ଆମ ଜିଲା ଖବର

ଦାଦନ୍‌ ଯାଇ ହାତ୍‌ ହରାଲେ ନାଗେସ

ବିନିକା,୧୭।୧୦(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗାଁର ନାଗେସ ସ୍ବାମୀ(୩୭)। ସେ ଝନେ ନିହାତି ଗରିବ୍‌ ଆର ପେସାରେ ପଥର ଫଟାଲି ଶ୍ରମିକ। କାମ୍‌ଧଁଦା ଅଭାବୁ ସେ ଆଏଜ୍‌କେ ୭ ମାସ ତଲେ କର୍ଣ୍ଣାଟକ ରାଏଜର ମାଙ୍ଗାଲୁରକେ ଦାଦନ ଖଟିଯାଇଥିଲେ।…

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ତହସିଲ କାର୍ଯ୍ୟାଳୟ ପରିସରରେ ୨ଗୋଷ୍ଠୀ ଧାରଣା

ରଣପୁର,୧୭।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲ୍‌ରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ଲୋଧାଚୁଆରେ କାର୍ଯ୍ୟରତ ଆରଆଇ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରିବା ପ୍ରତିବାଦରେ ରଣପୁର ତହସିଲ ସମ୍ମୁଖରେ କର୍ମଚାରୀମାନେ ବୁଧବାର ଧାରଣା ଦେଇଥିଲେ । ତେବେ…

ଅଙ୍ଗନଓ୍ବାଡି ଶିଶୁଙ୍କୁ ନିମ୍ନମାନର ଖାଦ୍ୟ: ଦିଆଗଲା ପୋକଖିଆ, ଫିମ୍ପି ଚାଉଳର ଭାତ

ନୂଆଗାଁ,୧୭।୧୦ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନଙ୍କୁ ପୋକଖିଆ, ଫିମ୍ପିଲଗା ଚାଉଳର ଭାତ ଦିଆଯାଉଛି। ବୁଧବାର ଏହା ଜଣାପଡିବା ପରେ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସମନ୍ବିତ ଶିଶୁ ବିଭାଗ ତରଫରୁ…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା,୧୬ା୧୦(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ…

ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ବୀରମହାରାଜପୁର

ଅମରପାଲି, ୧୬।୧୦ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପଣ୍ଡିଆପାଲି ଖେଳ ପଡିଆରେ ଚାଲିଥିବା ୧୦ମ ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟରେ ବୁଧବାର ତିନୋଟି ମ୍ୟାଚ ଖେଳା ହୋଇଛି। ପ୍ରଥମ ମ୍ୟାଚ ମହଦା ପଞ୍ଚାୟତ ଦଳ ଓ ସହରାପାଲି…

ଅଧାବାଟରେ ପଙ୍କଚର ହେଲା ୧୦୮: ମେଡ଼ିକାଲ ଡେରିରେ ପହଞ୍ଚି ଗଲା ରୋଗୀଙ୍କ ଜୀବନ

ରାୟଗଡା ଅଫିସ, ୧୬।୧୦: ରୋଗୀଙ୍କୁ ଧରି ଆସୁଥିଲା ୧୦୮ ଆମ୍ବୁଲାନ୍ସ। କିନ୍ତୁ ତାହା ଅଧାବାଟରେ ପଙ୍କଚର ହୋଇଗଲା। ଦୁଇଘଣ୍ଟା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରି ରୋଗୀଙ୍କୁ ଡାକ୍ତରଖାନା ପଠାଗଲା। କିନ୍ତୁ ଠିକ୍‌ ସମୟରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ନପାଇ ଚିକିତ୍ସାଧୀନ…

ଟ୍ରକ ଧକ୍କାରେ ମହିଳା ମୃତ, ରାସ୍ତାରୋକୋ

ଗୋପାଳପୁର/କନିଷି,୧୬ା୧୦(ଡି.ଏନ.ଏ.):୧୬ନଂ ଜାତୀୟ ରାଜପଥ ରଣ୍ଢାଛକ ନିକଟରେ ରାସ୍ତା ପାର ହେଉଥିବାବେଳେ ଟ୍ରକ ଧକ୍କାରେ ବୁଧବାର ଭୋର ପ୍ରାୟ ୫ଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକରଡ଼ା ଗ୍ରାମର କନକ ବେହେରା (୫୫)। ଦୁର୍ଘଟଣା ପରେ ଚାଳକ ଟ୍ରକ୍‌ ଛାଡି…

