ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥ, ଦଲାଲ ଗିରଫ
କଟକ ଅଫିସ,୧୩।୧୦: ବେଆଇନ ଶ୍ରମିକ ଚାଲାଣ କରୁଥିବା ଅଭିଯୋଗରେ ୪୧ ଜଣ ମଧ୍ୟସ୍ଥ ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍ପିଙ୍କ ନେତୃତ୍ୱରେ…
ଭେଡେନ ଗଣବଳାତ୍କାର, ହତ୍ୟା ମାମଲା: ତତ୍କାଳୀନ ଆଇଆଇସିଙ୍କ ସମେତ ୮ ଜଣଙ୍କ ନାଁରେ ମାମଲା
କଟକ ଅଫିସ, ୧୩।୧୦: ବରଗଡ଼ ଜିଲା ଭେଡେନ ଥାନା ଅଞ୍ଚଳରେ ୨୦୧୬ରେ ୩ ମହିଳାଙ୍କୁ ଅପହରଣ ଓ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ୩ ବର୍ଷ ପରେ ଅର୍ଥାତ୍ ଗତ ୩ ତାରିଖରେ ଭେଡେନ ଥାନାର ତତ୍କାଳୀନ ଆଇଆଇସି…
ବୀରବଳଭଦ୍ରପୁର ଗୋପୀନାଥ ଦେବ ମନ୍ଦିରରୁ ଚୋରି ମୂର୍ତ୍ତି ଫୋପାଡିଲେ, ଅଳଙ୍କାର ନେଇଗଲେ
ପୁରୀ ଅଫିସ, ୧୩।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ବୀରବଳଭଦ୍ରପୁର ଗ୍ରାମର ଗୋପୀନାଥ ଦେବଙ୍କ ମନ୍ଦିରରୁ ଶନିବାର ଲକ୍ଷାଧିକ ଟଙ୍କାର ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି ଏବଂ ଦାନ ବାକ୍ସରୁ ଟଙ୍କା, ସୁନା ଅଲଙ୍କାର ଚୋରି ହୋଇଛି। ଏନେଇ ବୀରବଳଭଦ୍ରପୁର ଗ୍ରାମ…
ଧଳାବାଘ ଶୁଭ୍ରାଂଶୁ ଅସୁସ୍ଥ
ବାରଙ୍ଗ,୧୩।୧୦(ଡି.ଏନ.ଏ): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଅନ୍ୟତମ ଆକର୍ଷକ ଧଳାବାଘ ଶୁଭ୍ରାଂଶୁ ଦ୍ୱିତୀୟଥର ପାଇଁ ଅସୁସ୍ଥ ହୋଇଛି। ୫ବର୍ଷର ଏହି ବାଘ ଶନିବାର ଗୋଟିଏ ସ୍ଥାନରେ ପଡ଼ିରହିବା ସହ କୌଣସି ଖାଦ୍ୟ ଗ୍ରହଣ କରି ନ ଥିଲା। ଯାହାକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ…
ବଡ଼ୁ ସୁଆର ନିଯୋଗ ନିର୍ବାଚନ ବିଶ୍ୱନାଥ ସଭାପତି, ଅନନ୍ତ ସମ୍ପାଦକ
ପୁରୀ ଅଫିସ, ୧୩।୧୦: ଶ୍ରୀମନ୍ଦିର ବଡ଼ୁ ସୁଆର ନିଯୋଗର କର୍ମକର୍ତ୍ତା ନିର୍ବାଚନ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସର୍ବସମ୍ମତିକ୍ରମେ ବିଶ୍ୱନାଥ ସାମନ୍ତରା ସଭାପତି, ଅନନ୍ତ ତିଆଡ଼ି ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭବାନୀଶଙ୍କର ସାମନ୍ତରା କୋଷାଧ୍ୟକ୍ଷ ଏବଂ…
ବସ୍ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାଡ଼ମାରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ସଜନାଗଡ଼,୧୩।୧୦(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୧୯ ନଂ. ରାଜ୍ୟ ରାଜପଥ ସଜନାଗଡ଼ ନିକଟ ଜାବୁଢିସାହି ଛକଠାରେ ଶନିବାର ରାତିରେ ଏକ ଯାତ୍ରୀବାହୀ ବସ୍ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାରଣାସ୍ତ୍ର ଦେଖାଇବା ସହ ମାଡ଼ମାରି ଦୁର୍ବୃତ୍ତ ୧୦ ହଜାର ଟଙ୍କା ଲୁଟି…
