ଆମ ଜିଲା ଖବର

ଅସ୍ତରଙ୍ଗର ୩ ବେଆଇନ କରତକଳ ଉପରେ ବନବିଭାଗର ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ

କାକଟପୁର,୧୭ା୧୯(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗଠାରେ ବେଆଇନ ଭାବେ ଚାଲିଥିବା ୩ କରତକଳ ଉପରେ ଗୁରୁବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ କରାଯାଇଛିା ଏଥିସହ କରତକଳ ମାଲିକଙ୍କ ନାମରେ ପୃଥକ ପୃଥକ ୩ଟି ମାମଲା ରୁଜୁ ହୋଇଛିା…

ଅଲଟ୍ରା ସାଉଣ୍ଡ୍‌ ମେଶିନ ଲାଗି ଜିଲାପାଳ ଦେଲେ ୭.୫ ଲକ୍ଷର ଚେକ୍‌

ଭଦ୍ରକ ଅଫିସ,୧୭।୧୦: ଦୀର୍ଘବର୍ଷ ଧରି ଜିଲା ଚିକିତ୍ସାଳୟରେ ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ଥିବା କାରଣରୁ ରୋଗୀ ନାନା ସମସ୍ୟା ଭୋଗୁଥିଲେ। ଏବେ ନୂଆ ମେଶିନ କିଣାଯିବା ପାଇଁ ଜିଲା ରେଡ୍‌କ୍ରସ ପାଣ୍ଠିରୁ ୭.୫ ଲକ୍ଷ ଟଙ୍କା ଜିଲାପାଳ ଜ୍ଞାନରଞ୍ଜନ ଦାସ…

ସର୍ବସାଧାରଣ ସ୍ଥାନରେ ଅଳିଆ ପକାଇଲେ ଦେବାକୁ ପଡ଼ିବ ଜରିମାନା

ଭଦ୍ରକ ଅଫିସ,୧୭।୧୦: ଏଣିକି ସର୍ବସାଧାରଣ ସ୍ଥାନରେ ଅଳିଆ ପକାଇଲେ ଜରିମାନା ଦେବାକୁ ପଡ଼ିବ । ଭଦ୍ରକ ପୌରପାଳିକା ପକ୍ଷରୁ ଏପରି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପଦକ୍ଷେପକୁ ପୌରାଞ୍ଚଳ ବାସିନ୍ଦା ସ୍ବାଗତ ମଧ୍ୟ କରିଛନ୍ତି। ସହରକୁ ସ୍ବଚ୍ଛ ରଖିବା ପାଇଁ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୟାଗଡ଼ ଅଫିସ , ୧୭।୧୦- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ନୟାଗଡ଼ କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧିଙ୍କ ନୟାଗଡ଼ ସରକାରୀ ବାସଭବନ ସମେତ ନିଜ ଘର ବ୍ରହ୍ମପୁର ସମେତ ୮ ଟି ସ୍ଥାନରେ କଟକ ଭିଜିଲାନ୍ସ…

୮ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୧୭।୧୦(ବ୍ୟୁରୋ) : ଗଙ୍ଗାଧର ମେହେର ଜୁନିୟର କଲେଜର ୮ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଜିଏମୟୁ ମୁଖ୍ୟ ଫାଟକରେ ଛାତ୍ରୀଛାତ୍ର ଆନ୍ଦୋଳନ କରିଛନ୍ତି। ଅଧ୍ୟାପକଙ୍କ ବଦଳି ବାତିଲ କରା ନ ଗଲେ ଆନ୍ଦୋଳନ ପୁନର୍ବାର ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି ।…

ଦୁମାଗୁଡ଼ା ନିକଟରେ ହାତୀ ଶାବକର ମୃତ୍ୟୁ

ନୂଆଗାଁ, ୧୭।୧୦ (ଡି.ଏନ୍‌.ଏ.)- ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଦୁମାଗୁଡା ନିକଟସ୍ଥ ରାଣୀବଗିଚା ଜବତି ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛିା ଖବରପାଇ ବୀରମିତ୍ରପୁର ବନାଞ୍ଚଳ ଅଧିକାରୀ ଆର୍‌.କେ. ଦାଶ ଘଟଣାସ୍ଥଳରେ ପହଞ୍ଚି…

