ଆମ ଜିଲା ଖବର

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି । ସେମାନେ ବୁଲା ବିକାଳୀ ସମେତ ବିଭିନ୍ନ କାର୍ଯ୍ୟକୁ ଲୋକ ଦେଖାଣିଆ କରିବା ସହ…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ଏଏସଆଇ ସୁଧୀର କୁମାର ନାୟକ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ ହୋଇଯାଇଛି। ଏଥିରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ । ସୂଚନା…

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ, ଏସପି ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ଥିଲେ। ଜିଲା ପରିଷଦ ମୁଖ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ ୧୯୧ କେଜି ଗଞ୍ଜେଇ ଜବତ କରିଛି। ହେଲେ ଟ୍ରକ୍‌ ଛାଡ଼ି ଡ୍ରାଇଭର ଏବଂ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣଙ୍କ ହେଲେ ବାହାଦୂର ପଦର ଗ୍ରାମର ନେପାଳ ପୋଢ଼ (୨୪)। ନେପାଳ…

‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍‌ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ହେଲେ ଡବଲ ଇଞ୍ଜିନ ସରକାର ପୁଞ୍ଜିପତିଙ୍କୁ ଅନୁକମ୍ପା…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି ଆହତ ହୋଇଥିବା ଜଣାପଡିଛି। ଆହତ ଶିଶୁ ହେଲେ ଅଜୟ କୁମାର ସାହୁଙ୍କ ପୁଅ…

ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ

ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ ଗିରଫ କରିଛି। ସେମାନେ ହେଲେ କଟକ-ପୁରୀ ବାଇପାସ୍‌ ରୋଡରେ ଖୋଲିଥିବା ୨ଜଣ ରେଷ୍ଟୁରାଣ୍ଟ…

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ଜିଲାପାଳଙ୍କ କାର୍ଯଯାଳୟର ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?