ଆମ ଜିଲା ଖବର

‘୫-ଟି’ ସଚିବଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ

କେନ୍ଦ୍ରାପଡା ଅଫିସ, ୧୬।୧୦:ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା କେନ୍ଦ୍ରାପଡା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ କାର୍ଯ୍ୟ ସାରି ଏହାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ)ଙ୍କୁ ହସ୍ତାନ୍ତର କରିବା ପାଇଁ ୫ ଟି ସଚିବ…

ମଝି ରାସ୍‌ତାରେ ବଁଧର ଭରମ୍‌

ସିନାପାଲି, ୧୬।୧୦ (ଡି.ଏନ୍‌.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ ସିଙ୍ଗଝର-ଦେଭୋଗ ରାସ୍‌ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛେ। ହେଲେ ରାସ୍‌ତାଟା ଠିକ୍‌ ହିସାବେ ତିଆର ନାଇଁ ହେଇ। ଯେନ୍‌ଥିରଲାଗି ରାସ୍‌ତା ମଝିରେ ପୁଚ୍‌କୁନା ପାଏନ୍‌ ଜମି ଗୁଟେ ବଁଧ୍‌ର ଭରମ୍‌ ସୁରୁଷ୍‌ଟି କରୁଛେ।…

ପୁଓର ଚିକିଛା ଲାଗି ରାଏଜ୍‌ ବାହାରେ ମା’ବାପ୍‌

କଣ୍ଟାମାଳ, ୧୬।୧୦ (ଡି.ଏନ୍‌.ଏ.)- ଟଁକା ପଏସା ଅଭାବୁ ଅନେକ ଲୋକ୍‌ ଜୀବନର ସବୁ ଆଶ୍‌କେ ହରେଇ ଦେସନ୍‌। ଅସମିଆରେ ବୁଧିବାଟ୍‌ ବନା ହେଇଯାଏସି। ହେଲେ କାହାକେ ମଜବୁତ୍‌ କରି ଅସମିଆ ଆଘେ ଠିଆ କରେଇଦେସି ଜୀବନ୍‌ର ଆଶ୍‌। ଏନ୍‌ତା ଗୁଟେ ଘଟନା…

ପ୍ରଥମ ଥର ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିଲା

କଟକ ଅଫିସ, ୧୬।୧୦:ନିକଟ ଅତୀତରେ ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିବାର ନଜିର ନ ଥିବାବେଳେ ମଙ୍ଗଳବାର ପ୍ରଥମ ଥର ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ଏକ ମାମଲାର ଶୁଣାଣି କରିଛନ୍ତି। ଓକିଲ ସଂଘଗୁଡ଼ିକର ଆନ୍ଦୋଳନ ଯୋଗୁ ଅଦାଲତରେ ବିଚାର ପ୍ରକ୍ରିୟା ବିଳମ୍ବିତ ହେଉଥିବା…

ହୋମଗାର୍ଡ ମାନସଙ୍କ ମାନବିକତା: ପାଇଥିବା ମନିପର୍ସ ଫେରାଇଲେ

ତାଳଚେର,୧୬ା୧୦(ନି.ପ୍ର.)-ବ୍ୟସ୍ତବହୁଳ ଜୀବନରେ ତରବରିଆ ଥିବା ମଣିଷ ବେଳେ ବେଳେ ନିଜ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ହଜାଇ ଦେଇଥାନ୍ତି। କିଏ ନିଜ ଜରୁରୀ କାଗଜପତ୍ର ଗାଡ଼ିରେ ଛାଡ଼ି ଦେଇଥାନ୍ତି ତ ଆଉ କିଏ ପକେଟରୁ ପର୍ସ ଖସି ପଡ଼ିଲେ ବି ଜାଣି ନ ପାରି…

ଫିକା ପଡ଼ୁଛି ପୂଜାର ମଜା: ପୋଲିସର ଗାଡ଼ି ଯାଞ୍ଚକୁ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୬ା୧୦- ପାର୍ବଣକୁ ନେଇ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଗାଡ଼ି ଯାଞ୍ଚ ନାମରେ ପୋଲିସର ଜୁଲମ୍‌ ଏବେ ଅସନ୍ତୋଷର କାରଣ ହୋଇଥିବା ଚର୍ଚ୍ଚା ହେଉଛି। ସରକାର ଦେଇଥିବା ଟାର୍ଗେଟ ପୂରଣ ପାଇଁ ପୋଲିସ ପୂଜା ପର୍ବ ଦେଖିବାକୁ…

୫-ଟି ସଚିବଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ମେଡିକାଲରେ ଛନକା: ସୌନ୍ଦର୍ଯ୍ୟ ବଢ଼ାଇବାକୁ ରଖାଗଲା ଫୁଲଗଛ

ଅନୁଗୋଳ ଅଫିସ, ୧୬ା୧୦- ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ତଦାରଖ ପାଇଁ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କଠାରୁ ଆରମ୍ଭ କରି ଅନ୍ୟ ବରିଷ୍ଠ ଅଧିକାରୀମାନେ ସରକାରୀ କାର୍ଯ୍ୟାଳୟ, ଥାନା, ମେଡିକାଲ ପରିଦର୍ଶନରେ ଯାଉଛନ୍ତି। କର୍ତ୍ତବ୍ୟରେ ଅବହେଳା ଥିଲେ ତ୍ୱରିତ…

