ଆମ ଜିଲା ଖବର

ଫେକ୍‌ ଆଇଡି କରି ହିନ୍ଦୁ ଯୁବତୀଙ୍କୁ ସଂଖ୍ୟାଲଘୁ ଯୁବକ ଫସାଉଥିବା ଅଭିଯୋଗ: ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ଏସ୍‌ପିଙ୍କୁ ଦାବିପତ୍ର

କୋରେଇ,୧୫।୧୦(ସ୍ବ.ପ୍ର)- ଯାଜପୁର ଜିଲାର ବିଭିନ୍ନସ୍ଥାନ ବିଶେଷ କରି ବରୀ ଅଞ୍ଚଳରେ ସଂଖ୍ୟାଲଘୁ ସମ୍ପ୍ରଦାୟର କେତେଜଣ ଯୁବକ ଫେସ୍‌ବୁକ୍‌ରେ ହିନ୍ଦୁ ଯୁବକ ନାମରେ ଫେକ୍‌ ଆଇଡି ଖୋଲି ହିନ୍ଦୁ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ସ୍ଥାପନ କରୁଥିବା ଓ ପରେ ସେମାନଙ୍କୁ ଅପହରଣ…

ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟକୁ ନେଇ ଅନିଶ୍ଚିତତା

ବଲାଙ୍ଗୀର ଅଫିସ, ୧୫ା୧୦ କେବିକେ ଅଞ୍ଚଳରେ ପ୍ରସ୍ତାବିତ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ ସମ୍ପ୍ରତି ଶୀତଳ ଭଣ୍ଡାରରେ ରହିଛି ା ଏ ନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମଗାଯିବା ପରେ ସରକାର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ…

ପ୍ରତିଶ୍ରୁତିରେ ସୀମିତ ସରକାରୀ ଯୋଜନା: ରାଶନ କାର୍ଡରୁ ବଞ୍ଚତ୍ତ ଦିନମଜୁରିଆ କୃଷ୍ଣ

ବେଲପାହାଡ଼,୧୫।୧୦(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ପାୈର ପରିଷଦରେ ବହୁ ବ୍ୟବସାୟୀ ଓ ସ୍ବଚ୍ଛଳବର୍ଗ ପରିବାର ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ତାଲିକାଭୁକ୍ତ ହୋଇ ରିହାତି ମୂଲ୍ୟରେ ଚାଉଳ ପାଉଥିବା ବାରମ୍ବାର ଅଭିଯୋଗ ହେଉଛି। ଅଭିଯୋଗ ଉପରେ କିଛିଟା କାର୍ଯ୍ୟାନୁଷ୍ଠାନ ହୋଇଛି। ହେଲେ…

ସମାଜ ଲାଗି ଉଦାହରନ୍‌ ପାଲଟିଛନ୍‌ ଅଜିତ

ଭବାନୀପାଟଣା,୧୫।୧୦(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଶିବ ମନ୍ଦିର ପଡ଼ାର ଅଜିତ କଟ୍ଟା। ସେ ନିହାତି ଗରିବ୍‌, ପେସାରେ ଝନେ ସାଇକେଲ ମେକାନିକ୍‌। ହେଲେ ହୁରୁଦ୍‌ ତାକର ବିଶାଲ୍‌। ସେ ଅନେକ ଗରିବ୍‌ଦୁଖିକୁ ସାହାଯ୍‌ କରି ନିଜେ ମାନ୍‌ସିକ ଶିଅଁାତି ପାଏବାର…

ଅଜନା ରୋଗ୍‌ରେ ଖଟେ ପଡ଼ିଛନ୍‌ ପଙ୍କଜ

ଲୋଇସିଂହା, ୧୫।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଝରଣୀପାଲି ଗଁାର ପଙ୍କଜ ମାଝି(୩୦)। ଭେଁଡ଼ା ବଏସେ ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ ପରଭାରେ ଖଟେ ପଡ଼ିରହିଛନ୍‌। ହେଲେ ଅଭାବ ଅନାଟନ ଲାଗି ଉଚ ଚିକିଛା କରେଇ ନାଇଁ ପାରବାର। ଇଆଡ଼େ…

ନୀଳମାଧବ ମନ୍ଦିରରେ ହବିଷିଆଳିଙ୍କ ଭିଡ଼

ଖଣ୍ଡପଡ଼ା,୧୫।୧୦(ସ୍ବ.ପ୍ର.)-ସୋମବାରଠାରୁ ନୟାଗଡ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ଦେବଦେବୀ ମନ୍ଦିର ସମେତ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିରରେ କାର୍ତ୍ତିକ ବ୍ରତ ନୀତି ଆରମ୍ଭ ହୋଇଛି । ଏଥିପାଇଁ ପ୍ରତ୍ୟହ ସକାଳୁ ଶ୍ରୀ ଜୀଉଙ୍କ ମନ୍ଦିରରେ ଶ୍ରଦ୍ଧାଳୁ…