ବିଜେପୁର ଉପନିର୍ବାଚନ: ରୋଡ୍‌ ଶୋ’ରେ ବାହାରି ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୭ା୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୪ଦିନ ବାକି। ଦୁଇ ଦିନ ପରେ ନିର୍ବାଚନୀ ପ୍ରଚାର ଅବଧି ସରିବ। ତେବେ ଗୁରୁବାର ଦୁଇ ଦିନିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ…

ଡ. ସୁରେନ୍ଦ୍ର ମିଶ୍ର ପାଇବେ ଗଙ୍ଗାଧର ବଳ ସ୍ମୃତି ସମ୍ମାନ

ପୁରୀ ଅଫିସ, ୧୭।୧୦: ଆସନ୍ତା ୧୯ ତାରିଖରେ କଟକସ୍ଥ ଶ୍ରୀରାମଚନ୍ଦ୍ର ଭବନରେ ଓଡ଼ିଶାର ସର୍ବପ୍ରାଚୀନ ସାହିତ୍ୟ -ସଂସ୍କୃତି ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଗଙ୍ଗାଧର ବଳ ସ୍ମୃତି ସନ୍ଧ୍ୟା ଅନୁଷ୍ଠିତ ହେବ। ଏହି ଉତ୍ସବରେ ବିଶିଷ୍ଟ ସାରସ୍ବତ ସାଧକ ତଥା…

ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ୨୧ପର୍ଯ୍ୟନ୍ତ ବୃଦ୍ଧି

କଟକ ଅଫିସ, ୧୭।୧୦: ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ମଙ୍ଗଳବାର ନିଜଆଡ଼ୁ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ୍‌ଙ୍କ ପକ୍ଷରୁ ଆଗତ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସହ ରାଜ୍ୟର ୬୮ଟି ବାର୍‌ ଆସୋସିଏଶନକୁ ନୋଟିସ୍‌ ଜାରି…

ବେଲଡ଼ିହା, ଜାମଶୂଳୀବାସୀ ଅବହେଳିତ: ଫାଇଲ୍‌ରେ ବନ୍ଧା ପଡ଼ିିଛି ରାଜସ୍ବ ଗ୍ରାମ ମାନ୍ୟତା

କପ୍ତିପଦା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ରାଜସ୍ବ ଗ୍ରାମରେ ରହିଛି ବେଲଡ଼ିହା ଓ ଜାମଶୂଳୀ ଗ୍ରାମ। ଏହି ୨ଟି ଗାଁ ବଡବିଶୋଳ ଗ୍ରାମଠାରୁ ପ୍ରାୟ ୫ କି.ମି ଦୂରତ୍ୱରେ ଅବସ୍ଥିତ। ସରକାରଙ୍କ ବିଭିନ୍ନ ଯୋଜନାର ସିଂହ ଭାଗ ବଡ଼…

ବେତ କାରୁକାର୍ଯ୍ୟରେ ନିପୁଣ ଶିଳ୍ପୀ ସୁଦର୍ଶନ

ସୋର, ୧୭।୧୦(ଡି.ଏନ.ଏ.)- ବେତରେ ବିଭିନ୍ନ ସାମଗ୍ରୀ ତିଆରି କରିବା କଳାକୁ ଜୀବିକା ଭାବେ ଆଦରି ନେଇଛନ୍ତି ଶିଳ୍ପୀ ସୁଦର୍ଶନ ବେହେରା (୪୮)। ନୂତନ ଶୈଳୀରେ ସେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଯୁବପିଢି…

ଭିତ୍ତିଭୂମିର ହେଉନି ବିକାଶ; ନାମକୁ ମାତ୍ର ପର୍ଯ୍ୟଟନସ୍ଥଳୀ: ପାହାଡ଼ ପାଦଦେଶରେ ପୂଜା ପାଉଛନ୍ତି ମା’ ଗଡ଼ଚଣ୍ଡୀ

ହାଟଡିହୀ,୧୭। ୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକରେ ଅବସ୍ଥିତ ମା’ ଗଡ଼ଚଣ୍ଡୀଙ୍କ ମନ୍ଦିର। ସାକ୍ଷତ ଦେବୀ ରୂପେ କାହିଁ କେଉଁ କାଳରୁ ପୂଜା ପାଇଆସୁଛନ୍ତି। ୧୯୯୮ ମସିହାରେ ଓଡ଼ିଶା ଟୁରିଜମ୍‌ ବିଭାଗ ପକ୍ଷରୁ ଗଡ଼ଚଣ୍ଡୀକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦିଆଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?