ବଳାତ୍କାର ଜେଲ ଗଲେ ଛାତ୍ର ନେତା

ବିଞ୍ଝାରପୁର,୧୬ା୧୦(ଡି.ଏନ.ଏ)- ବିଞ୍ଝାରପୁର ଥାନା ନରୁଆ ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବିଞ୍ଝାରପୁର ପୋଲିସ ଅଭିଯୁକ୍ତ ଛାତ୍ର ନେତା ଜିତେନ୍ଦ୍ର ପ୍ରଧାନଙ୍କୁ ସୋମବାର ରାତିରେ ପାଣିକୋଇଲି ବସ୍‌ଷ୍ଟାଣ୍ଡରୁ ଗିରଫ କରିଛି। ମଙ୍ଗଳବାର ତାଙ୍କର ଡାକ୍ତରୀମାଇନା କରିବା…

୭ ଘଣ୍ଟା ସ୍ଥାନରେ ୩ ଘଣ୍ଟା କାମ କରୁଛନ୍ତି ସଫେଇ କର୍ମଚାରୀ: ପାର୍ବଣରେ ଅଳିଆ ଅନୁଗୋଳ ସହର

ଅନୁଗୋଳ ଅଫିସ, ୧୬ା୧୦-ଅନୁଗୋଳ ସହର ସଫେଇ ଦାୟିତ୍ୱ ନେଇଥିବା ଠିକା ସଂସ୍ଥାର କର୍ମଚାରୀ ଠିକ୍‌ ଭାବେ କାର୍ଯ୍ୟ କରୁନାହାନ୍ତି। ଏ ନେଇ ଠିକା ସଂସ୍ଥା ପକ୍ଷରୁ ତଦାରଖ କରାଯାଉ ନାହିଁ କି ତାଗିଦ ମଧ୍ୟ ହେଉନାହିଁ। ତେଣୁ ମନମାନି କରୁଥିବା କର୍ମଚାରୀମାନେ…

ଜବାହରଚୌକ ପ୍ରତିଷ୍ଠାନ ପାଳିବ ପ୍ଲାଟିନମ୍‌ ଜୁବିଲି: ଛାମୁଣ୍ଡିଆରୁ କଂକ୍ରିଟ୍‌ ମଣ୍ଡପ

ଢେଙ୍କାନାଳ ଅଫିସ, ୧୬।୧୦-ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ୨ନଂ. ମେଢ଼ ଜବାହରଚୌକ ପୂଜା ପ୍ରତିଷ୍ଠାନ ୭୫ବର୍ଷ ପୂର୍ତ୍ତି ଅବସରରେ ଚଳିତବର୍ଷ ପ୍ଲାଟିନମ୍‌ ଜୁବିଲି ଉତ୍ସବ ପାଳନ କରୁଛି। ଏହାକୁ ଦେଇ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ଉଦ୍ଦୀପନା ଦେଖାଦେଇଛି। ୧୯୪୪ରେ…

୭ନମ୍ବର ୱାର୍ଡରେ ସରକାରୀ ଡ୍ରେନ ଅବରୋଧ: ଦୁର୍ଦ୍ଦଶା ଭୋଗୁଛନ୍ତି ଆମ୍ବେଦକର କଲୋନୀବାସୀ

ଯାଜପୁର ଅଫିସ,୧୬ା୧୦- ଦୀର୍ଘ ବର୍ଷ ହେଲା ବ୍ୟାସନଗର ସହରର ବିଭିନ୍ନ ସମସ୍ୟା ଅସମାହିତ ହୋଇରହିଛି। ବାର୍ଷିକ କୋଟିକୋଟି ଟଙ୍କା ବ୍ୟୟବରାଦ ହେଉଥିଲେ ସୁଦ୍ଧା ଆଜି ବି ସହରର ଡ୍ରେନେଜ ବ୍ୟବସ୍ଥା ସୁଧୁରି ପାରି ନାହିଁ। ବ୍ୟାସନନଗର ପୌରାଞ୍ଚଳର ୭ ନମ୍ବର ୱାର୍ଡ…

ଯାଜପୁର ଜିଲାରେ ଇ-ଡେସପାଚ:ତଥ୍ୟ ଲୁଚାଇବାକୁ ନୂଆ ଫନ୍ଦି,ନମ୍ବର ବଢୁଛି, ଦିଶୁନି ଚିଠିପତ୍ର

ଯାଜପୁର ଅଫିସ,୧୬ା୧୦- ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ ଭଳି ୫-ଟି ଆଇନକୁ ଗୁରୁତ୍ୱ ଦେଉଥିବାବେଳେ ଯାଜପୁର ଜିଲା ପ୍ରଶାସନ ତଥ୍ୟ ଲୁଚାଇବାକୁ ନୂଆ ଫନ୍ଦି ଆପଣାଇଛନ୍ତି। ଯାଜପୁର ଜିଲାରେ ଇ-ଡେସ୍‌ପାଚ ବ୍ୟବସ୍ଥା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?