ଆମ ଜିଲା ଖବର

ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉକରି ୧ କେଜି ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ…

ସ୍ବାମୀ ନିଖୋଜ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ, ୨ ଅଟକ

ଖୋର୍ଦ୍ଧା ଅଫିସ,୧୬।୧୦: ବାଣପୁର ଥାନା ପଦନପୁର ଗାଁରେ ସୁଶାନ୍ତ ନାୟକ(୩୫) ମଙ୍ଗଳବାର ରାତିରୁ ନିଖୋଜ ଅଛନ୍ତି। ତାଙ୍କ ସ୍ତ୍ରୀ ଥାନାରେ ପହଞ୍ଚି ସ୍ବାମୀକୁ ହତ୍ୟା କରାଯାଇ ମୃତଦେହକୁ ଗାଏବ କରି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ୨…

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୬।୧୦(ସ୍ବ.ପ୍ର.): ଗତ ସୋମବାର ଦିନ ବଳଦ ଚରାଇବାକୁ ଯାଇ ଅରଡେଇ ନଦୀରେ ନିଖୋଜ ହୋଇଥିବା ନିର୍ମଳ ମହାରଣା (୪୫)ଙ୍କ ମୃତଦେହ ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି। ତାଙ୍କ ଘର ସଦର ବ୍ଲକ କଣ୍ଡରାପଶି ପଞ୍ଚାୟତ ଆହରପଶି ଗ୍ରାମରେ ବୋଲି ଜଣାପଡିଛି।…

ନଭେମ୍ବର ୧୨ରୁ ବାଲିଯାତ୍ରା

କଟକ ଅଫିସ,୧୬।୧୦:ଜିଲା ପ୍ରଶାସନ, ଜିଲା ସଂସ୍କୃତି ପରିଷଦ ଏବଂ କଟକ ମହାନଗର ନିଗମ ମିଳିତ ଆନୁକୂଲ୍ୟରେ ଚଳିତବର୍ଷର ଐତିହାସିକ ବାଲିଯାତ୍ରା ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ କରିବା ନିମନ୍ତେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭବାନୀ ଶଙ୍କର…

ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରା: ଯାତ୍ରା ପଡ଼ିଆରେ ମେଲଣ କଲେ ୪୦ ମେଢ଼

ଚୌଦ୍ୱାର,୧୬।୧୦(ଡି.ଏନ୍‌.ଏ.):ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରାର ମେଲଣ ଉତ୍ସବ ମଙ୍ଗଳବାର ଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ପୂଜା ମଣ୍ଡପର ଦେବଦେବୀଙ୍କ ମୃଣ୍ମୟ ପ୍ରତିମା ସାହିବସ୍ତି ପରିକ୍ରମା କରିବା ସହିତ ଅପରାହ୍ନରେ ମେଲଣ ପଡ଼ିଆ ଅଭିମୁଖେ ଯାତ୍ରା କରିଥିଲେ। ଚଳିତ ବର୍ଷ ଶୋଭାଯାତ୍ରାରେ ଢୋଲ,…

ଜବରଦଖଲ ଉଚ୍ଛେଦ ପାଇଁ ସର୍ଭେ ଆରମ୍ଭ

ପୁରୁଣା ଭୁବନେଶ୍ୱର,୧୬।୧୦ (ଡି.ଏନ.ଏ.):ପୁରୀ ଶ୍ରୀମନ୍ଦିର ଭଳି ଏକାମ୍ର କ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ହଟାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନାମାନ ହେବ। ଅଧିକରୁ ଅଧିକ ପର୍ଯ୍ୟଟକ ଆସିବେ। ଏହି ଐତିହ୍ୟ କ୍ଷେତ୍ରକୁ ବିଶ୍ୱ ମାନଚିତ୍ରରେ ସ୍ଥାନ ଦେବାକୁ ପ୍ରଥମେ ମନ୍ଦିର ଚତୁଃପାର୍ଶ୍ୱରୁ…

