ଆମ ଜିଲା ଖବର

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି। ମନ୍ଦିରର…

ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ

ମାଲକାନଗିରି, ୨୨।୮ (ଡି.ଏନ୍‌.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଜ୍ଞା ନଳିନୀ ମିଶ୍ର ଅଭିଯୁକ୍ତ ପର୍ଶୁରାମ ପଡିଆମୀଙ୍କୁ ଆଜୀବନ କାରାଦଣ୍ଡ…

ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କଲେ ଚାଷୀ

ଜୟପୁର,୨୨ା୮(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବ୍ଲକ କଙ୍ଗା ଓ ଜାମୁଣ୍ଡା ପଞ୍ଚାୟତର ଚାଷୀଙ୍କ ଖରିଫ ଧାନ ଅମଳ ପରେ ମଣ୍ଡିରେ ଏହାକୁ ସ୍ବୟଂ ସହାୟକ ଗୋଷ୍ଠୀ କିଣିବେ। ଜିଲା ପ୍ରଶାସନ ନେଇଥିବା ଏଭଳି ନିଷ୍ପତ୍ତିକୁ ଏବେ ବିରୋଧ ଆରମ୍ଭ ହୋଇଛି। ଉଭୟ ପଞ୍ଚାୟତର କେତେକ…

ସାବିତ୍ରୀଙ୍କ ପ୍ରଶ୍ନ: ୭୫ ହେଲାଣି, କୋଉ ବୟସରେ ମିଳିବ ଆବାସ

କୁନ୍ଦୁରା,୨୨ା୮(ଡି.ଏନ୍‌.ଏ.): ବୟସ ପ୍ରାୟ ୭୫ ପାଖାପାଖି । ଚାଲିବାକୁ ଅସମର୍ଥ ହୋଇପଡିଥିବା ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରି ନ ଯାଇ ଧଇଁସଇଁ ହୋଇ ବଞ୍ଚତ୍ଛନ୍ତି, ଚାଲିଛନ୍ତି ସାବିତ୍ରୀ। କୋରାପୁଟ ଜିଲା କୁନ୍ଦୁରା ବ୍ଲକ ନବଗଠିତ ପଖନାଗୁଡା ସଦର ମହକୁମାର ସାବିତ୍ରୀ ବିଷୋୟୀ। ଭଙ୍ଗାରୁଜା…

ହାଇୱା – ଟ୍ରକ ମୁହାଁମୁହିଁ ଧକ୍କା: ୩ ଗୁରୁତର

କୁତ୍ରା, ୨୨।୮ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୁତ୍ରା ଦେଇ ଯାଇଥିବା ୧୦ନଂ. ରାଜ୍ୟ ରାଜପଥର କୁତ୍ରା ଥାନା ପାଖରେ ଗୁରୁବାର ଦୁର୍ଘଟଣା ଘଟିଛି। ଭୁଲ ପାର୍ଶ୍ୱରେ ଆସୁଥିବା ଏକ ହାଇୱା ନଂ. ଓଡି ୧୪ ସି- ୬୯୯୧ ସହ ଏକ ଟ୍ରକ…

ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ

କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା ରାସ୍ତା ମରଣଯନ୍ତା ପାଲଟି ଥିଲେ ମଧ୍ୟ ବିଭାଗ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯାଉ…

ଜନନୀ ଯନ୍ତ୍ରଣା : ଷ୍ଟ୍ରେଚରରେ ୧୨ କି.ମି. ବୁହା ହେଲେ ଗର୍ଭବତୀ

ଭବାନୀପାଟଣା,୨୨।୮(ସ୍ବ.ପ୍ର.): ରାସ୍ତା ଓ ପୋଲ ନ ଥିବାରୁ ଜଙ୍ଗଲ ରାସ୍ତା ଦେଇ ନାଳ ପାର କରି ଜଣେ ଗର୍ଭବତୀଙ୍କୁ ୧୨ କି.ମି. ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ନିଆଯାଇଥିଲା। କଳାହାଣ୍ଡି ଜିଲାର ଦୁର୍ଗମ ତଥା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ…

ଭତ୍ତା ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ୬ ଅଭିଯୁକ୍ତ ଗିରଫ, ଜଣେ ଫେରାର

