ୟାଳୟର ଜମିରେ ଅଣ ଓଡ଼ିଆଙ୍କ ଜବର ଦଖଲ ବୃଦ୍ଧି ପାଇବାରେ ଲାଗିଛି। ଏମାନେ ବିଦ୍ୟାଳୟ ଚତୃପାର୍ଶ୍ୱରେ ଜବର ଦଖଲ କରି…

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀ ସମେତ ୫ଜଣଙ୍କୁ ଜେରା,ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା,କଂଗ୍ରେସ

ଧର୍ମଶାଳା,୧୮।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁରର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଧର୍ମଶାଳା ପୋଲିସ ଗୁରୁବାର ସରପଞ୍ଚଙ୍କ ସ୍ବାମୀ ରୁପେଶ ଭଦ୍ରଙ୍କ ସମେତ ୫ଜଣଙ୍କୁ ଥାନାକୁ ଡକାଇ ପଚରାଉଚରା ଜାରି ରଖିଛି। କିଭଳି…

ପାନନୂଆଗାଁରେ ଗୋଷ୍ଠୀ ସଂଘର୍ଷ

ଖଲ୍ଲିକୋଟ,୧୮ା୧୦(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଡ଼ିମିରିଆ ପଞ୍ଚାୟତ ପାନନୂଆଗଁାରେ ବୁଧବାର ରାତିରେ କୋଠିଶାଳ ଯାତ୍ରା କୁମ୍ଭବୁଡ଼ା ସମୟରେ ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନୁଯାୟୀ,…

ଔଷଧ ୩ଘଣ୍ଟା, ପରୀକ୍ଷା ୪ଘଣ୍ଟା

ବ୍ରହ୍ମପୁର ଅଫିସ୍‌,୧୮ା୧୦- ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ଉପରେ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶର ରୋଗୀମାନେ ନିର୍ଭର କରୁଛନ୍ତି। ବିଭିନ୍ନ ଯୋଜନାରେ ସରକାର ଏବେ ଅନେକ ସୁବିଧା ମାଗଣା କରି ଦେଇଥିବାରୁ ମେଡ଼ିକାଲ୍‌ରେ ରୋଗୀଙ୍କ ସଂଖ୍ୟା ବଢ଼ୁଛି…

ବ୍ରହ୍ମପୁର ଆଇଟିଆଇ ଆପ୍ରେଣ୍ଟିସ୍‌ସିପ୍‌ ପଖୋଡା କାର୍ଯ୍ୟକ୍ରମ

ବ୍ରହ୍ମପୁର ଅଫିସ,୧୮ା୧୦- ଛାତ୍ରୀଛାତ୍ରଙ୍କୁ ନିଜ ଅଞ୍ଚଳ ମଧ୍ୟରେ ଆପ୍ରେଣ୍ଟିସ୍‌ସିପ୍‌ ତାଲିମ ପ୍ରଦାନ କରାଇବାକୁ ନେଇ ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଆରମ୍ଭ ହୋଇଛି ା ଏନେଇ ଅନୁଷ୍ଠାନ ପକ୍ଷରୁ ଆପ୍ରେଣ୍ଟିସ୍‌ସିପ୍‌ ପଖୋଡା (ପକ୍ଷ) କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ା…

ସେପ୍ଟେଜ ବିଶୋଧନାଗାର ପରିଚାଳନା କର୍ମଶାଳା

ବ୍ରହ୍ମପୁର ଅଫିସ,୧୮ା୧୦- ମହିଳା ସ୍ବୟଂସହାୟକ ଗୋଷ୍ଠୀ (ଏସ୍‌ଏଚଜି)ଙ୍କୁ ସୁଦୃଢ କରିବାକୁ ବ୍ରହ୍ମପୁର ମହାନଗର ନିଗମ ଆଉ ଏକ ପଦକ୍ଷେପ ଗ୍ରହଣ କରିଛି। ପୂର୍ବରୁ ମହିଳା ଏସ୍‌ଏଚଜିଙ୍କୁ ଶୌଚାଳୟ ପରିଚାଳନା ଦିଗରେ ନିୟୋଜିତ କରାଯାଇଥିଲା। ଏବେ ମହୁଡାରେ ନିର୍ମିତ ସେପ୍ଟେଜ ବିଷୋଧନାଗାର ପରିଚାଳନା…

ଏସ୍‌ପିଙ୍କ ନିର୍ଦ୍ଦେଶ ପରେ ଜବରଦଖଲ ହଟିଲା

ଆସିକା,୧୮ା୧୦ (ଡି.ଏନ୍‌.ଏ.)- ଆସିକା ସରକାରୀ ଡାକ୍ତରଖାନା ସଂଲଗ୍ନ ବାଣୀବିହାର କଲ୍ୟାଣ ମଣ୍ଡପ ଠାରୁ ଡାକ୍ତରଖାନା ପାଚେରୀ ଯାଏ ଜବରଦଖଲକୁ ଗୁରୁବାର ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି। ଏହାଛଡା ଆସିକା ସରକାରୀ ଡାକ୍ତରଖାନାରେ ଚାରିପଟେ ଥିବା ଭଙ୍ଗାରୁଜା ପାଚେରୀକୁ ମଧ୍ୟ ପ୍ରଶାସନ ପକ୍ଷରୁ…

ଆମ୍ବଡାଳ ପଡ଼ି ଛାତ୍ର ମୃତ

ନିରାକାରପୁର,୧୮-୧୦(ଡି.ଏନ.ଏ.):ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବଗଛର ବିରାଟ ଡାଳ ପଡି ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ହେଲେ…

ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ଖୁଣ୍ଟା,୧୮ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଗୁରୁବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ମେଡିକାଲ ପରିସରରେ ହୋହଲ୍ଲା କରିଥିଲେ। ଖବରପାଇ ଖୁଣ୍ଟା ଥାନା ଆଇଆଇସି ନବକୃଷ୍ଣ…

ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଘରୁ ଚୋରି

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲା ପରିଷଦ ଅଧ୍ୟକ୍ଷା ସୁଜାତା ମୁର୍ମୁଙ୍କ ଘରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବାରିପଦା ସହର ୱାର୍ଡ ନଂ. ୨୮ ସ୍ଥିତ ତାଙ୍କ ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତମାନେ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?