ଭାଲୁ ଆକ୍ରମଣ, ଚାଷୀ ଗୁରୁତର
ବରଗଡ଼ ଅଫିସ,୧୧।୧୦: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଶରଧାପାଲି ଗ୍ରାମରେ ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣର ଜଣେ ଚାଷୀ ଗୁରୁତର ହୋଇଛନ୍ତି। ଆହତ ଚାଷୀ ଜଣକ ହେଲେ ଉକ୍ତ ଗ୍ରାମର ମଧୁ ରୋହିଦାସ(୪୫)।ଚାଷଜମିକୁ ପାଣି ମଡ଼ାଇବାକୁ ଯାଇଥିବାବେଳେ ଭାଲୁ ତାଙ୍କୁ…
ବିଜେପୁର ଉପନିର୍ବାଚନ ପୂର୍ବରୁ ବ୍ୟବସାୟୀଙ୍କ କାର୍ରୁ ୧୯ ଲକ୍ଷ ଜବତ
ବରଗଡ଼ ଅଫିସ,୧୧।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖ ଅନୁଷ୍ଠିତ ହେବ। ଉପନିର୍ବାଚନକୁ ଅବାଧ, ନିରପେକ୍ଷ ଭାବେ ଶେଷ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ବରପାଲି ନାକାପୋଷ୍ଟରେ ଯାଞ୍ଚ…
ପୁଣି ଜୋର୍ ଧରିଲା ଏସ୍ଆଇଏ ସର୍ଭେ
ପୁରୀ ଅଫିସ,୧୧ା୧୦ : ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍ଆଇଏ) ସର୍ଭେ। ଉପଜିଲାପାଳ ଭବତାରଣ ସାହୁ ଏବଂ ୫ ଶିକ୍ଷାନବିସ ଆଇଏଏସ୍ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍ ଏହି…
ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର ହବିଷିଆଳି…
ଅପରାହ୍ନ ୪ଟାରେ ବାନା ବନ୍ଧା
ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ ବୋଲି ଲୋକମୁଖରେ ରହିଛି। ଶୀତଦିନେ ଶୀଘ୍ର ସନ୍ଧ୍ୟା ହେଉଥିବାରୁ ଗୁରୁବାରଠାରୁ ଶ୍ରୀମନ୍ଦିର…
ବନ୍ୟପ୍ରାଣୀ ବିଭାଗରୁ ୯୯ ଗାଡ଼ି ମାଲିକଙ୍କୁ ମିଳିଲା ପରିଚୟପତ୍ର
ଗଣିଆ,୧୧।୧୦(ଡି.ଏନ.ଏ.): ନୟାଗଡ଼ ଜିଲା ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ଛାମୁଣ୍ଡିଆ ଓ କୁଶଙ୍ଗ ବନାଞ୍ଚଳରେ ଗୁରୁବାର ୯୯ଜଣ ଗାଡି ମାଲିକଙ୍କୁ ବନ୍ୟପ୍ରାଣୀ ବିଭାଗ ତରଫରୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ଛାମୁଣ୍ଡିଆ ବନାଞ୍ଚଳରେ ୭୭ ଓ କୁଶଙ୍ଗ…
ଆମ୍ବନାଳ ସେତୁର ଆପ୍ରୋଚ ରାସ୍ତା ନିର୍ମାଣ ଦାବି
ଖଣ୍ଡପଡ଼ା,୧୧।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ସହରରୁ ଜେଲଖାନା ଛକଦେଇ ନିକଟସ୍ଥ ବନମାଳୀପୁର ଗ୍ରାମକୁ ସଂଯୋଗ କରୁଥିବା ଆମ୍ବନାଳ ଉପରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଏକ ସେତୁ ନିର୍ମାଣ ହୋଇଛି। ଉକ୍ତ ସେତୁ କାର୍ଯ୍ୟ ଶେଷ ହେବାର ଇତିମଧ୍ୟରେ ୧ ବର୍ଷରୁ ଊର୍ଦ୍ଧ୍ୱ…