ଘରେ ପଶି ଟଙ୍କା,ସୁନା ଲୁଟିଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୧୬ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକ କନ୍ଦିଗାଁ ଗ୍ରାମରେ ଟୁକୁନା ସ୍ବାଇଁଙ୍କ କବାଟ ଭାଙ୍ଗି ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସ୍ବାସ୍ଥ୍ୟ ଖରାପ ଥିବାରୁ ଚିକିତ୍ସା ପାଇଁ ଟୁକୁନା ଏବଂ ତାଙ୍କ ସ୍ତ୍ରୀ ଭୁବନେଶ୍ୱର…

ମା’ ଝିଅଙ୍କୁ ମାଡ ମାରି, ଯୁବକ ଗିରଫ

ବୁଗୁଡ଼ା,୧୬ା୧୦(ଡି.ଏନ.ଏ.): ବୁଗୁଡ଼ା ଥାନା ବକ୍ସିପଲ୍ଲୀ ଗ୍ରାମରେ ଗୋଟିଏ ପରିବାରର ମା’ ଓ ୨ ଝିଅଙ୍କୁ ମାରପିଟ ଏବଂ ଟଣାଓଟରା କରିବା ଅଭିଯୋଗରେ ବୁଧବାର ବୁଗୁଡ଼ା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକ ଜଣକ ବକ୍ସିପଲ୍ଲୀ ଗ୍ରାମର…

ଗ୍ରାହକଙ୍କୁ ମାଡ଼ ମାରି ଢାବା ମାଲିକ ଗିରଫ

ବାସୁଦେବପୁର,୧୬।୧୦ (ଡି.ଏନ.ଏ.): ଗ୍ରାହକଙ୍କୁ ମାଡ଼ ମାରିବା ଅଭିଯୋଗରେ ବାସୁଦେବପୁର-ଧାମରା ରାସ୍ତାର ନଳବାଙ୍କଠାରେ ଥିବା ଏକ ଢାବାର ମାଲିକ ଚିନ୍ମୟ ଭୋଇଙ୍କୁ ନାୟକାଣିଡିହୀ ଥାନା ପୋଲିସ ବୁଧବାର ଗିରଫ କରିଛି। ନାୟକାଣିଡିହୀ ପୋଲିସ ସୂଚନା ଅନୁଯାୟୀ, ଗତ ସୋମବାର ବ୍ରଜାନନ୍ଦପୁର ଗ୍ରାମର ରମେଶ…

ସମୁଦ୍ରରେ ଭାସିଯାଇ ବଙ୍ଗୀୟ ପର୍ଯ୍ୟଟକ ନିଖୋଜ

ଭୋଗରାଇ,୧୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ସମୁଦ୍ରକୂଳରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ବୁଧବାର ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ସମୁଦ୍ର ସ୍ରୋତରେ ଭାସିଯାଇ ନିଖୋଜ ଅଛନ୍ତି। ନିଖୋଜ ଥିବା ବଙ୍ଗୀୟ ପର୍ଯ୍ୟଟକ ହେଲେ ହିମାଙ୍କର ବେରା (୨୭)। ତାଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜେଡି ପକ୍ଷରୁ ରୋଗୀଙ୍କୁ ଫଳ,ବସ୍ତ୍ର ବଣ୍ଟନ

ମୁନିଗୁଡ଼ା,୧୬।୧୦(ଡି.ଏନ୍‌.ଏ.): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ଅବସରରେ ରାୟଗଡ଼ା ଜିଲା ମୁନିଗୁଡ଼ା ବିଜୁ ଜନତା ଦଳ ପକ୍ଷରୁ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ୱାର୍ଡରେ ଥିବା ୩୦ରୁ ଊଦ୍ଧର୍‌ବ ରୋଗୀଙ୍କୁ ଫଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?