ତେଲ ଟ୍ୟାଙ୍କର ଜବତ, ଡ୍ରାଇଭର କୋର୍ଟ ଚାଲାଣ
ଚଣ୍ଡିଖୋଲ,୧୯ା୮(ଡି.ଏନ୍.ଏ.)- ୫ନଂ କ ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଟିକଟା ଛକ ନିକଟରେ ଶନିବାର ଏକ ଡ୍ରାଇଭର ତେଲ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା। ଏଥିସହ ଟ୍ୟାଙ୍କରଟିକୁ ଜବତ କରିଛି। ଗିରଫ ଡ୍ରାଇଭର ହେଲେ ଭୁବନେଶ୍ୱର…
ବର୍ଷାରେ ଭୁସୁଡ଼ିଲା ଘର : ଅଳ୍ପକେ ବର୍ତ୍ତଲେ ପରିବାର ଲୋକେ
କାଳିଆପାଣି,୧୯ା୮(ଡି.ଏନ୍.ଏ.): ସୁକିନ୍ଦା ବ୍ଲକ ରାଁସୋଳ ପଞ୍ଚାୟତ ଅନ୍ତର୍ଗତ ରାଁସୋଳ ପାତ୍ରସାହିରେ ଶନିବାର ରାତ୍ରିରେ ପ୍ରବଳ ବର୍ଷା ଯୋଗୁ ରବିନାରାୟଣ ପାତ୍ରଙ୍କ ଗୃହ ଭୁସୁଡ଼ିପଡିଛି। ରବିବାର ସକାଳୁ ଖବର ପାଇ ସ୍ଥାନୀୟ ଭାଜପା ନେତା ଦ୍ୱିଲୀପ ପାତ୍ର , ଲମ୍ବୋଦର ମହାନ୍ତ, କୁନା…
ରୂପେଲିର ଚିକିଛା ଲାଗି ଟଁକା ଅଭାବ୍: ଚିନ୍ତାରେ ଗରିବ୍ ମା’ବାପ୍
ଗୁଡ଼ଭେଲା, ୧୯ା୮(ଡି.ଏନ.ଏ.): ଲୁକ୍କୁ ମାହାଲିଆ ଚିକିଛା ସେବା ଯୁଗେଇ ଦେବାର ଲାଗି କେନ୍ଦ୍ର ଆର ରାଏଜ୍ ସରକାର ଭିନେ ଭିନେ ଯୋଜନା କାଯ୍କାରୀ କରୁଛନ୍। ହେଲେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅଧୀନ ଡୁଙ୍ଗିବାହାଲ ଗଁାର ୩ ବଛର ୯ ମାସର…
ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍ଲି ନାମରେ ଦେଢ଼ କୋଟି ଆତ୍ମସାତ୍
ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍ଏସ୍) ବିଭାଗରେ ଏସ୍ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍ଲି ନାମରେ ଆବଣ୍ଟିତ ୧କୋଟି ୫୨ଲକ୍ଷ ୮୫ହଜାର ଟଙ୍କା ଆତ୍ମସାତ୍ ହୋଇଛି। ଜଣେ ଉଚ୍ଚ ପଦାଧିକାରୀଙ୍କ ପରୋକ୍ଷ ସହଯୋଗରେ…
ଚିକିଛା ଅଭାବୁ ମୁରତୁ ସଂଗେ ଯୁଝୁଛନ୍ ଜୟ: କୁଲି ମଜୁରି କରି କୁଟୁମ ପୁଷୁଛେ ପୁଓ
ଲାଠୋର, ୧୯ା୮ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍ ଅଧୀନ ପିପଲବାହାଲ ଗଁାର ଜୟ ମେହେର(୫୦)। ଆଏଜ୍କେ ୪ ମାସ ତଲେ ସେ ଘର ଉପ୍ରୁ ପଡ଼ି ତାକର ମେରୁହାଡ଼ ଭାଂଗି ଯାଇଛେ। ପରିବାରଟା ନିହାତି ଗରିବ୍ ହେଇଥିଲାବେଲେ…
ବିପଦସଙ୍କୁଳ ଅବସ୍ଥାରେ ଖଣ୍ଡିଆ ବନ୍ଧ ପୋଲ, ରାସ୍ତା