ଚଞ୍ଚକତା କରି ବ୍ୟାଙ୍କ ଜମା ଖାତାରୁ ଟଙ୍କା ଲୁଟ୍‌

ବାଲୁଗାଁ,୧୫।୧୦(ଡି.ଏନ.ଏ.)-ଏକ ଆନ୍ତଃରାଜ୍ୟ ବ୍ୟାଙ୍କ ଠକେଇ ଦଳ ଚଞ୍ଚକତା ପୂର୍ବକ ଫୋନ୍‌ କରି ଜଣେ ଜମାକାରୀଙ୍କଠାରୁ ସମସ୍ତ ତଥ୍ୟ ହାସଲ କରିବା ପରେ ତାଙ୍କ ବ୍ୟାଙ୍କ ଖାତାରୁ ଜମା ଟଙ୍କା ଲୁଟି ନେଇଛନ୍ତି। ବାଲୁଗାଁ ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଲୁଟ୍‌ର…

ଜନ ଶୁଣାଣିରେ ୧୯୧ ଅଭିଯୋଗ

ପରଜଙ୍ଗ,୧୪।୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ୍‌ ୧୯୧ ଅଭିଯୋଗ ଗ୍ରହଣ ହୋଇଥିଲା। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ନିଜେ କିଛି ଅଭିଯୋଗର ସମାଧାନ କରିଥିବାବେଳେ…

ଲକ୍ଷ୍ମୀପୂଜା ପାଇଁ ଗାଁ ଚଳଚଞ୍ଚଳ

ବଇଣ୍ଡା,୧୪।୧୦(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ବସ୍‌ଷ୍ଟାଣ୍ଡ, କଦଳୀମୁଣ୍ଡା, ବୈଷ୍ଣବ ସାହି, ଧୁଣ୍ଡି, ଆନନ୍ଦମୁଣ୍ଡା, ହଣ୍ଡପା, ଲୁହାମୁଣ୍ଡା, ଇଚ୍ଛାପୁର, ସରଗୀପାଲି, ଖଣ୍ଡହତା, ଘୋଷ, ସଞ୍ଜାମୁରା, ତୁରୁଡ଼ା, ଆଠମଲ୍ଲିକ ବ୍ଲକ ଠାକୁରଗଡ଼, ସିମିଳିଆ ଆଦି ଗ୍ରାମ ଗୁଡ଼ିକରେ ଲକ୍ଷ୍ମୀପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ…

୩ ବଖରା ଗଳିଗଲା

ଖଲ୍ଲିକୋଟ,୧୪ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ମାଣିକ୍ୟପୁର ପଞ୍ଚାୟତ ମାଟିଆ ସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଭସ୍ମୀଭୂତ ହୋଇଯାଇଛି । ଗ୍ରାମର ବାଉରୀ ପ୍ରଧାନ, ଜଗନ୍ନାଥ ପ୍ରଧାନ ଓ ସଙ୍କୁଳି ପ୍ରଧାନଙ୍କ ଘର ଜଳିଯାଇଛି। ନିଆଁ କିଭଳି…

ବିସ୍ଫୋରଣରେ ନାବାଳକ ଗୁରୁତର

ଆସିକା,୧୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥର ଗ୍ରାମରେ ସୋମବାର ସକାଳେ ବିସ୍ଫୋରଣରେ ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପାଣ୍ଡିଆପଥରର ସେଖ ମକାଙ୍କ ପୁଅ ସଫିର (୧୩) ତାଙ୍କ ବାମ ହାତରେ ବିସ୍ଫୋରକ ଫୁଟିଥିବାରୁ ଚିକିତ୍ସା…

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଖଣ୍ଡା ଚୋଟରେ ଯୁବକ ମୃତ, ଜଣେ ଅଟକ

କବିସୂର୍ଯ୍ୟନଗର,୧୪ା୧୦-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କନିଆରୀ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ରକରି ସାଙ୍ଗଙ୍କ ଖଣ୍ଡା ଚୋଟରେ ଜଣେ ଯୁବକଙ୍କ ମତ୍ୟୁ ଘଟିଛି। ମୃତକ ହେଲେ କାର୍ତ୍ତିକ ପ୍ରଧାନ। ଏ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?