ବିଜେପୁର: ପ୍ରସଙ୍ଗ ନୁହେଁ, ପତିଆରା ରାଜନୀତି
ବିଜେପୁର,୧୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଅଛି। ଦେଢ଼ବର୍ଷ ମଧ୍ୟରେ ତୃତୀୟଥର ନିର୍ବାଚନ ଦେଖୁଛନ୍ତି ବିଜେପୁର ଭୋଟର। ଲଗାତର ନିର୍ବାଚନ ଫଳରେ ପୂର୍ବ ସରଗରମ ଏତେଟା ଦେଖିବାକୁ ମିଳୁ ନ ଥିଲେ ସୁଦ୍ଧା ଆଉ ଦିନେ ଦୁଇଦିନ…
ଉଚ ଚିକିଛା ଲାଗି ଟଁକା ଅଭାବ
ଜହ୍ନାପଙ୍କ, ୧୩।୧୦ (ଡି.ଏନ୍.ଏ.)- ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଁଚେତ୍ର ନାରାୟଣନଗରର ଗୋବର୍ଦ୍ଧନ ତରିଆ(୪୪)। ସେ ପକ୍ଷାଘାତ ରୋଗ୍ରେ ପୀଡ଼ିତ ଅଛନ୍। ଏନ୍ତାଥି ସେ ଗୁଟେ ବାଡ଼ି ସାହାଯ୍ରେ ଯିବାର ଆଏବାର କରୁଛନ୍। ହେଲେ ଟଁକା ପଏସା ଅଭାବୁ ଉଚ ଚିକିଛା କରେଇ…
ଅଭିଯୁକ୍ତ କାଠ ବ୍ୟବସାୟୀଙ୍କୁ ସର୍ବସମ୍ମୁଖରେ ଦଣ୍ଡ: ସୋସିଆଲ ମିଡିଆରେ ଫଟୋ ଭାଇରାଲ
ପରଜଙ୍ଗ, ୧୩।୧୦(ଡି.ଏନ୍.ଏ.) – ଜଣେ ଅଭିଯୁକ୍ତ କାଠ ବ୍ୟବସାୟୀଙ୍କୁ ସର୍ବସମ୍ମୁଖରେ ଦଣ୍ଡ ଦେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି ମହାବିରୋଡ ରେଞ୍ଜର ସୁବ୍ରତ ବେହେରା। ଏହାର ଫଟୋ ସୋସିଆଲ ମିଡିଆରେ ଘୂରିବୁଲିବା ପରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ବନ ବିଭାଗର…
ସରିଲା ‘ଆଗ୍ନେୟ’: ଝୁମାଇଲେ ବିନୋଦ ରାଠୋଡ୍
ଢେଙ୍କାନାଳ ଅଫିସ, ୧୩।୧୦ – ସ୍ଥାନୀୟ ମିନି ଷ୍ଟାଡିୟମ୍ରେ ଦୁଇଦିନ ଧରି ଚାଲିଥିବା ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ’ ଶନିବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସମାରୋହର ପ୍ରମୁଖ ଆକର୍ଷଣ ଥିଲେ ବଲିଉଡ୍ର ଖ୍ୟାତନାମା କଣ୍ଠଶିଳ୍ପୀ ବିନୋଦ ରାଠୋଡ। ସେ…
ଆଜି ଧରାବତରଣ କରିବେ ମା’ ଲକ୍ଷ୍ମୀ: ସଜେଇ ହୋଇଛି ୨୯ ମଣ୍ଡପ
ଅନୁଗୋଳ ଅଫିସ, ୧୩ା୧୦ – ଧରାବତରଣ କରିବେ ମା ଲକ୍ଷ୍ମୀ। ଏ ନେଇ ଅନୁଗୋଳ ସହର ସଜେଇ ହୋଇଛି। ରବିବାରଠାରୁ ମା’ଙ୍କ ପୂଜା ଆରମ୍ଭ ହେବ। ମା’ଙ୍କ ଆଗମନ ପାଇଁ ସହରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି।…
ଜିଲା ମୁଖ୍ୟ ଚିକିତ୍ସାଳୟ ଅଚାନକ ପରିଦର୍ଶନ କଲେ ଜିଲାପାଳ: ସେବା ସମ୍ପର୍କରେ ରୋଗୀଙ୍କୁ ପଚାରିଲେ, ସମସ୍ୟା ବୁଝିଲେ
ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ ପାଇଁ ଶନିବାର ପୂର୍ବାହ୍ନ ୧୧ଟାରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଚାନକ ମେଡିକାଲରେ ପହଞ୍ଚିଥିଲେ। ତାଙ୍କ ସହ ଉପଜିଲାପାଳ ବାସୁଦେବ…

