ଆମ ଜିଲା ଖବର

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: କଟକରୁ ଯୁବତୀ ଗିରଫ

ବ୍ରହ୍ମପୁର ଅଫିସ,୧୬ା୧୦-କୋଟିଏରୁ ଊର୍ଦ୍ଧ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ପୋଲିସ କଟକରୁ ଜଣେ ଯୁବତୀଙ୍କୁ ମଙ୍ଗବଳାର ଗିରଫ କରିଛି। ଅଭିଯୁକ୍ତା ରମ୍ଭାର ମଧୁସ୍ମିତା ମହାପାତ୍ର(୨୨)। ବୈଦ୍ୟନାଥପୁର ଥାନା ପୋଲିସ ମଧୁସ୍ମିତାଙ୍କୁ ମଙ୍ଗଳବାର କୋର୍ଟ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି…

ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

ନୟାଗଡ଼ ଅଫିସ,୧୬।୧୦-ମହାନ ଜନନାୟକ, ମିଶାଇଲ ମ୍ୟାନ, ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଭାରତରତ୍ନ ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟ ଜନ୍ମତିଥିରେ ମଙ୍ଗଳବାର ତାଙ୍କର ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ା ନୟାଗଡ଼…

ସିବିଏସ୍‌ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ

ବ୍ରହ୍ମପୁର ଅଫିସ୍‌,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍‌ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍‌ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର ସ୍କେଟରମାନେ ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ୩ଟି ଲେଖାଏ ସ୍ବର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ହାସଲ…

ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ଧାରଣା

ନୟାଗଡ଼ ଅଫିସ,୧୬।୧୦-ନୟାଗଡ଼ ଜିଲାରେ କାର୍ଯ୍ୟରତ ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ମଙ୍ଗଳବାର ଖଣ୍ଡପଡ଼ା ରୋଡ଼ସ୍ଥିତ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ ଆଗରେ ବିଭିନ୍ନ ଦାବି ନେଇ ଧାରଣା ଦିଆଯାଇଥିଲା। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରମିକମାନେ ଧାରଣା ଦେଇଥିଲେ। ଯେ ପର୍ଯ୍ୟନ୍ତ…

‘ଆହାର’ କେନ୍ଦ୍ରରେ ଖାଇଲେ ଏମ୍‌ପି, ବିଧାୟକ: ଖାଦ୍ୟ ପ୍ରସ୍ତୁତିକୁ ପ୍ରଶଂସା, ଅବ୍ୟବସ୍ଥାକୁ ଗାଳି

ବ୍ରହ୍ମପୁର ଅଫିସ୍‌,୧୬|୧୦-ବ୍ରହ୍ମପୁର ନୂଆବସ୍‌ଷ୍ଟାଣ୍ଡରେ ଥିବା ‘ଆହାର’ କେନ୍ଦ୍ରକୁ ମଙ୍ଗଳବାର ପରିଦର୍ଶନରେ ଯାଇଥିଲେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକ ବିକ୍ରମ ପଣ୍ଡା। ପୂର୍ବାହ୍ନରେ କେନ୍ଦ୍ରରେ ପହଞ୍ଚିବା ପରେ ଖାଦ୍ୟ ଖାଉଥିବା ଲୋକମାନଙ୍କ ସହ ଆଲୋଚନା କରିଥିଲେ। ଖାଦ୍ୟର ମାନ ପରଖିବା ପାଇଁ…

ନାବାଳିକା ଉଦ୍ଧାର, ଅପହରଣକାରୀ କୋର୍ଟ ଚାଲାଣ

ଧର୍ମଶାଳା,୧୬ା୧୦(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ନାବାଳିକାଙ୍କୁ ସୋମବାର ରାତିରେ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣକାରୀ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ନୂଆଖୁଣ୍ଟା ଗ୍ରାମର ବୁଲୁ ଦଳେଇ। ୨୦୧୭ ଅକ୍ଟୋବର ୧୦ତାରିଖରେ ବୁଲୁ ଉକ୍ତ ନାବାଳିକାଙ୍କୁ…

ସରକାରୀ ଯୋଜନାରେ ମିଳୁନି ପକ୍କାଘର: ବ୍ଲକ କାର୍ଯ୍ୟାଳୟ ଘେରିଲେ ଲୋକେ

ସୁକିନ୍ଦା,୧୬ା୧୦(ଡି.ଏନ୍‌.ଏ)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା, ବାହାବଳପୁର, ବର୍ତ୍ତଣ୍ଡା ଗ୍ରାମ ସହ ୨୫ ପଞ୍ଚାୟତର ବହୁ ଲୋକ ସରକାରୀ ଯୋଜନାରେ ପକ୍କାଘର ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଘରଖଣ୍ଡେ ପାଇବା ପାଇଁ ବିଭିନ୍ନ କାର୍ଯ୍ୟାଳୟ ଦ୍ୱାରସ୍ଥ ହେଲେ ମଧ୍ୟ ଘର…

