ଆମ ଜିଲା ଖବର

କୂଅଖୋଳା ନାଁରେ ଦୁର୍ନୀତି

ଦଶମନ୍ତପୁର,,୧୨।୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଦେଓଖୋଡକ ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଚାଷୀଙ୍କ ଜମିରେ ୩ଟି କୂଅ ଖୋଳାଯାଇଥିଲା। ଗ୍ରାମର ପୋଇଲି ମୁଦୁଲି ଯୋଡ଼ିଗଛ ନିକଟରେ ଥିବା ୬୦ ସେଣ୍ଟ ଜମିରେ ଚାଷ ପାଇଁ କୂଅ ଖୋଳିବାକୁ ପଞ୍ଚାୟତ କାର୍ଯ୍ୟାଳୟରୁ ଆବେଦନ କରି…

ଜରାସିଂହା ପାଟଖଣ୍ଡା ଯାତ୍ରା ସମ୍ପନ୍ନ

ଦେଓଗାଁ,୧୨।୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହାରେ ବିଜୟା ଦଶମୀରୁ ୫ଦିନ ଧରି ଚାଲିଥିବା ମା’ ପାଟଖଣ୍ଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଯାଇଛି। ଅପରାହ୍ନରେ ପାଟଖଣ୍ଡାଙ୍କ କାଳିସୀ ବରୁଆଙ୍କ ଦେହରେ ଲାଗି ସ୍ବତନ୍ତ୍ର ବାଦ୍ୟର ତାଳେ ତାଳେ ନୃତ୍ୟ କରି ମାନସିକଧାରୀଙ୍କୁ…

ଗୋଲାପୀ, ରଇବାରୀକଁର ଦୁଖ୍‌ ଶୁନ୍‌ଲା ପରଶାସନ

  ଲୋଇସିଂହା,୧୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପତ୍ରାପାଲି ଗଁାର ବିଧବା ମହିଲା ଗୋଲାପୀ ପଧାନ ଆର ନିସାହା ରଇବାରୀ ପଧାନକଁର ଦୁଖ୍‌ ଜିଲା ପରଶାସନ ଶୁନିଛେ। ଚଲତି ମାସ ୧୫ ତାରିଖ୍‌ ଉଭଏ ଭତା ପାଏବାର ସଂଗେ ଝନ୍‌କୁ ଘର…

ପାଣିରେ ବୁଡ଼ି ଶିଶୁ ମୃତ

ବସ୍ତା, ୧୧।୧୦(ସ୍ବ.ପ୍ର.)-ବସ୍ତା ଥାନା ଧୋବଚକୁରାଇ ଗ୍ରାମର ପତିତପାବନ ଆଚାର୍ଯ୍ୟଙ୍କ ୩ବର୍ଷର ପୁଅ ସୋନୁ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ସେ ପରିବାର ଲୋକଙ୍କ ଦୃଷ୍ଟି ଅଗୋଚରରେ ଘରପାଖ ପୋଖରୀକୁ ଚାଲିଯାଇଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ବସ୍ତା ହସ୍‌ପିଟାଲକୁ ଅଣାଯାଇଥିଲା।…

ଆନ୍ଦୋଳନ ଯୋଗୁ ୧.୪୭ କୋଟି କ୍ଷତି

ତାଳଚେର,୧୧ା୧୦(ନି.ପ୍ର.)- ସୋଲଡା ରୋଡ ସେଲ ପଏଣ୍ଟରୁ ଟ୍ରକ୍‌ରେ କୋଇଲା ପରିବହନ ଦାବି କରି ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ ଓ ବଳରାମ ଟ୍ରକ୍‌ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଗତ ୬ ତାରିଖଠାରୁ ଏହି ଆନ୍ଦୋଳନ ଯୋଗୁ କୋଇଲା ଉତ୍ତୋଳନ ସହ…

ମାରପିଟ୍‌ ଅଭିଯୋଗ, ୨ ମାମଲା ରୁଜୁ

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଥିଲା। ଉଭୟ ପକ୍ଷ ଏ ନେଇ ତାଳଚେର ଥାନାରେ ଅଭିଯୋଗ କରିବା ସହ ଧାରଣା ଦେଇଥିଲେ। ପୋଲିସ ଲୋଚନ ସେଠୀଙ୍କ ଅଭିଯୋଗ…

