ଆମ ଜିଲା ଖବର

ଘସିପୁରା ବ୍ଲକରେ ଆବାସ ଘୋଟାଲା ପ୍ରସଙ୍ଗ : ଦୁଇ ପିଇଓ ନିଲମ୍ବିତ

ଘସିପୁରା,୧୩।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଘସିପୁରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗରେ ୨ ପିଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କୁ ନିଲମ୍ବନ କରାଯାଇଛି। ଏହି ବ୍ଲକରେ ଆବାସ ଯୋଜନାରେ କିଛି ଘୋଟାଲାର ତଦନ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ…

ସନତଙ୍କ ଲାଗି ପ୍ରଚାର କଲେ ପୂର୍ବତନ ଏମ୍‌ପି ବୈଜୟନ୍ତ

ବିଜେପୁର,୧୩।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆଉ ମାତ୍ର ଏକ ସପ୍ତାହ ରହିଛି। ତେଣୁ ବିଭିନ୍ନ ଦଳ ପକ୍ଷରୁ ବରିଷ୍ଠ ନେତାମାନେ ଏହି ଅଞ୍ଚଳରେ ପ୍ରଚାରର ମଙ୍ଗ ଧରିଲେଣି। ଏହିକ୍ରମରେ ରବିବାର ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା ବିଜେପୁର ଅଞ୍ଚଳରେ ଭାଜପା…

ମୃତ ଭାବି ଶ୍ମଶାନ ନେଉଥିଲେ ପରିବାର ଲୋକେ, କିନ୍ତୁ ଜୁଇରୁ ଫେରିଆସିଲେ ମୃତକ

ସୋରଡ଼ା,୧୩।୧୦(ଡି.ଏନ୍‌.ଏ.): କୁହାଯାଏ ନିମିଷେ ମାତ୍ର ଆୟୁଷ ଥିଲେ ଯମ ନେଇପାରେ ନାହିଁ। ଠିକ୍‌ ସେହିପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତର ଆଦିବାସୀ ବହୁଳ ଗ୍ରାମ ଲାଉଖାଲରେ। ଶ୍ମଶାନକୁ ଯିବା ବାଟରେ ଜୀବିତ ହୋଇ…

କାର୍‌ ଧକ୍କାରେ ବୃଦ୍ଧ ମୃତ

ତିହିଡ଼ି,୧୩।୧୦(ଡି.ଏନ୍‌.ଏ): ଭଦ୍ରକ-ଚାନ୍ଦବାଲି ରାସ୍ତାର କାନପୁର ଘୋଷରା ନିକଟରେ ରବିବାର ମଧ୍ୟାହ୍ନରେ କାର୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାମନବିନ୍ଧା ପଞ୍ଚାୟତ ଅଧୀନ କାନପୁର ଗ୍ରାମର ଗଙ୍ଗାଧର ବାରିକ(୬୫)। ଗଙ୍ଗାଧର ସାଇକେଲ ଯୋଗେ ଘରୁ ପୀରହାଟ ଯାଉଥିବା ବେଳେ…

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାହାନଗା,୧୩।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ମହାରୁଦ୍ରପୁର ଗ୍ରାମର ହୋତା ପୋଖରୀରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଅଟାସପୁର ଗ୍ରାମର ଜଗନ ମଳିକଙ୍କ ପୁଅ ମନ୍ମଥ (୨୫)। ସକାଳେ ମୃତଦେହ ଭାସୁଥିବା ଦେଖି…

ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ଥିତି ଅନୁଧ୍ୟାନ କଲେ ସ୍ବାସ୍ଥ୍ୟ ଯୁଗ୍ମ ସଚିବ

ପୁରୀ ଅଫିସ,୧୩।୧୦: ରବିବାର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ବାସ୍ଥ୍ୟ ଯୁଗ୍ମ ସଚିବ କାମିନୀ ଷଡ଼ଙ୍ଗୀ। ତାଙ୍କ ସହିତ ଓଡିଶା ମେଡିକାଲ ସର୍ଭିସ ନିର୍ଦ୍ଦେଶକ ରୁପା ରୋଶନ ସାହୁ, ଜିଲାପାଳ ବଲୱନ୍ତ ସିଂ ମଧ୍ୟ ବିଭିନ୍ନ ରୋଗୀ…