ଥୁଆବାରିରେ ଶହୀଦ ଦିବସ : ଜିଲାସ୍ତରୀୟ ଅଧିକାରୀ ଯୋଗ ନ ଦେବାରୁ ଅସନ୍ତୋଷ
ନୟାଗଡ଼ ଅଫିସ/ନୂଆଗାଁ,୧୧ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତ ଥୁଆବାରି ଗ୍ରାମରେ ଗୁରୁବାର ଶହୀଦ ଦିବସ ପାଳିତ ହୋଇ ଯାଇଛି। ଗ୍ରାମବାସୀଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ନୂଆଗାଁ ବିଡ଼ିଓ ଶିରିୟାଲ ପଟେଲ ଯୋଗଦେଇ ଶହୀଦ୍ମାନଙ୍କ ଉପରେ ବକ୍ତବ୍ୟ…
୩ ବରିଷ୍ଠ ଅଧିକାରୀଙ୍କ ନୟାଗଡ଼ ଜିଲା ଗସ୍ତ ଆଜି : ଅସଜଡ଼ା ଭିତ୍ତିଭୂମି ସଜାଡ଼ିବାକୁ ଉଦ୍ୟମ
ନୟାଗଡ଼ ଅଫିସ,୧୧ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍ ଅଧିକାରୀ ଶୁକ୍ରବାର ନୟାଗଡ଼ ଜିଲା ଗସ୍ତରେ ଆସୁଛନ୍ତି। ସେମାନେ ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା…
ରସୁଲପୁର ଗସ୍ତରେ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ : ଅପହଞ୍ଚ ପଞ୍ଚାୟତରେ ପଡ଼ୁନି ଦୃଷ୍ଟି
ରସୁଲପୁର,୧୧।୧୦(ଡି.ଏନ୍.ଏ.)- ରସୁଲପୁର ବ୍ଲକକୁ ଗୁରୁବାର ଅପରାହ୍ନରେ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ସତ୍ୟନାରାୟଣ ଦାଶ ଗସ୍ତରେ ଆସି ଫେରି ଯାଇଛନ୍ତି। ସେ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ସମୀକ୍ଷା କରିବା ସହ ବିଭିନ୍ନ ନଥିପତ୍ର ଯାଞ୍ଚ କରିଥିଲେ। ଏହି ଅବସରରେ ସେ…
ବିବାହ ପ୍ରତିଶ୍ରୃତି ଦେଇ ଅପହରଣ ମାମଲା : ଅପହୃତା ନାବାଳିକା ତେଲେଙ୍ଗାନାରୁ ଉଦ୍ଧାର
ରସୁଲପୁର,୧୧ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତ ସାହାପଡ଼ା ଗ୍ରାମର ଯୁକ୍ତ ୨ରେ ପଢ଼ୁଥିବା ଜନୈକା ଛାତ୍ରୀ(୧୭)ଙ୍କୁ ଗତ ମାସ ୨୩ତାରିଖରେ ଅପହରଣ ହୋଇଥିଲା। ଅପହରଣର ୧୭ଦିନ ପରେ ବ୍ରହ୍ମବରଦା ଫାଣ୍ଡି ପୋଲିସ ଅପହୃତା ଓ ଅପହରଣକାରୀଙ୍କୁ ତେଲେଙ୍ଗାନାରୁ…
ନିଲାମ ଘାଟରୁ ବେଆଇନ ବାଲି ଚାଲାଣ
ରସୁଲପୁର,୧୧।୧୦(ଡି.ଏନ୍.ଏ.): ରସୁଲପୁର ତହସିଲ ଅଧିନରେ ଥିବା ବ୍ରାହ୍ମଣୀ ନଦୀର ଅଧିକାଂଶ ନିଲାମ ବାଲି ଘାଟରେ ପାଣି ପଶିି ଯାଇଛି। ତେଣୁ ବାଲି ଉତ୍ତୋଳନ ଓ ପରିବହନ ସାମୟିକ ବନ୍ଦ ରହିଛି। ଏହି ସୁଯୋଗରେ ବାଲି ମାଫିଆମାନେ ନଦୀ ଗର୍ଭରେ ଥିବା ଉଚ୍ଚା…