ରାସ୍ତା ମରାମତି ଦାବି

ତାଳଚେର,୧୧ା୧୦(ନି.ପ୍ର.)- ୧୪୯ ନମ୍ବର ଜାତୀୟ ରାଜପଥର ବହ୍ଲର ଛକ ଠାରୁ ଚାଇଁପାଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଛି। ବଡ଼ ବଡ଼ ଖାଲ ଯୋଗୁ ପ୍ରତ୍ୟେହ ସ୍କୁଲ, କଲେଜ ଛାତ୍ରୀଛାତ୍ର, ବାଇକ୍‌ ଆରୋହୀମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ବର୍ଷାହେଲେ ପରିସ୍ଥିତି ଅତ୍ୟନ୍ତ ସଙ୍ଗିନ…

ବିଦ୍ୟୁତ୍‌ ବିଭାଗର ଚଢ଼ାଉକୁ ବିରୋଧ: ଥାନାରେ ମାମଲା

ରୂପ୍‌ସା, ୧୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଜାମୁନିଆ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ବିଦ୍ୟୁତ୍‌ ବିଭାଗର ଚଢ଼ାଉ ଆଶଙ୍କା କରି ଗ୍ରାମବାସୀଙ୍କ ବିରୋଧ ଘଟଣା ଥାନାରେ ପହଞ୍ଚତ୍ବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା…

ତରବରିଆ ପଦକ୍ଷେପ ସମସ୍ୟାକୁ କରିଛି ଜଟିଳ

ଯୋଡ଼ା, ୧୧।୧୦(ଡି.ଏନ.ଏ.)- ଯୋଡା ଅଞ୍ଚଳର ପ୍ରଦୂଷଣ ସମସ୍ୟା ବୃଦ୍ଧି ନେଇ ସ୍ଥାନୀୟ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନିକଟରେ ଉଁଚ୍ଚବାଲୀ ଗ୍ରାମବାସୀଙ୍କ ପକ୍ଷରୁ ଖାଲଖମାରେ ଭର୍ତ୍ତି ରାସ୍ତା ସମସ୍ୟା ନେଇ ସ୍ଥାନୀୟ ଖଣିସଂସ୍ଥାକୁ ଲିଖିତ ଦାବିପତ୍ର ଦିଆଯାଇଥିଲା। ରାସ୍ତା ନିର୍ମାଣ କାର୍ଯ୍ୟ…

୭ ଦିନ ମଧ୍ୟରେ ଅନିୟମିତତାର ହେବ ତଦନ୍ତ: ଅନଶନରୁ ଓହରିଲା ସିପିଆଇ

ବନ୍ତ, ୧୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, ସାମାଜିକ ସୁରକ୍ଷା ଆଦି ଯୋଜନାରେ ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଗତ ବୁଧବାରଠାରୁ ରାମଚନ୍ଦ୍ରପୁର ପଞ୍ଚାୟତ ସିପିଆଇ କମିଟି ପକ୍ଷରୁ ବ୍ଲକ…

ଲାଉମୁଣ୍ଡାେରେ ଭାଜପାର ରୋଡ୍‌ ଶୋ’: ପୂର୍ବତନ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ବିଜେପୁର, ୧୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁଁ ଭାଜପା ତାର ପ୍ରଚାର ଅଭିଯାନକୁ ଜୋରଦାର୍‌ କରିଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲାଉମୁଣ୍ଡାରେ ରୋଡ୍‌ ଶୋ’ କରିଛନ୍ତି। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସଭା…

ଲୋଡର୍‌ ଚାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୧।୧୦(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ର ଚିଙ୍ଗୁଡିଗୁଡା ରେଲ୍‌ଓ୍ବେ ସାଇଡିଂରେ ଗୁରୁବାର ରାତିରେ ଜଣେ ଲୋଡର୍‌ ଚାଳକଙ୍କୁ ସାପ କାମୁଡି ଦେଇଥିଲା । ଏଥିରେ ଚାଳକ ରାଧେ ଯାଦବ(୨୯) ଗୁରୁତର ହୋଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ବେଲପାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?