ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ : ଜେଲ୍ ଗଲେ ଯୁବକ
ମାର୍ଶାଘାଇ,୧୩।୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ୬ ବର୍ଷର ଶିଶୁପୁତ୍ରଙ୍କ ସହ ଗାଁରେ ବୁଲି କପଡ଼ା ବିକ୍ରି କରୁଥିବା ଜଣେ ଯୁବକ ଅପ୍ରାକୃତିକ ଯୌନ ସମ୍ପର୍କ ରଖି କୋର୍ଟ ଚାଲାଣ ହୋଇଛନ୍ତି। ସଂପୃକ୍ତ ଯୁବକ ଜଣକ ଉତ୍ତରପ୍ରଦେଶର ମୁଜାଫର୍ନଗର…
ଜୁଆଡ଼ି ଧରପଗଡ଼ ଅଭିଯାନ : ୯୩ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୧୩।୧୦: ବ୍ରହ୍ମପୁର ପୋଲିସ ଜିଲାରେ ଜୁଆଡ଼ି ଧରପଗଡ଼ ଅଭିଯାନରେ ୭ଟି ଥାନା ପକ୍ଷରୁ ଶନିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୯୩ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୪ ଲକ୍ଷ ୨୪ ହଜାର ୨୧୫ ଟଙ୍କା ଜବତ…
୩୭ ବର୍ଷରେ ଜଳକଳଙ୍ଗ ଗଜଲକ୍ଷ୍ମୀ ପୂଜା
ହାଟଡିହୀ,୧୩।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ବଜାର ସାର୍ବଜନୀନ ପୂଜା କମିଟି ପକ୍ଷରୁ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହୋଇଛି। ଦୀର୍ଘ ୩୭ବର୍ଷ ଧରି ଏହି ପୂଜା ଅନୁଷ୍ଠିତ ହୋଇଆସୁଛି। ସୁସଜ୍ଜିତ ତୋରଣ ଓ ଆଲୋକମାଳାରେ ସ୍ଥାନୀୟ ଅଞ୍ଚଳ ଉତ୍ସବ…
ଗାଁ ମାଟିରେ ପର୍ବତାରୋହୀ ଲିପିକାଙ୍କୁ ସମ୍ବର୍ଦ୍ଧନା
ବରଗଡ଼ ଅଫିସ,୧୩।୧୦: ଋଷିଆର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ ଏଲ୍ବ୍ରୁଶ୍କୁ ସଫଳତାର ସହିତ ଆରୋହଣ କରି ଶିଖରରେ ଦେଶ ମାତୃକାର ତ୍ରିରଙ୍ଗା ଉଡ଼ାଇବା ପରେ ପର୍ବତାରୋହୀ ଲିପିକା ସେଟ୍ଟ୍ ରବିବାର ମଧ୍ୟାହ୍ନରେ ନିଜ ଗାଁ ମାଟି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ…
କାର୍କୁ ପଛରୁ ପିଟିଲା ଟ୍ରକ୍ : ୪ ଗୁରୁତର
ରାୟଗଡ଼ା ଅଫିସ,୧୩।୧୦: ରାୟଗଡ଼ା ଜିଲା ସିରିଗୁଡ଼ା ଛକର କୋଟଲାଗୁଡ଼ାଠାରେ ଏକ ଟ୍ରକ କାର୍କୁ ପଛପଟୁ ଧକ୍କା ଦେବାରୁ ୪ ଜଣ ଗୁରୁତର ହୋଇଛନ୍ତି l ସେମାନେ ହେଲେ କାଳିମଣି ନାୟକ, ପ୍ରଭୁଦାନ ନାୟକ, ସୁଶୀଳା ନାୟକ, ସଦାମଣି ନାୟକ। ସଦାମଣି ଅସୁସ୍ଥ…
୫ଟି ସଚିବଙ୍କ ସୁନ୍ଦରଗଡ଼ ଗସ୍ତ : ଜିଲାପାଳଙ୍କୁ କୈଫିୟତ ତଲବ, ସିଡିଏମ୍ଓ ନିଲମ୍ବିତ
ସୁନ୍ଦରଗଡ଼,୧୩।୧୦(ଡି.ଏନ୍.ଏ.) : ମୋ’ ସରକାର କାର୍ଯ୍ୟକ୍ରମର ସ୍ଥିତି ପରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ କେ ଭି ପାଣ୍ଡିଆନ ରବିବାର ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଚାନକ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ରୋଗୀମାନଙ୍କୁ ଠିକ୍ ଭାବେ…
