ଆମ ଜିଲା ଖବର

ଦୁଗ୍ଧ ବୋଝେଇ ଟ୍ରକ୍‌କୁ ପିଟିଲା କୋଇଲା ଟ୍ରକ୍‌ : ୨ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର) : କେନ୍ଦୁଝର ଜିଲା ରିମୂଳି ଥାନା ଅନ୍ତର୍ଗତ ରଙ୍ଗାମାଟିଆ ଠାରେ ସୋମବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ସ୍ଥାନରେ ୨୦ ନଂ. ଜାତୀୟ ରାଜପଥରେ ଏକ ଦୁଗ୍ଧ ବୋଝେଇ ମିନି ଟ୍ରକ୍‌ ଅନ୍‌ଲୋଡ୍‌ କରୁଥିବାବେଳେ ପଛରୁ ଏକ…

୬୨ ଜୁଆଡ଼ି ଗିରଫ

ବାରିପଦା ଅଫିସ,୧୪।୧୦: ମୟୂରଭଞ୍ଜ ଜିଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬୨ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୪୩ ହଜାର ୯୬୦ ଟଙ୍କା ଜବତ କରିବା ସହ ୨୯ଟି ମୋବାଇଲ ଏବଂ ଜୁଆ ଖେଳରେ ବ୍ୟବହାର ସାମଗ୍ରୀ ଜବତ…

ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପିପିଳିଆ ଥାନା ପିପିଳିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ବଡ଼ଭାଇ ଶୁକୁରା ମୁଣ୍ତା(୨୫)ଙ୍କ ସ୍ତ୍ରୀ ସହିତ ସାନଭାଇ…

ଆଗକୁ ବିଜେପୁର ଉପନିର୍ବାଚନ, ଧାରଣାରେ ବସିଲେ ଚିନିକଳ କର୍ମଚାରୀ

ବରଗଡ଼ ଅଫିସ, ୧୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ସପ୍ତାହେ ବାକି। ୨/୩ ଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହାର ଅବ୍ୟବହିତ ପୂର୍ବରୁ ସ୍ଥାନୀୟ ତୋରା ସମବାୟ…

ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର ପାଇ ବନ କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ପହଞ୍ଚିବା ସମୟରେ ଅଜଗର ସାପ…

ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ

ସୁନ୍ଦରଗଡ଼,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଫଳରେ ଏଠାରେ ଯାନବାହନ ଚଳାଚଳ ବନ୍ଦ ରହିଛି। ସମସ୍ତ ଦୋକାନ ବଜାର ବନ୍ଦ ଥିବାବେଳେ…

ମୋଷ୍ଟ ଓ୍ବାଣ୍ଟେଡ ପ୍ରଫୁଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ଓ ଅସ୍ତ୍ରଶସ୍ତ୍ର କାରବାରରେ ଗିରଫ ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକ ଓରଫ ଟୁନାଙ୍କୁ ରିମାଣ୍ଡରେ ଆଣିବ ଏସଟିଏଫ। ଗତ ୧୦ ତାରିଖରେ ପ୍ରଫୁଲ ଏବଂ ସହଯୋଗୀ ଅବନୀକାନ୍ତ ସାମନ୍ତରାୟଙ୍କୁ ଏସ୍‌ଟିଏଫ୍‌…

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ୧୬ ଜୁଆଡିଙ୍କୁ ଗିରଫ କରାଯାଇଥିବା…

ଭୁଶୁଡ଼ିଲା ଘର କାନ୍ଥ : ଅଳ୍ପକେ ବର୍ତ୍ତିଲେ ଦିବ୍ୟାଙ୍ଗ ମା’ପୁଅ

ନିମାପଡ଼ା,୧୪ା୧୦(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅଫିସର ୩ଶହ ମିଟର ଦୂରରେ ଥିବା ଗୁଣ୍ଡିଚାବାଡି କଲୋନୀର ଏକ ଜରାଜୀର୍ଣ୍ଣ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଦିବ୍ୟାଙ୍ଗ ମା’ପୁଅ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଗୁଣ୍ଡିଚାବାଡି କଲୋନୀର ଏକ ଜରାଜୀର୍ଣ୍ଣ ଘରେ ଦିବ୍ୟାଙ୍ଗ…

ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ଭିଡ଼

ପୁରୀ ଅଫିସ,୧୪।୧୦: ସୋମବାରଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ପ୍ରତ୍ୟୁଷରେ ହବିଷିଆଳିମାନେ ପଞ୍ଚତୀର୍ଥରେ ସ୍ନାନକରି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ତୁଳସୀ ଚଉରାମୂଳେ ରାଇ ଦାମୋଦରଙ୍କୁ ପୂଜାକରି ବ୍ରତ ଆରମ୍ଭ କରିଛନ୍ତି। ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କର ଭିଡ଼ ଦେଖିବାକୁ ମିଳୁଛି।…

କୁମାରପୂର୍ଣ୍ଣିମାରେ ଅଘଟଣ : ନୂଆ ଡ୍ରେସ୍‌ ନ ମିଳିବାରୁ ନାବାଳିକାଙ୍କ ଆତ୍ମହତ୍ୟା

ବାଳକାଟୀ,୧୪ା୧୦(ଡି.ଏନ.ଏ) : କୁମାର ପୂର୍ଣ୍ଣିମାରେ ନୂଆ ଡ୍ରେସ୍‌ ନ ମିଳିବାରୁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ସୂଚନା ମୁତାବକ, ରବିବାର କୁମାର ପୂର୍ଣ୍ଣିମା ଉତ୍ସବ…

୭ ଫୁଟ ଲମ୍ବର ରଣା ଉଦ୍ଧାର

ଉଦଳା,୧୪ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ବିସିପୁର ପଞ୍ଚାୟତ କାଦୁସାହି ଗ୍ରାମର ଜଗନ୍ନାଥ ହେମ୍ବ୍ରମଙ୍କ ବାଡିରୁ ରବିବାର ୭ ଫୁଟ ଲମ୍ବର ଏକ ରଣା ସାପ ଉଦ୍ଧାର ହୋଇଛି। ସାପଟି ଜାଲରେ ଛନ୍ଦି ହୋଇ ପଡ଼ିଥିବା ଦେଖି ଜଗନ୍ନାଥଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?