ଆମ ଜିଲା ଖବର

ଏଏନଏମ୍‌ଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ଯୁବକ ଗିରଫ, ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲେ…

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନଏମ ବୁଲିଦେଇ ସାହୁଙ୍କୁ ମରଣାନ୍ତକ ଆକ୍ରମଣରେ ଅଟକ ରହିଥିବା ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଗିରଫ କରିଛି। ଗିରଫ ଯୁବକ ସୋନପୁରର ଗୋବିନ୍ଦ ବେହେରା (୨୬)ବୋଲି ତଦନ୍ତକାରୀ ଅଧିକାରୀ…

ବିଦେଶୀ ପକ୍ଷୀ ସ୍ୟାଣ୍ଡ ପ୍ଲୋଭର ଗୋଡ଼ରେ ଅଜଣା ଟ୍ୟାଗ

ଛତ୍ରପୁର, ୨୮ା୧୧(ଦିଲ୍ଲୀପ ସାମଲ): ରୁଷିକୂଲ୍ୟା ମୁହାଣରେ ଉଡି ବୁଲୁଥିବା ବେଳେ ଏକ ବିଦେଶୀ ପକ୍ଷୀ ଗୋଡରେ ଟ୍ୟାଗ୍‌ ବନ୍ଧା ଯାଇଥିବା ଜଣାପଡିଛି। ସ୍ଥାନୀୟ ପରିବେଶବିତ ରବିନ୍ଦ୍ରନାଥ ସାହୁ ତାଙ୍କ କ୍ୟାମେରାରେ ଏହାକୁ ଉତ୍ତୋଳନ କରିଛନ୍ତି। ଏହି ପକ୍ଷୀଟି ସ୍ୟାଣ୍ଡ ପ୍ଲୋଭର ପ୍ରଜାତିର…

ଶୀତରେ ଥରୁଛି ଜି.ଉଦୟଗିରି: ଆଜି ସବୁଠୁ ସର୍ବନିମ୍ନ ତାପମାତ୍ରା, ଜାଣନ୍ତୁ କେତେ ରହିଛି…

ଜି.ଉଦୟଗିରି,୨୮।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ୨/୩ ଦିନ ଶୀତ କମି ଯାଇଥିଲା । ମେଘୁଆ ପାଗ ଶୀତର ପ୍ରକୋପକୁ କିଛି ମାତ୍ରାରେ ଅବରୋଧ କରିଥିଲା। କିନ୍ତୁ ବିଗତ ୪ ଦିନ ହେଲା ଜି.ଉଦୟଗିରିରେ ପାରଦ…

ଖୋଲିଲା ମଣ୍ଡି, କର୍ମଚାରୀଙ୍କ ଦେଖାନାହିଁ

ବରଗଡ଼,୨୮ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାରେ ରହିଥିବା ମଣ୍ଡିଗୁଡ଼ିକ ଖୋଲାଯାଇଛି। ଧାନ ଧରି ମଣ୍ଡିରେ ଚାଷୀମାନେ ମଧ୍ୟ ପହଞ୍ଚିଛନ୍ତି। ମଣ୍ଡିଗୁଡ଼ିକରେ ହଜାର ହଜାର ବସ୍ତା ଧାନ ବିକ୍ରି ଅପେକ୍ଷାରେ…

ଆଜିଠୁ ବରଗଡ଼ରେ ଧାନକିଣା: ଧାନବିକ୍ରି ଟୋକନ୍ ଧର୍ମକୁ ଆଖିଠାର

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଧାନ ସଂଗ୍ରହ ପ୍ରକ୍ରିୟା ହେବ। ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲାରେ ପ୍ରଥମଥର ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଏଭଳି ବିଳମ୍ବ ହୋଇଛି। ଏହାସତ୍ତ୍ୱେ ଏପର୍ଯ୍ୟନ୍ତ ଚାଷୀମାନଙ୍କୁ ଧାନବିକ୍ରି…

ମକା ବୋଝେଇ ଟ୍ରକ୍‌ ସହ ଘାଟିରୁ ଖସିପଡ଼ିଲେ ଚାଳକ, ଚାଲିଗଲା ଜୀବନ

ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଗୁରୁବାର ରାତିରେ ଜରଉ ଘାଟିରେ ଏକ ମକା ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ଜୀବନ ଚାଲିଯାଇଛି। ମୃତ ଡ୍ରାଇଭର ଜଣକ ହେଲେ ଗଞ୍ଜାମ ଜିଲା…

ୟୁରୋପ ଝିଅ ଓଡ଼ିଶା ବୋହୂ, ପ୍ରେମିକଙ୍କୁ ପାଇବା ପାଇଁ ପାରି ହେଲେ ସାତ ଦରିଆ, ପଡ଼ିଲା ହାତଗଣ୍ଠି

ଗଜପତି,୨୮ା୧୧(ଗିରିଧାରୀ ପରିଚ୍ଛା): କୁହାଯାଏ ପ୍ରେମ ଅନ୍ଧ। ପ୍ରେମକୁ ପାଇବା ପାଇଁ ଜଣେ କିଛି ବି କରିପାରେ। ପ୍ରେମିକ ହେଉ ବା ପ୍ରେମିକା ମନର ମଣିଷକୁ ପାଇବା ପାଇଁ ସବୁ ପ୍ରକାର ବାଧାବିଘ୍ନ ସାମ୍ନା କରିଥାଏ। ଏପରିକି ସାତ ଦରିଆ ପାରି ହୋଇ…

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ ଗ୍ରାମର ଗଣେଷ ହେମ୍ବ୍ରମ ଗୁରୁବାର ଖୁଣ୍ଟା ସାପ୍ତାହିକ ହାଟ ଆସିଥିଲେ। ହେଲେ ହାଟରୁ ଆଉ…

ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୮ା୧୧: ଶୁକ୍ରବାର ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ଦର୍ଶନ ବେଳେ ଚାଙ୍ଗଡ଼ା ଘର ନିକଟରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରିଦେଇଥିଲେ। ଏହା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। Dharitri – Odisha’s No.1 Odia Daily  

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ତିନି ଯୁବକ ଏକ ସ୍କୁଟିରେ…

ପ୍ରବଳ ଶୀତରେ ଥରିଲାଣି ଦାରିଙ୍ଗବାଡ଼ି, ଆଜି ତାପମାତ୍ରା ରହିଛି…

ଦାରିଙ୍ଗବାଡ଼ି,୨୮ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ପ୍ରବଳ ଶୀତ ଅନୁଭୂତ ହୋଇଛି। ଗତ ୪ ଦିନରେ ୭ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି। ୧୫ ଡିଗ୍ରୀ ତାପମାତ୍ରାରୁ ଶୁକ୍ରବାର ସକାଳ ସୁଦ୍ଧା ୮. ୫ ଡିଗ୍ରୀରେ ପହଞ୍ଚିଛି।…

ଚିକିତ୍ସା ଅବହେଳାରୁ କଏଦୀ ମୃତ୍ୟୁ ମାମଲା: ସ୍ତ୍ରୀଙ୍କୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୭।୧୧(କାର୍ତ୍ତିକ ସାହୁ): ଜେଲରେ ଚିକିତ୍ସା ଅବହେଳାରୁ କଏଦୀଙ୍କ ମତ୍ୟୁ ମାମଲାରେ ହାଇକୋର୍ଟ ମୃତ ବ୍ୟକ୍ତିଙ୍କ ସ୍ତ୍ରୀଙ୍କୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ବିରଜା ପ୍ରସନ୍ନ ଶତପଥୀ କ୍ଷତିପୂରଣ ୬ ସପ୍ତାହ ମଧ୍ୟରେ ଦେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri