ଆମ ଜିଲା ଖବର

ଦିଲୀପ ସ୍ବାଇଁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ ଅଭିଯୁକ୍ତଙ୍କ ସହ ଥାନାଧିକାରୀଙ୍କ ସେଲ୍‌ଫି

ପୁରୀ ଅଫିସ,୧୫ା୧୦: ଏକ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ସହ ରାମଚଣ୍ଡୀ ଥାନା ଅଧିକାରୀ ବୁଲୁ ମୁଣ୍ଡା ପୋଲିସ ଭ୍ୟାନରେ ଭିତରେ ନେଇଥିବା ସେଲଫି ସୋମବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣାକୁ ପୁରୀ ଏସ୍‌ପି ଉମାଶଙ୍କର ଦାଶ ଗୁରୁତର ସହିତ…

କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ/ଭୁବନେଶ୍ୱର, (ବ୍ୟୁରୋ)୧୫ା୧୦: ସୋମବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ହବିଷିଆଳିମାନେ ଆରମ୍ଭ କରିଛନ୍ତି କାର୍ତ୍ତିକ ବ୍ରତ। ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତବର୍ଷ ୩ହଜାର ହବିଷିଆଳିଙ୍କ ପାଇଁ ଶ୍ରୀକ୍ଷେତ୍ରରେ ୩ଟି ଆଶ୍ରୟସ୍ଥଳୀ କରାଯାଇଛି। ଏଠାରେ ସେମାନଙ୍କ ଲାଗି ରହିବା, ମହାପ୍ରସାଦ…

ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ ମଧ୍ୟ ଏହି ଅଞ୍ଚଳ ଦେଖିବାକୁ ଯାଉଛି ଏକ ଉପନିର୍ବାଚନ। ନିର୍ବାଚନ ରଣାଙ୍ଗନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଭାବେ…

ପହିଲି କାର୍ତ୍ତିକ ଅବସରରେ ଚନ୍ଦ୍ରଭାଗାରେ ହବିଷିଆଳିଙ୍କ ଭିଡ଼

କୋଣାର୍କ, ୧୫ା୧୦(ଡି.ଏନ୍‌.ଏ.): ଚନ୍ଦ୍ରଭାଗାଠାରେ ପହିଲି କାର୍ତ୍ତିକ ଅବସରରେ ହବିଷିଆଳିଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ପବିତ୍ର କାର୍ତ୍ତିକମାସ ଅବସରରେ ମାସ ବ୍ୟାପି ବ୍ରତ ପାଳନ ଓ ସୂର୍ଯ୍ୟନାରାୟଣଙ୍କ ପୂଜାର୍ଚ୍ଚନା କରିବା ପାଇଁ ଚନ୍ଦ୍ରଭାଗାସ୍ଥିତ ଦରିଆ ମହାବୀର ମନ୍ଦିର ଓ ଛୋଟାରାମ ମଠରେ ପ୍ରାୟ…

ଶ୍ରୀକ୍ଷେତ୍ରରେ ୬ହଜାର ହବିଷିଆଳିଙ୍କ ସମାଗମ

ପୁରୀ ଅଫିସ, ୧୫ା୧୦: ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ଏହି ପୂଣ୍ୟ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ପୁରୀରେ ରହି କାର୍ତ୍ତିକ ବ୍ରତ ପାଳିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସି ହବିଷିଆଳିମାନେ ପହଞ୍ଚତ୍ଛନ୍ତି। ଏଠାରେ ୬ହଜାରରୁ…

ଯୁବ ପ୍ରତିଭାଙ୍କୁ ପ୍ରୋତ୍ସାହନ ଲୋଡ଼ା

ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର। ଏକଥା କହିଛନ୍ତି କେନ୍ଦୁଝର ଜିଲା ବଡବିଲର ସୁନାପୁଅ ସଚିନ। ଗତ ୭ ଓ ୮…

୭୦ ବର୍ଷରେ ମତୋ ଗଜଲକ୍ଷ୍ମୀ ପୂଜା

ଚାନ୍ଦବାଲି, ୧୫।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି। ପୂଜା ପାଇଁ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ରଙ୍ଗିନ ଆଲୋକମାଳାରେ ପରିବେଶ ଝଲସୁଛି। ସୁନ୍ଦର ସାଜସଜ୍ଜା ସାଙ୍ଗକୁ ଲାଇଟ୍‌ ଓ…

ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା , ଶିକ୍ଷକ ଗିରଫ

କପ୍ତିପଦା,୧୫ା୧୦(ଡି.ଏନ୍‌.ଏ.)- ବିବାହର ପ୍ରତିଶ୍ରୁତି ଦେଇ ଜନୈକା ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଶରତ ଥାନା ପୋଲିସ ସୋମବାର ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ଗିରଫ ଶିକ୍ଷକ ହେଲେ କପ୍ତିପଦା ବ୍ଲକ ଦୋଳିପଡ଼ା ୟୁଜି ହାଇସ୍କୁଲ୍‌ର ଶିକ୍ଷକ ସୁରେଶ ଚନ୍ଦ୍ର…

ଆଦିବାସୀଙ୍କ ସମସ୍ୟା ନେଇ ଦାବିପତ୍ର

ଉଦଳା,୧୫ା୧୦(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ କପ୍ତିପଦା ଉପଖଣ୍ଡରେ ଥିବା ଆଦିବାସୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା କପ୍ତିପଦା ଉପଖଣ୍ଡ କମିଟି ପକ୍ଷରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କୁ ଏହି ଦାବିପତ୍ର ପ୍ରଦାନ…

ମିଶନ୍‌ ‘ବିୟୁଟି ସିଟି’ ତ୍ୱରାନ୍ବିତ: ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ

ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ମିଶନ୍‌ ‘ବିୟୁଟି ସିଟି’ ପାଇଁ ଉଚ୍ଛେଦ ପ୍ରକ୍ରିୟାକୁ ଚଳିତବର୍ଷ ଦୁର୍ଗାପୂଜା ପାଇଁ ବନ୍ଦ କରାଯାଇଥିଲା। ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁସାରେ ସୋମବାର ପୂର୍ବାହ୍ନରେ ତେଲେଙ୍ଗାସାହି-ଶୋଭାରାମପୁର ରାସ୍ତାରେ ଥିବା ଜବରଦଖଲକୁ ଉଚ୍ଛେଦ…

ଥଇଥାନ ବାଟ ପାଉନି ପ୍ରଶାସନ

ଔପଦା,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବଜାରରେ ସିଲ୍‌ ହୋଇ ରହିଥିବା ୨୩ଟି ଦୋକାନ ଗୃହ ଖୋଲିବାକୁ ପ୍ରଶାସନ ତରଫରୁ କୌଣସି ତତ୍ପରତା ପ୍ରକାଶ ପାଉ ନାହିଁ ା ଦୀର୍ଘ ୪ ବର୍ଷ ଧରି ଏହି ସମସ୍ୟା ସମାଧାନର ବାଟ ଫିଟୁ ନାହିଁ। ଫଳରେ…

ଅଧିକାରୀଙ୍କ ଅନୁପସ୍ଥିତି ନେଇ ଏନ୍‌ଏସି କାର୍ଯ୍ୟାଳୟରେ ତାଲା

ବାଲିଗୁଡ଼ା,୧୫ା୧୦(ଡି.ଏନ୍‌.ଏ.)-ବାଲିଗୁଡ଼ା ଏନ୍‌ଏସିରେ କର୍ମଚାରୀଙ୍କ ଅନୁପସ୍ଥିତି ନେଇ ସୋମବାର କାଉନ୍‌ସିଲରମାନେ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି। ବିଭିନ୍ନ କାର୍ଯ୍ୟନେଇ ଲୋକମାନେ ଏନ୍‌ଏସିକୁ ଆସୁଥିଲେ। କିନ୍ତୁ ସେଠାରେ ନିୟମିତ କାର୍ଯ୍ୟନିର୍ବାହୀ ଅଧିକାରୀ ଜୟଦେବ ଷଡ଼ଙ୍ଗୀଙ୍କ ସମେତ ଅନ୍ୟ କର୍ମଚାରୀମାନେ କାର୍ଯ୍ୟାଳୟରେ ରହୁନଥିବାରୁ ଲୋକଙ୍କ କାର୍ଯ୍ୟରେ ଅସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?