ଆମ ଜିଲା ଖବର

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ପୁରୀ ଅଫିସ,୧୬।୧୦: ବେଆଇନ ଗଞ୍ଜେଇ କାରବାର ନେଇ ପୁରୀ ଅବକାରୀ ବିଭାଗ ପକ୍ଷରୁ ପିପିଲି ଅଞ୍ଚଳରେ ଚଢ଼ାଉ କରାଯାଇ ବୁଧବାର ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପିପିଲି ମଠସାହିର ସନ୍ତୋଷ ମହାନ୍ତି। ସନ୍ତୋଷ ପିପିଲି ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର…

ସ୍ତ୍ରୀ, ପୁଅକୁ ଛାଡ଼ି କାଠଯୋଡ଼ିକୁ ଡେଇଁବା ଘଟଣା: ସପ୍ତାହେ ପରେ ମିଳିଲା ଦେବବ୍ରତଙ୍କ ମୃତଦେହ

କଟକ ଅଫିସ/କଣ୍ଟାପଡ଼ା,୧୬।୧୦(ଡି.ଏନ୍‌.ଏ.): ସପ୍ତାହେ ପରେ କାଠଯୋଡ଼ିକୁ ଡେଇଁ ନିଖୋଜ ହୋଇଯାଇଥିବା ଦେବବ୍ରତ ମହାପାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୯ ତାରିଖରେ ସ୍ତ୍ରୀଙ୍କ ସହ ଝଗଡ଼ା ଲାଗିବାରୁ ସେ ନଦୀକୁ ଡେଇଁ ନିଖୋଜ ହୋଇଯାଇଥିଲେ। ଗୋବିନ୍ଦପୁର ଥାନା ଦେବୀ ନଦୀର ରାହାମ୍ବା…

ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ଘେରାଉ

ବାସୁଦେବପୁର,୧୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନଗର କଂଗ୍ରେସ କମିଟି ପକ୍ଷରୁ ବିଭିନ୍ନ ସମସ୍ୟାର ସମାଧାନ ନେଇ ବୁଧବାର ପୌରପାଳିକା କାର୍ଯ୍ୟାଳୟ ଘେରାଉ କରାଯାଇଛି। ଜିଲା କଂଗ୍ରେସ ସଭାପତି ଅଶୋକ କୁମାର ଦାସଙ୍କ ନେତୃତ୍ୱରେ ସହରର ଡ୍ରେନେଜ, ଆଲୋକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବା…

ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ

ହାଟଡ଼ିହୀ,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ମହାବିଦ୍ୟାଳୟଠାରେ ହାଟଡିହୀ ବ୍ଲକ ବିଜେଡି ତରଫରୁ ବୁଧବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ୭୪ତମ…

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ: ନର୍ସିଂହୋମ ସମ୍ମୁଖରେ ଧାରଣା

କଣ୍ଟାପଡ଼ା, ୧୬।୧୦(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଯୋହଳ ଗ୍ରାମର ଜଣେ ମହିଳାଙ୍କର ଅସ୍ତ୍ରୋପଚାର ବେଳେ ଡାକ୍ତରଙ୍କ ଅବହେଳା ଯୋଗୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ଦଳିତ ଆଦିବାସୀ ମାଇନରିଟି ସଂଘ ପକ୍ଷରୁ ଉକ୍ତ ନର୍ସିଂହୋମ…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଦୁଇଦିନିଆ ସରକାରୀ ଅଫିସ ବନ୍ଦ

ବଲାଙ୍ଗୀର ଅଫିସ, ୧୬।୧୦: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ବୁଧବାରଠାରୁ ଦୁଇଦିନିଆ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ଅଫିସ ବନ୍ଦ କରାଯାଇ ଜିଲାପାଳ କାର୍ଯ୍ୟାଳୟ ଓ ସିଭିଲ…

ନବୀନଙ୍କ ଜନ୍ମଦିନରେ ରକ୍ତଦାନ କଲେ ବିଜେଡି କର୍ମୀ

କେନ୍ଦୁଝର,୧୬।୧୦(ସ୍ବ.ପ୍ର.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ ତମ ଜନ୍ମ ଦିବସ ଉପଲକ୍ଷେ କେନ୍ଦୁଝର ଜିଲା ବିଜେଡି ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ବୁଧବାର ସ୍ଥାନୀୟ ପୌରପାଳିକା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ଜିଲା…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ: ବ୍ରହ୍ମପୁରରେ ରକ୍ତଦାନ ଶିବିର, ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ୍‌,୧୬।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମଦିନ ଅବସରରେ ବୁଧବାର ବ୍ରହ୍ମପୁର ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଟାଉନ୍‌ହଲ୍‌ଠାରେ ଅନୁଷ୍ଠିତ ଏହି ଶିବିରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର…

ବନ୍ଦ ହୃତ୍‌ପିଣ୍ଡ ପୁଣି ଚାଲି ପାରିବ

ବ୍ରହ୍ମପୁର ଅଫିସ୍‌,୧୬।୧୦: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତକ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର ସକାଳେ ବିଶ୍ୱ ନିଶ୍ଚେତନ ଦିବସ ଆୟୋଜିତ ହୋଇଯାଇଛି । ବହିର୍ବିଭାଗ ସମ୍ମୁଖରେ ଆୟୋଜିତ ଏହି…

ବାଲୁକାକଳାରେ ମୁଖ୍ୟମନ୍ତ୍ରୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧୬।୧୦: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏଥିସହ ବାର୍ତ୍ତାରେ, ଆପଣଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଭଞ୍ଜନଗରରେ ରକ୍ତଦାନ ଶିବିର

ଭଞ୍ଜନଗର, ୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଡାକବଙ୍ଗଳା ପରିସରରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ

ଖପ୍ରାଖୋଲ, ୧୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଧପ୍ତାମୁଣ୍ଡା ପଞ୍ଚାୟତ କଟାପାଲି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ସକାଳେ ଜଣଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଛି। ସେ ହେଲେ ସୁରେଶନ ପୁଟେଲଙ୍କ ପୁଅ ନିତ୍ୟାନନ୍ଦ(୩୬)। ପ୍ରକାଶ ଯେ, ନିତ୍ୟାନନ୍ଦ ସବୁଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?