ଅମରପୁରରେ ଅଗ୍ନିକାଣ୍ଡ: ୨ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ/ତିହିଡ଼,୧୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କୋହ୍ଲ ପଞ୍ଚାୟତ ଅମରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ସୂଚନାନୁଯାୟୀ, ରାତିରେ ଗ୍ରାମର ଗୋବର୍ଦ୍ଧନ ଦାସଙ୍କ ଗୁହାଳ ଘରେ ନିଆଁ ଲାଗିବାରୁ…

ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କଲା କୁଆଁର ପୁନେଇ ଜହ୍ନଲୋ କାର୍ଯ୍ୟକ୍ରମ

ବ୍ରହ୍ମପୁର ଅଫିସ,୧୩।୧୦: ଓଡ଼ିଆ ସଂସ୍କୃତି ଓ ପରମ୍ପରା ଲୋପ ପାଇ ଯାଉଥିବା ବେଳେ ଗଞ୍ଜାମର ଗ୍ରାମ୍ୟ କ୍ରୀଡ଼ାକୁ ଲୋକାଭିମୁଖୀ ଉଦ୍ଦେଶ୍ୟ ନେଇ ମଧୁମାୟା ଫାଉଣ୍ଡେସନ ପକ୍ଷରୁ ୧୦ମ କୁଆଁର ପୁନେଇ ଜହ୍ନଲୋ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସରକାରୀ ଆଇଟିଆଇ…

ଟ୍ରକ୍‌-କାର ମୁହାଁମୁହିଁ: ୫ ଗୁରୁତର

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୧୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଗ୍ନିଶମ କେନ୍ଦ୍ର ସମ୍ମୁଖରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ଦୋକାନ ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର

ବଅଁରପାଳ,୧୩।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଟାଉନ୍‌ ପିସି ବଜାରରୁ ଶନିବାର ରାତିରେ ଚୋରି ହୋଇଛି। ବଜାରରେ ଥିବା କୁଳମଣି ପୁଷ୍ଟିଙ୍କ ଭେରାଇଟି ଷ୍ଟୋର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ସହ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଚୋରି କରି…

ନିର୍ମଳା ଶିଶୁ ଭବନ ଗଲେ ଉଦ୍ଧାର ଯୁବତୀ

ବରଗଡ଼ ଅଫିସ,୧୩।୧୦: ବରଗଡ଼ ଜିଲା ଅଞ୍ଚଳରୁ ଦୁଇ ଦିନ ତଳେ ଉଦ୍ଧାର ହୋଇଥିବା ଜଣେ ଅସହାୟ, ମାନସିକ ରୋଗଗ୍ରସ୍ତ ଯୁବତୀଙ୍କୁ ସହରାଞ୍ଚଳ ବାସହୀନଙ୍କ ଆଶ୍ରୟସ୍ଥଳୀରେ ରଖାଯାଇଥିଲା। ରବିବାର ସେଠାରୁ ତାଙ୍କୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ସମ୍ବଲପୁରର ପରିଚୟ ଏବଂ ବରଗଡ଼ ନିଷ୍ଠା ପରିବାରର…

ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗ: ସୁନ୍ଦରଗଡ଼ ସିଡିଏମ୍‌ଓ ନିଲମ୍ବିତ

ସୁନ୍ଦରଗଡ଼/ଭୁବନେଶ୍ୱର,୧୩।୧୦(ଡି.ଏନ୍‌.ଏ./ବ୍ୟୁରୋ): ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗରେ ସୁନ୍ଦରଗଡ଼ ଭାରପ୍ରାପ୍ତ ସିଡିଏମ୍‌ଓ ପଙ୍କଜ ପଟେଲଙ୍କୁ ରବିବାର ନିଲମ୍ବନ କରାଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ତାଙ୍କୁ ନିଲମ୍ବିତ କରିବା ସହ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛନ୍ତି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?