ଆମ ଜିଲା ଖବର

୩ ବଖରା ଗଳିଗଲା

ଖଲ୍ଲିକୋଟ,୧୪ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ମାଣିକ୍ୟପୁର ପଞ୍ଚାୟତ ମାଟିଆ ସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଭସ୍ମୀଭୂତ ହୋଇଯାଇଛି । ଗ୍ରାମର ବାଉରୀ ପ୍ରଧାନ, ଜଗନ୍ନାଥ ପ୍ରଧାନ ଓ ସଙ୍କୁଳି ପ୍ରଧାନଙ୍କ ଘର ଜଳିଯାଇଛି। ନିଆଁ କିଭଳି…

ବିସ୍ଫୋରଣରେ ନାବାଳକ ଗୁରୁତର

ଆସିକା,୧୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥର ଗ୍ରାମରେ ସୋମବାର ସକାଳେ ବିସ୍ଫୋରଣରେ ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପାଣ୍ଡିଆପଥରର ସେଖ ମକାଙ୍କ ପୁଅ ସଫିର (୧୩) ତାଙ୍କ ବାମ ହାତରେ ବିସ୍ଫୋରକ ଫୁଟିଥିବାରୁ ଚିକିତ୍ସା…

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଖଣ୍ଡା ଚୋଟରେ ଯୁବକ ମୃତ, ଜଣେ ଅଟକ

କବିସୂର୍ଯ୍ୟନଗର,୧୪ା୧୦-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କନିଆରୀ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ରକରି ସାଙ୍ଗଙ୍କ ଖଣ୍ଡା ଚୋଟରେ ଜଣେ ଯୁବକଙ୍କ ମତ୍ୟୁ ଘଟିଛି। ମୃତକ ହେଲେ କାର୍ତ୍ତିକ ପ୍ରଧାନ। ଏ ନେଇ ସୋମବାର…

ବଳାତ୍କାର ଅଭିଯୋଗରେ ୨ ଅଟକ

ଆନନ୍ଦପୁର/ଘସିପୁରା, ୧୪। ୧୦(ସ୍ବ.ପ୍ର./ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଇ ଜଣ ବଳାତ୍କାର କରିଥିବାନେଇ ପିଡୀତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ଘସିପୁରା ପୋଲିସ ଏନେଇ ଏକ ମାମଲା (ନଂ ୧୯୨/୧୯) ରୁଜୁ କରି ଘଟଣାର ତଦନ୍ତ କରିବା…

ଫସଲ ଉଜାଡି, ଘର ଭାଙ୍ଗିଲେ ହାତୀ

ଝୁମ୍ପୁରା ୧୪।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ଫରେଷ୍ଟ ସେକସନର ଗ୍ରାମାଞ୍ଚଳରେ ରବିବାର ବିଳମ୍ବିତ ରାତିରେ ପୁଣି ହାତୀପଲ ପଶି ଆସିଛନ୍ତି। ହାତୀପଲ ୨ଟି ଦଳରେ ବିଭକ୍ତ ହୋଇଥିବାବେଳେ, ବନ ବିଭାଗର ସୂଚନା ଅନୁଯାୟୀ ଗୋଟିଏ ଦଳରେ ୨୩ ହାତୀ…

ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ମାରିସା ସେନାର ଧାରଣା

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା ସେନା) ପକ୍ଷରୁ ସୋମବାର ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେନାର ଜିଲା ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଲକ୍ଷ୍ମୀପ୍ରିୟା ପ୍ରଧାନଙ୍କୁ ୬…

ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା ସହ ଜଳକୈନ୍ଦ୍ରିକ ସମସ୍ୟାର ସମାଧାନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ଆବାହକ…

ଦୁର୍ଘଟଣାରେ ଦୁଇ ଛାତ୍ର୍ରଙ୍କ ପ୍ରାଣ ଗଲା

ରେମୁଣା,୧୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ନିକଟ ମେଗା ଫୁଏଲ ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଅପରାହ୍ନ ପ୍ରାୟ ୨ଟା ୪୫ମିନିଟ୍‌ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ ଇଞ୍ଚୁଡି…

ଓକିଲଙ୍କ ଆନ୍ଦୋଳନ ସ୍ଥଗିତ: ମଙ୍ଗଳବାର ଖୋଲିବ ସରକାରୀ କାର୍ଯ୍ୟାଳୟ

ବରଗଡ଼ ଅଫିସ,୧୪।୧୦: ପଶ୍ଚିମ ଓଡ଼ିଶାର ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବରଗଡ଼ ଜିଲା ଓକିଲ ସଂଘ ଚଳାଇଥିବା ଅର୍ଥନୈତିକ ଅବରୋଧ ଏବଂ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ସାମୟିକଭାବେ ସ୍ଥଗିତ ରଖାଯାଇଛି। ସୋମବାର ଏ ନେଇ ସଂଘ କାର୍ଯ୍ୟାଳୟରେ ସଭାପତି…

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ ଧର୍ମଶାଳା/ଜେନାପୁର,୧୩।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ତଳଗଡ ଗ୍ରାମ ବଳରାମପୁର ହାଇସ୍କୁଲ ନିକଟରେ ରବିବାର ଟିପ୍ପର ଧକ୍କାରେ ଜଣେ ବୃକ୍ତିଙ୍କ ମୃତ୍ୟୁ…

ପୂର୍ବ ଶତ୍ରୁତା: ଡଙ୍ଗା, ଜାଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗଞ୍ଜାମ, ୧୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟାସ୍ଥିତ ସମୁଦ୍ର କୂଳରେ ଥିବା ଡଙ୍ଗା ଓ ଜାଲରେ କେହି ଦୁର୍ବୃତ୍ତ ରବିବାର ରାତିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବନ୍ଧ ଗ୍ରାମର ଗଦାଧର ବେହେରାଙ୍କ ଜାଲ ଓ ଡଙ୍ଗା ଏବଂ ରାଜନ ବେହେରାଙ୍କ ଗୋଟିଏ…

ସତ୍ୟପୀରଙ୍କୁ କରମବୀର ଚକ୍ର ପୁରସ୍କାର

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): ଓଡ଼ିଶାର ପଞ୍ଚ୍‌ମ୍ୟାନ୍‌ ଭାବେ ପରିଚିତ କଳାହାଣ୍ଡି ଜିଲା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗାଁର ଡ. ସତ୍ୟପୀର ପ୍ରଧାନଙ୍କୁ ରବିବାର କରମବୀର ଚକ୍ର ପୁରସ୍କାରରେ ପୁରସ୍କୃତ କରାଯାଇଛି। ବିଶ୍ୱ ନେତୃତ୍ୱ ଫେଲୋଶିପ୍‌ ଆଇସିଓଏନ୍‌ଜି ଏବଂ ଜାତିସଂଘ ଡୋଗ୍ରା ହଲ୍‌ ଆଇଆଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?