ଆମ ଜିଲା ଖବର

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ବହଳପଦର ପଞ୍ଚାୟତ ଅଞ୍ଚଳର ହୋଇଥିବା ବେଳେ ସେ ଉକ୍ତ ଅଞ୍ଚଳର ଏକ…

ଭାଜପା ନେତାଙ୍କ ଘର ଉପରକୁ ଆକ୍ରମଣ, ଘର ଭଙ୍ଗାରୁଜା କରି…

ମୋହନା,୩।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଭାଜପା ନେତାଙ୍କ ବାସଭବନକୁ ସଂଘବଦ୍ଧ ଆକ୍ରମଣ । ପୂର୍ବତନ ଭାଜପା ଗଜପତି ଜିଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଚାନ୍ଦିପୁଟ ବାସଭବନ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଛି ।…

୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…

ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ କରି ସେ ଅନେକ ଲୋକଙ୍କ ଜୀବନ ବଞ୍ଚାଇଛନ୍ତି। କରୋନା ସମୟରେ ମଧ୍ୟ ଖାତିର…

୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ସର୍ତ୍ତ ରଖିଲେ ମାଓବାଦୀ ନେତା ନିଖିଳ

ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍‌ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ ଦେଇଛନ୍ତି। ଏହାପରେ ଦେଶର ବିଭିନ୍ନ ରାଜ୍ୟରେ ଅନେକ ମାଓବାଦୀ ଆତ୍ମସମର୍ପଣ କରୁଥିବାବେଳେ ଅନେକ…

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ ସମୀରା ନାୟକ । ସମୀର ପୁଅ ଟିଏ ହୋଇ ଜନ୍ମ ହୋଇଥିଲେ ସତ…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା ବାଇକକୁ ଧକ୍କା ଦେବା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର ଠାରୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୁଇଁନ୍ତଳା…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ ବିଦ୍ୟାଳୟରେ ପହଞ୍ଚିଥିବା ଛାତ୍ରଙ୍କୁ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ମାଡମାରି ଲହୁଲୁହାଣ କରିଥିବା ଘଟଣା…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି। ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ଢେପଗୁଡ଼ା…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର ହେବ । ପ୍ରଥମଥର ପାଇଁ କେନ୍ଦ୍ର ସରକାର ୨୦୨୬-୨୭ କେନ୍ଦ୍ରୀୟ ବଜେଟରେ ଇକୋ…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ ରାସ୍ତାରେ କଚାଡି ହୋଇପଡି ଗୁରୁତର ହୋଇଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ ତାଙ୍କୁ ସାହାଯ୍ୟ…

ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…

ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ ଘରକୁ ଫେରିଛନ୍ତି ଜଣେ ୧୪ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?