କର୍ମଚାରୀଙ୍କ ଅନଶନକୁ ନେଇ ତ୍ରିପାକ୍ଷିକ ବୈଠକ: ଦୁଇ ଦିନରେ ସମାଧାନ କରିବାକୁ ନିର୍ଦ୍ଦେଶ

କାଳିଆପାଣି,୧୬ା୧୦(ଡି.ଏନ୍‌.ଏ.)- ଅଟ୍‌ୱାଲ ଛଟେଇ ଶ୍ରମିକଙ୍କ ଅନଶନକୁ ନେଇ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ତ୍ରିପାକ୍ଷିକ ସମାଧାନ ବୈଠକ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗନଗର ଉପଜିଲାପାଳ ସନ୍ତୋଷ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଟାଟା କମ୍ପାନୀ ଭିଟି ସେଣ୍ଟର ଗୃହରେ ବୈଠକ ହୋଇଥିଲା। ଏଥିରେ ୧୪/୧୫…

୯ମାସ ହେବ ଶ୍ରମିକଙ୍କ ଦରମା ବନ୍ଦ: ଆଜିଠାରୁ କାରଖାନା ସମ୍ମୁଖରେ ଶନ୍ତିପୂର୍ଣ୍ଣ ଧାରଣା

କଳିଙ୍ଗନଗର,୧୬ା୧୦(ଡି.ଏନ.ଏ.)- କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍‌କୋ କାରଖାନାରେ ଶ୍ରମିକମାନେ ୯ ମାସ ହେବ ଦରମା ପାଇ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗତ ଅଗଷ୍ଟ ୨୦ ତାରିଖରେ କଳିଙ୍ଗନଗର ମଜଦୁର ୟୁନିୟନ ପକ୍ଷରୁ ଚିଠି (ନଂ. ୫୦/୧୯)ରେ କାରଖାନା କର୍ତ୍ତୃପକ୍ଷଙ୍କୁ…

ପାରିବାରିକ କଳହର କରୁଣ ପରିଣତି: କାଠ ଫାଳିଆ ମାଡ଼ରେ ଶିଶୁ କନ୍ୟା ଜୀବନ ଗଲା

ଆନନ୍ଦପୁର,୧୬। ୧୦(ସ୍ବ.ପ୍ର.)-ପାରିବାରିକ କଳହବେଳେ ୫ମାସର ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏହି ଶିଶୁକନ୍ୟାକୁ କୋଳରେ ଧରି ତାଙ୍କ ମା’, ଝଗଡ଼ା କରୁଥିବା ତାଙ୍କ ସ୍ବାମୀଙ୍କୁ ବୁଝାଶୁଝା ଉଦ୍ୟମ କରିଥିଲେ। ଏଥିରେ ସ୍ବାମୀ ଉତ୍ତେଜିତ ହୋଇ ସ୍ତ୍ରୀଙ୍କୁ ଏକ କାଠଫାଳିଆରେ ପିଟିବାବେଳେ ଏହା ଶିଶୁକନ୍ୟା…

‘କଳା ଓ ସଙ୍ଗୀତ ଦ୍ୱାରା ପରିବର୍ତ୍ତନ ସମ୍ଭବ’

ବନ୍ତ,୧୬।୧୦(ସ୍ବ.ପ୍ର.)- କଳା ଓ ସଙ୍ଗୀତର ଯାଦୁକରୀ ପ୍ରଭାବ ରହିଛି। ଏହା ମାଧ୍ୟମରେ ସାମାଜିକ ପରିବର୍ତ୍ତନ ଆଣିବା ସମ୍ଭବ। ଏଥିଲାଗି ଗ୍ରାମାଞ୍ଚଳର କଳା ଓ ସଂସ୍କୃତିକୁ ଉଜ୍ଜୀବିତ ରଖିବା ଓ ଏହାର ପ୍ରଚାର ପ୍ରସାର ଲାଗି ସେ ଛାତ୍ରୀଛାତ୍ରଙ୍କୁ ସଙ୍ଗୀତ ଶିକ୍ଷା ଦେଉଛନ୍ତି…

ନିଯୁକ୍ତି ଦାବିରେ ଜେଏସ୍‌ଡବ୍ଲ୍ୟୁ ଆଗରେ ସତ୍ୟାଗ୍ରହ

ପାରାଦୀପ,୧୬।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବିଓଟି (ବିଲ୍ଡ ଅପରେଟ୍‌ ଟ୍ରାନ୍ସପୋର୍ଟ) ବର୍ଥ କାମ ପାଇଥିବା ଜେଏସ୍‌ଡବ୍ଲ୍ୟୁ ପାରାଦୀପ ଟର୍ମିନାଲ ପ୍ରାଇଭେଟ୍‌ ଲିମିଟେଡ୍‌ ଅଫିସ ଆଗରେ ମଙ୍ଗଳବାର ସୋବୁ (ଷ୍ଟୁଡେଣ୍ଟ ଅର୍ଗାନାଇଜେଶନ ଅଫ୍‌ ବିଜୁ ପଟ୍ଟନାୟକ ୟୁନିଭର୍ସିଟି) ପକ୍ଷରୁ ଦିନିକିଆ ସତ୍ୟାଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?