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ ୫୦ଟୁର୍‌ ଅପରେଟର

କୋଣାର୍କ,୧୬।୧୦(ଡି.ଏନ.ଏ.):ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ୫୦ଜଣ ଟୁର୍‌ ଅପରେଟର ମଙ୍ଗଳବାର ପୂର୍ବାହ୍ନରେ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି। ସେମାନେ ମନ୍ଦିର ସମ୍ମୁଖରେ ପହଞ୍ଚତ୍ବା ପରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। କୋଣାର୍କ ସୂର୍ଯ୍ୟ ମନ୍ଦିର ଆନ୍ତର୍ଜାତିକ ସ୍ତରରେ…

ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ ପହଞ୍ଚତ୍ବା ପରେ ସେମାନଙ୍କ ମଧ୍ୟରୁ ୬ ଜଣ ପାନ ଖାଉଥିବା ଦେଖିଥିଲେ। ଏ ନେଇ…

ମୁନିଗୁଡାରେ ଲାଗିଲା ମାଓବାଦୀ ପୋଷ୍ଟର, ବ୍ୟାନର୍‌

ମୁନିଗୁଡା,୧୬।୧୦(ଡି.ଏନ.ଏ.):ରାୟଗଡା ଜିଲା ମୁନିଗୁଡା ଥାନା ଅନ୍ତର୍ଗତ ରାମନାକୁପୁଲି ଛକ ନିକଟରେ ବୁଧବାର କିଛି ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ମାଓବାଦୀ ବ୍ୟାନର ଓ ପୋଷ୍ଟରଗୁଡିକ ସରକାରୀ ଫାଶିବାଦୀ ସମାଧାନ ଦମନ ବିରୋଧରେ ଲାଗିଛି। ଅକ୍ଟୋବର ୨୫କୁ ଓଡିଶା…

ଟ୍ରକ-ପିକ୍‌ଅପ ଭ୍ୟାନ ମଧ୍ୟରେ ଧକ୍କା: ୨ ମୃତ

ଛେଣ୍ତିପଦା,୧୬।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଅନୁଗୋଳ-ସମ୍ବଲପୁର ୫୫ ନଂମ୍ବର ଜାତୀୟ ରାଜପଥର ମୁଣ୍ତା ସାହି ନିକଟରେ ବୁଧବାର ସକାଳ ୫ଟା ବେଳେ ଟ୍ରକ-ପିକ୍‌ଅପ ଭ୍ୟାନ ମଧ୍ୟରେ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାରୁ ପ୍ରକାଶ ଯେ, ପିକ୍‌ଅପ…

ମା’ଙ୍କ ରୋଗ ଉପଶମ କରିବାକୁ ଯାଇ ପୁଅ ତିଆରି କଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର

ଖୋର୍ଦ୍ଧା ଅଫିସ,୧୬।୧୦:ମା’ଙ୍କ ରୋଗ ଉପଶମର ପଥ ଦେଖାଇଲା ନୂଆ ଉପାୟ। ପୁଅ ତିଆରି କରି ପକାଇଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର। ତାହା କୁକୁଡ଼ା ଅଣ୍ଡାରୁ ଚିଆଁ ଫୁଟାଇବାରେ ସହାୟକ ହୋଇପାରୁଛି। ମା’ଙ୍କ ରୋଗ ଉପଶମ ହେଲା। ପୁଅ କିନ୍ତୁ ଅନ୍ୟ…

୮୬ ଛାତ୍ରୀଛାତ୍ରଙ୍କ ଦିନକର ମଧ୍ୟାହ୍ନଭୋଜନ ହେରଫେର, ପ୍ରଧାନ ଶିକ୍ଷକ ନିଲମ୍ବିତ

ରେଢାଖୋଲ,୧୫।୧୦(ଡି.ଏନ.ଏ.):ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ ନିଲମ୍ବନ ହୋଇଛନ୍ତି। ୮୬ ଜଣ ଛାତ୍ରୀଛାତ୍ରଙ୍କ ଗୋଟିଏ ଦିନର ମଧ୍ୟାହ୍ନ ଭୋଜନ ହେରଫେର କରିଥିବା ଅଭିଯୋଗରେ ସମ୍ବଲପୁର ଜିଲା ଶିକ୍ଷାଧିକାରୀ ତାଙ୍କୁ ନିଲମ୍ବନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?