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ କେନ୍ଦୁଝର ଗସ୍ତ
କେନ୍ଦୁଝର,୧୩।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ କେନ୍ଦୁଝର ଗସ୍ତରେ ଆସି ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଡାକ୍ତରଖାନାର ସମସ୍ତ ଓ୍ବାର୍ଡ ବୁଲିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଙ୍କ ସହିତ ପ୍ରମୁଖ…
ଡମ୍ପର ଚାପାରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଯାଜପୁର ଅଫିସ,୧୩।୧୦: ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ତାଳଜଙ୍ଗ ପଞ୍ଚାୟତ ଅଧୀନ ତଳଗଡ଼ ପଥୁରିଆ ସାହିର ପ୍ରଦୀପ ମଳିକ(୩୫)ଙ୍କ ରବିବାର ଅପରାହ୍ନରେ ତଳଗଡ଼ ସ୍କୁଲ ନିକଟରେ ଡମ୍ପର ଚାପାରେ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ଲୋକେ ପୂର୍ବ ଶତ୍ରୁତାକୁ କେନ୍ଦ୍ର…
ଘସିପୁରା ବ୍ଲକରେ ଆବାସ ଘୋଟାଲା ପ୍ରସଙ୍ଗ : ଦୁଇ ପିଇଓ ନିଲମ୍ବିତ
ଘସିପୁରା,୧୩।୧୦(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଘସିପୁରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗରେ ୨ ପିଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କୁ ନିଲମ୍ବନ କରାଯାଇଛି। ଏହି ବ୍ଲକରେ ଆବାସ ଯୋଜନାରେ କିଛି ଘୋଟାଲାର ତଦନ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ…
ସନତଙ୍କ ଲାଗି ପ୍ରଚାର କଲେ ପୂର୍ବତନ ଏମ୍ପି ବୈଜୟନ୍ତ
ବିଜେପୁର,୧୩।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆଉ ମାତ୍ର ଏକ ସପ୍ତାହ ରହିଛି। ତେଣୁ ବିଭିନ୍ନ ଦଳ ପକ୍ଷରୁ ବରିଷ୍ଠ ନେତାମାନେ ଏହି ଅଞ୍ଚଳରେ ପ୍ରଚାରର ମଙ୍ଗ ଧରିଲେଣି। ଏହିକ୍ରମରେ ରବିବାର ପୂର୍ବତନ ଏମ୍ପି ବୈଜୟନ୍ତ ପଣ୍ଡା ବିଜେପୁର ଅଞ୍ଚଳରେ ଭାଜପା…
ମୃତ ଭାବି ଶ୍ମଶାନ ନେଉଥିଲେ ପରିବାର ଲୋକେ, କିନ୍ତୁ ଜୁଇରୁ ଫେରିଆସିଲେ ମୃତକ
ସୋରଡ଼ା,୧୩।୧୦(ଡି.ଏନ୍.ଏ.): କୁହାଯାଏ ନିମିଷେ ମାତ୍ର ଆୟୁଷ ଥିଲେ ଯମ ନେଇପାରେ ନାହିଁ। ଠିକ୍ ସେହିପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତର ଆଦିବାସୀ ବହୁଳ ଗ୍ରାମ ଲାଉଖାଲରେ। ଶ୍ମଶାନକୁ ଯିବା ବାଟରେ ଜୀବିତ ହୋଇ…
କାର୍ ଧକ୍କାରେ ବୃଦ୍ଧ ମୃତ
ତିହିଡ଼ି,୧୩।୧୦(ଡି.ଏନ୍.ଏ): ଭଦ୍ରକ-ଚାନ୍ଦବାଲି ରାସ୍ତାର କାନପୁର ଘୋଷରା ନିକଟରେ ରବିବାର ମଧ୍ୟାହ୍ନରେ କାର୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାମନବିନ୍ଧା ପଞ୍ଚାୟତ ଅଧୀନ କାନପୁର ଗ୍ରାମର ଗଙ୍ଗାଧର ବାରିକ(୬୫)। ଗଙ୍ଗାଧର ସାଇକେଲ ଯୋଗେ ଘରୁ ପୀରହାଟ ଯାଉଥିବା ବେଳେ…