ମନମୁଣ୍ଡା, ୨୨।୮ (ଡି.ଏନ.ଏ): ବୌଦ୍ଧ ଜିଲା ଲମ୍ବସରି ଗ୍ରାମପଞ୍ଚାୟତ ଭତ୍ତା ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତର ପୂର୍ବତନ…

ଛାତ୍ରୀଛାତ୍ର କଲେଜ ନଆସିଲେ ଅଭିଭାବକଙ୍କୁ ଜଣାଯିବ

ଭଞ୍ଜନଗର,୨୨।୮(ଡି.ଏନ.ଏ)- ଉଚ୍ଚଶିକ୍ଷାରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସରକାର କେତେକ ନୂତନ ପଦକ୍ଷେପ ନେଇଛନ୍ତି। ଚଳିତ ଶିକ୍ଷା ବର୍ଷଠାରୁ କଲେଜରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନ ପାଇଁ ବାଧ୍ୟ କରାଯାଇଛି। ଯଦି ତାଠାରୁ ଉପସ୍ଥାନ କମେ ତେବେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା…

୭ ଦିନ ପରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ କୈଠଡ଼ା ଗ୍ରାମର ଜୟ ଦଳେଇଙ୍କ ଗତ ଶୁକ୍ରବାର ଦୁବାଇରେ ମୃତ୍ୟୁ ହୋଇଥିବା ସେ କାମ କରୁଥିବା କମ୍ପାନୀ କର୍ତ୍ତୃପକ୍ଷ ଫୋନ କରି ଜଣାଇଥିଲେ। ଜିଲା ପ୍ରଶାସନର ଉଦ୍ୟମ ଫଳରେ ୭ଦିନ ପରେ ଗୁରୁବାର ଜୟଙ୍କ ମୃତଦେହ ଗ୍ରାମରେ…

ଅତିରିକ୍ତ ତହସିଲଦାର ପରିଚୟ ଦେଇ ଜରିମାନା ଆଦାୟ ଅଭିଯୋଗ: ଖବରଦାତାଙ୍କ ବିରୋଧରେ ଏତଲା ଦେଲେ ତହସିଲଦାର

ଚନ୍ଦ୍ରଗିରି,୨୨ା୮(ଡି.ଏନ.ଏ.)- ଅତିରିକ୍ତ ତହସିଲଦାର ପରିଚୟ ଦେଇ ବାଲି ଟ୍ରାକ୍ଟର ମାଲିକଙ୍କ ଠାରୁ ଜରିମାନା ଆଦାୟ ଯୋଜନା କରିବା ଜଣେ ଦୈନିକ ଖବରକାଗଜର ଏଜେଣ୍ଟ/ଖବରଦାତାଙ୍କ ପାଇଁ ମହଙ୍ଗା ପଡିଛି। ସମ୍ପୃକ୍ତ ଖବରଦାତାଙ୍କ ବିରୋଧରେ ମୋହନା ଥାନାରେ ଲିଖିତ ଏତଲା ଦେଇଛନ୍ତି ତହସିଲଦାର କଲ୍ୟାଣୀ…

ଡିଜେଲ ସରିଯିବାରୁ କାମ କଲାନି ଏସି: ୨ ଘଣ୍ଟା ଅଟକିଲା ଟ୍ରେନ

ବାଲେଶ୍ୱର ଅଫିସ, ୨୨।୮-ବାଲେଶ୍ୱର ରେଳଷ୍ଟେଶନର ୨ ନମ୍ବର ପ୍ଲାଟଫର୍ମରେ ଯଶୋବନ୍ତପୁର-କାମାକ୍ଷା ଏକ୍ସପ୍ରେସ୍‌ ଟ୍ରେନ୍‌ (ନଂ. ୧୨୫୫୨) ରୁ ଡିଜେଲ ସରିଯିବାରୁ ସମସ୍ତ ଏସି କାମ କରି ନ ଥିଲା। ଫଳରେ ଟ୍ରେନ ଷ୍ଟେଶନରେ ୨ଘଣ୍ଟା ଅଟକ ରହିଥିଲା। ଏସି ସଜଡ଼ାଯିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri