ମହିଁଷାସୁରୀ ପୋଲ ବିପଦସଙ୍କୁଳ
କପ୍ତିପଦା,୧୧ା୧୦(ଡ଼ି.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡ଼ିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରୁଣା ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ପୋଲର ମଝି ସ୍ଥାନ ଦବିଯିବା ସହିତ ମୂଳଦୁଆରେ ବିରାଟ ଫାଟ ସୃଷ୍ଟି ହୋଇଛି ।…
ସମସ୍ୟା ଘେରରେ ମିଳିମିଳା ପୀଠ
ମାର୍ଶାଘାଇ, ୧୨।୧୦ (ଡି.ଏନ୍.ଏ.): ମେଡିକାଲ ସାଇନ୍ସ ଉନ୍ନତ ହେବା ପୂର୍ବରୁ ହଇଜା, ମିଳିମିଳା, ହାଡ଼ଫୁଟି ଆଦି ଦୁରାରୋଗର ଚିକିତ୍ସା ପାଇଁ ଲୋକମାନେ ଝଡ଼ା, ପୁଙ୍କା ଆଦି କରିବା ସହ ବିଭିନ୍ନ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରୁଥିଲେ। ବିଶେଷକରି ଛୋଟଛୋଟ ପିଲାଙ୍କ ସୁସ୍ଥ ସ୍ବାସ୍ଥ୍ୟ…
ବିଳମ୍ବିତ ବର୍ଷା, ବଢାଇଛି ଦୁର୍ଦ୍ଦଶା: ସହାୟତା ପାଇଁ ଜିଲାପାଳଙ୍କୁ ଦାବିପତ୍ର
ବାଲେଶ୍ୱର ଅଫିସ, ୧୨।୧୦-ଚଳିତବର୍ଷ ବିଳମ୍ବିତ ବର୍ଷା ଯୋଗୁ ଖରିଫ ଚାଷରେ ବ୍ୟାପକ କ୍ଷତି ହୋଇଛି। କୃଷି ଋଣ ଶୁଝି ନ ପାରି ଚାଷୀଙ୍କ ମେରୁଦଣ୍ଡ ଦୋହଲିଯାଇଛି। ଏହି ପରିପ୍ରେକ୍ଷୀରେ ଚାଷୀଙ୍କୁ ସହାୟତା ଯୋଗାଇ ଦେବା ଲାଗି ଅଖିଳ ଭାରତ କୃଷକ ସଭାର…
ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଡାକ୍ତର ନିଯୁକ୍ତି ପାଇଁ ଏନ୍ଏଚ୍ଆର୍ସିଙ୍କ ନିର୍ଦ୍ଦେଶ
ପଟ୍ଟାମୁଣ୍ଡାଇ, ୧୨।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଡାକ୍ତର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ହସ୍ପିଟାଲକୁ ଦୈନିକ ୫ ଶହରୁ ଅଧିକ ରୋଗୀ ଆସୁଥିବା ବେଳେ ଡାକ୍ତର ଅଭାବରୁ ଲୋକମାନେ ବାଧ୍ୟ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟ ଅଥବା…
ଷ୍ଟେଶନରୁ ପିଲା ଚୋରି ଘଟଣା: ଉଦ୍ଧାର ଶିଶୁ ମା’ଙ୍କୁ ହସ୍ତାନ୍ତର
ବାଲେଶ୍ୱର ଅଫିସ, ୧୨।୧୦- ବାଲେଶ୍ୱର ରେଳଷ୍ଟେଶନର ୧ ନଂ. ପ୍ଲାଟଫର୍ମରୁ ଗତ ୩ ତାରିଖ ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ମା’ କୋଳରେ ଶୋଇଥିବା ଏକ ୩ମାସର ଶିଶୁପୁତ୍ରକୁ ଚୋରି କରିନେଇଥିବା ରେଲଓ୍ବେ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଉକ୍ତ ଶିଶୁକୁ…
ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା
ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଶତାଧିକ ଲୋକ ଡାକ୍ତରଖାନା ସମ୍ମୁଖରେ ଧାରଣାରେ ବସିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.…
କୂଅଖୋଳା ନାଁରେ ଦୁର୍ନୀତି
ଦଶମନ୍ତପୁର,,୧୨।୧୦(ଡି.ଏନ୍.ଏ.): ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଦେଓଖୋଡକ ଗ୍ରାମରେ ଏମ୍ଜିଏନ୍ଆର୍ଇଜିଏସ୍ରେ ଚାଷୀଙ୍କ ଜମିରେ ୩ଟି କୂଅ ଖୋଳାଯାଇଥିଲା। ଗ୍ରାମର ପୋଇଲି ମୁଦୁଲି ଯୋଡ଼ିଗଛ ନିକଟରେ ଥିବା ୬୦ ସେଣ୍ଟ ଜମିରେ ଚାଷ ପାଇଁ କୂଅ ଖୋଳିବାକୁ ପଞ୍ଚାୟତ କାର୍ଯ୍ୟାଳୟରୁ ଆବେଦନ କରି…
ଜରାସିଂହା ପାଟଖଣ୍ଡା ଯାତ୍ରା ସମ୍ପନ୍ନ
ଦେଓଗାଁ,୧୨।୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହାରେ ବିଜୟା ଦଶମୀରୁ ୫ଦିନ ଧରି ଚାଲିଥିବା ମା’ ପାଟଖଣ୍ଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଯାଇଛି। ଅପରାହ୍ନରେ ପାଟଖଣ୍ଡାଙ୍କ କାଳିସୀ ବରୁଆଙ୍କ ଦେହରେ ଲାଗି ସ୍ବତନ୍ତ୍ର ବାଦ୍ୟର ତାଳେ ତାଳେ ନୃତ୍ୟ କରି ମାନସିକଧାରୀଙ୍କୁ…
ଗୋଲାପୀ, ରଇବାରୀକଁର ଦୁଖ୍ ଶୁନ୍ଲା ପରଶାସନ
ଲୋଇସିଂହା,୧୨।୧୦(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପତ୍ରାପାଲି ଗଁାର ବିଧବା ମହିଲା ଗୋଲାପୀ ପଧାନ ଆର ନିସାହା ରଇବାରୀ ପଧାନକଁର ଦୁଖ୍ ଜିଲା ପରଶାସନ ଶୁନିଛେ। ଚଲତି ମାସ ୧୫ ତାରିଖ୍ ଉଭଏ ଭତା ପାଏବାର ସଂଗେ ଝନ୍କୁ ଘର…
ପାଣିରେ ବୁଡ଼ି ଶିଶୁ ମୃତ
ବସ୍ତା, ୧୧।୧୦(ସ୍ବ.ପ୍ର.)-ବସ୍ତା ଥାନା ଧୋବଚକୁରାଇ ଗ୍ରାମର ପତିତପାବନ ଆଚାର୍ଯ୍ୟଙ୍କ ୩ବର୍ଷର ପୁଅ ସୋନୁ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ସେ ପରିବାର ଲୋକଙ୍କ ଦୃଷ୍ଟି ଅଗୋଚରରେ ଘରପାଖ ପୋଖରୀକୁ ଚାଲିଯାଇଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ବସ୍ତା ହସ୍ପିଟାଲକୁ ଅଣାଯାଇଥିଲା।…
ଆନ୍ଦୋଳନ ଯୋଗୁ ୧.୪୭ କୋଟି କ୍ଷତି
ତାଳଚେର,୧୧ା୧୦(ନି.ପ୍ର.)- ସୋଲଡା ରୋଡ ସେଲ ପଏଣ୍ଟରୁ ଟ୍ରକ୍ରେ କୋଇଲା ପରିବହନ ଦାବି କରି ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ ଓ ବଳରାମ ଟ୍ରକ୍ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଗତ ୬ ତାରିଖଠାରୁ ଏହି ଆନ୍ଦୋଳନ ଯୋଗୁ କୋଇଲା ଉତ୍ତୋଳନ ସହ…
ମାରପିଟ୍ ଅଭିଯୋଗ, ୨ ମାମଲା ରୁଜୁ
ତାଳଚେର,୧୧ା୧୦(ନି.ପ୍ର.)- ଏମ୍ସିଏଲ୍ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଥିଲା। ଉଭୟ ପକ୍ଷ ଏ ନେଇ ତାଳଚେର ଥାନାରେ ଅଭିଯୋଗ କରିବା ସହ ଧାରଣା ଦେଇଥିଲେ। ପୋଲିସ ଲୋଚନ ସେଠୀଙ୍କ ଅଭିଯୋଗ…

