ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର
ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିଲା। ପୂର୍ବାହ୍ନରେ ୨ ଜଣ ଅଷ୍ଟମ ଶ୍ରେଣୀର ଛାତ୍ର ବିଷାକ୍ତ ପଦାର୍ଥ ସେବନ କରି…
୮ ମାସ ପରେ ସିଙ୍ଗରାଇଙ୍କୁ ମିଳିଲା ଚିକିତ୍ସା ସେବା
ଆନନ୍ଦପୁର,୧୭। ୧୦(ସ୍ବ.ପ୍ର.)-ଚିକିତ୍ସା ସେବା ଅପହଞ୍ଚ ଥିବା ଇଲାକାରେ ଏବେବି ଅନ୍ଧବିଶ୍ୱାସକୁ ଲୋକେ ଗ୍ରହଣ କରୁଛନ୍ତି। ଲୋକମାନେ ଗୁଣିଗାରେଡି, ଝଡ଼ାଫୁଙ୍କା ଭଳି ଅନ୍ଧବିଶ୍ୱାସର ମୋହ ଛାଡିବାକୁ ପ୍ରସ୍ତୁତ ନାହାନ୍ତି। ଏହିଭଳି ଏକ ନଜିର ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରୁ ମାତ୍ର ୧୨ କି.ମି. ଦୂର…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ କୁଳପତି ଦାୟିତ୍ୱ ନେଲେ ଗୋବିନ୍ଦ ଜେ. ଚକ୍ରପାଣି
ବ୍ରହ୍ମପୁର ଅଫିସ,୧୭ା୧୦-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ବୁଧବାର ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣି ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ଚକ୍ରପାଣି ପ୍ରଥମେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଦାୟିତ୍ୱ ଗ୍ରହଣ କରିଥିଲେ ା…
ସେବା ସମବାୟ ସମିତିରେ ଦୁର୍ନୀତି ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ଚାଷୀ
ଭଦ୍ରକ ଅଫିସ,୧୭।୧୦- ଭଦ୍ରକ ବ୍ଲକ ଚୂଡ଼ାକୁଟି ସେବା ସମବାୟ ସମିତିରେ ବ୍ୟାପକ ଦୁର୍ନୀତି ହେଉଥିବା ନେଇ ଅଭିଯୋଗ କରାଯାଇଛି। ଏହି ସମବାୟ ସମିତି ଅଧୀନ ଚୂଡ଼ାକୁଟି, ଦଇପୁର ଓ କଲ୍ୟାଣୀର ଚାଷୀ ବୁଧବାର ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିକଟରେ ଫେରାଦ ହୋଇ…
ଡାକ୍ତରଖାନା ଅବ୍ୟବସ୍ଥା ଦେଖିଲେ କେନ୍ଦ୍ରମନ୍ତ୍ରୀ
ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ସେମାନେ ଡାକ୍ତରଖାନାର ବିଭିନ୍ନ ଓ୍ବାର୍ଡ ବୁଲି ଦେଖିବା ସହ ଚିକିତ୍ସାଧିକାରୀ ଦେବବ୍ରତ ଜେନାଙ୍କୁ ହସ୍ପିଟାଲର…
ନଳକୂଅରୁ ବାହାରୁଛି ପୋକ, ଜୋକ
ଝୁମ୍ପୁରା, ୧୭।୧୦ (ଡି.ଏନ.ଏ.)-ନଳକୂଅର ହ୍ୟାଣ୍ଡେଲ ହଲାଇଲେ ପାଣି ସହିତ ବାହାରି ଆସୁଛନ୍ତି ପୋକ ଜୋକ। ଏହା ଦେଖି ୱାର୍ଡ ବସିନ୍ଦା ଉକ୍ତ ନଳକୂପରୁ ପାଣି ପିଇବା ବନ୍ଦ କରିବା ସହିତ ଆନୁଷଙ୍ଗିକ କାମ ମଧ୍ୟ ବନ୍ଦ କରି ଦେଇଛନ୍ତି। ଏହି ଘଟଣା…
୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗ: ଜଣେ ଗିରଫ
ବାସୁଦେବପୁର, ୧୭।୧୦ (ଡି.ଏନ.ଏ.)- ବାସୁଦେବପୁରସ୍ଥିତ ବଂଶୀପାଟଣା ଗ୍ରାମରେ ଥିବା କଳ୍ପତରୁ ସଂସ୍କୃତ ମହାବିଦ୍ୟାଳୟରେ ଅନାଦି ଚରଣ ବେହେରା ନାମକ ଜଣେ କର୍ମଚାରୀଙ୍କୁ ଚାକିରି ସ୍ଥାୟୀ କରାଇଦେବା ନଁାରେ ୪ ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ ହୋଇଛି। କର୍ମଚାରୀ ଅନାଦିଙ୍କ ଅଭିଯୋଗ…
ଗୋରୁ ବୋଝେଇ ଗାଡ଼ି ଜବତ, ଡ୍ରାଇଭର ଅଟକ
ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ପୋଲିସ ମଙ୍ଗଳବାର ରାତିରେ ଏକ ଗୋରୁ ବୋଝେଇ ପିକ୍ଅପ ଭ୍ୟାନକୁ ଜବତ କରିଛି। ଗାଡ଼ିର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରାଯାଉଛି। ରାତି ପ୍ରାୟ ୧୦.୩୦ ମିନିଟ ସମୟରେ ୯ ଟି ଗୋରୁ ନେଇ…
ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଝିଟିପିଟି: ଭୟରେ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ବାଲେଶ୍ୱର ଅଫିସ,୧୭।୧୦- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାଳବାଲେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଅଣ୍ଡା ତରକାରିରୁ ଏକ ମଲା ଝିଟିପିଟି ବାହାରିଥିଲା। ଏହାପୂର୍ବରୁ କେତେକ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନ ଖାଇ ସାରିଥିଲେ। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ଆଶଙ୍କାରେ…
ଦୁର୍ବ୍ୟବହାର ଅଭିଯୋଗ; ଏସ୍ପିଙ୍କ ଅଫିସ ଆଗରେ ପୋଲିସ ସଂଘର ଧାରଣା
ଛତ୍ରପୁର,୧୭ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ବୁଧବାର ଶପଥପାଠ କରିଛନ୍ତିି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍ପି ପତିତପାବନ ଚୌଧୁରୀ ଯୋଗଦେଇ ସଂଘ ଏକ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ପୋଲିସ ମହାସଂଘ…
ସିପିଆଇ, ସିପିଏମ୍ର ଗଣବିକ୍ଷୋଭ
ଛତ୍ରପୁର,୧୭ା୧୦(ଡି.ଏନ.ଏ.)-ଦେଶରେ ଗଭୀର ଆର୍ଥିକ ସଙ୍କଟ ଓ ଏନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟା ପ୍ରତିବାଦରେ ବୁଧବାର ସିପିଆଇ ଓ ସିପିଏମ୍ ପକ୍ଷରୁ ମିଳିତ ଭାବେ ବୁଧବାର ଛତ୍ରପୁରସ୍ଥିତ ଲୋଏର ବସ୍ଷ୍ଟାଣ୍ଡରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା ଏଥିସହ ଏକ ପ୍ରତିବାଦ…
ଯନ୍ତ୍ରଣାରେ ଛଟପଟ ସନ୍ତୋଷ
ବଇଣ୍ଡା,୧୭।୧୦(ଡି.ଏନ.ଏ.) ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ବି ସେ ସୁସ୍ଥ ହୋଇପାରିନାହାନ୍ତି।…