ଜେନାପୁର,୧୯ା୮(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ରେଳବାଇ ଲେବୁଲ କ୍ରସିଂ ନିକଟସ୍ଥ ଖଣ୍ଡିଆ ବନ୍ଧ ପୋଲ ଓ ରାସ୍ତା ବିପଦସଙ୍କୁଳ ଅବସ୍ଥା ରହିଛି। ଏହି ପୁରାତନ ପୋଲଟିର କାନ୍ଥରୁ ପଥର ଖସୁଛି। ପୋଲଟିରେ ବାଡା ନ ଥିବାରୁ ଅନେକ ଛୋଟବଡ ଦୃର୍ଘଟଣା…
ସ୍ଲୁଇସ ଗେଟ୍ରେ ନାହିଁ ଲକ: କ୍ଷତିଗ୍ରସ୍ତ ହେଉଛନ୍ତି ଧାନଚାଷୀ
ଏରସମା,୧୯ା୮(ସ୍ବ.ପ୍ର.): ଏରସମା ବ୍ଲକ ଗଡ଼ବିଶୁନିପୁର ପଞ୍ଚାୟତସ୍ଥିତ ଆନନ୍ଦପୁର ସ୍ଲୁଇସ ଗେଟ୍କୁ ନେଇ ଗୋଷ୍ଠୀ ବିବାଦ ଦେଖାଦେଇଛି। ଏହି ସ୍ଲୁଇସ ଗେଟ୍ରେ ଥିବା ୫ଟି ଗେଟ୍ରେ ଲକ୍ ନ ଥିବାରୁ ଚିଙ୍ଗୁଡି ଘେରି ମାଲିକ ଓ ଧାନଚାଷୀଙ୍କ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି…
ଘେରିବନ୍ଧ କାଟିଦେଲା ତୈଳ ବିଶୋଧନାଗାର : ଧାନକ୍ଷେତରେ ଲହଡ଼ି ମାରୁଛି ପାଣି
ବାଲିକୁଦା,୧୯ା୮(ସ୍ବ.ପ୍ର.): ବାଲିକୁଦା ବ୍ଲକ ତଣ୍ଡିକୁଳ ପଞ୍ଚାୟତରେ ଏବେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତ ଖରାଦିନେ ପାରାଦୀପ ତୈଳ ବିଶୋଧନାଗାର ପାଇପ ଲାଇନ କାମ ବେଳେ ମଠସାହି ଘେରିବନ୍ଧକୁ କାଟି ଖେଲାଇ ଦିଆଯାଇଥିଲା। ଫଳରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି…
ବନ୍ୟାରେ ୧୨ ପାନୀୟ ଜଳ ପ୍ରକଳ୍ପ କ୍ଷତିଗ୍ରସ୍ତ
ସୋନପୁର,୧୮।୮(ନି.ପ୍ର.):ଲଘୁଚାପ ଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ବ୍ୟାପକ କ୍ଷତି ଘଟିଛି। ପାଣି ଜମି ରହିବା ଫଳରେ ହଜାର ହଜାର ଏକର ଚାଷ ପଚି ନଷ୍ଟ ହୋଇଛି। ଜମିରେ ବାଲି ମାଡି ଯାଇଛି। ବହୁ ଲୋକ ବାସସ୍ଥାନ…
ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ
ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଦିବାସୀଙ୍କର ଜମି, ଜଳ, ଜଙ୍ଗଲ, ଭାଷା ଓ ସଂସ୍କୃତିର…
ସମ୍ବଲପୁର ଏମ୍ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ
ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ ସଭାରେ ଯୋଗଦେଇ ଦଳୀୟ ସଙ୍ଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ପାଇଁ କର୍ମୀମାନଙ୍କୁ ଆହ୍ବାନ…
ନରହନ୍ତା ଦନ୍ତାର ଉଗ୍ରରୂପ:୯ ଘର ଭାଙ୍ଗିଲା, ରାତିସାରା ବର୍ଷାରେ ଭିଜିଲେ କ୍ଷତିଗ୍ରସ୍ତ
ପରଜଙ୍ଗ, ୧୮।୮(ଡି.ଏନ୍.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ଡିହଡୋଳ ଫରେଷ୍ଟ ସେକ୍ସନରେ ନରହନ୍ତା ଦନ୍ତା ତାଣ୍ଡବ ଚରମ ସୀମାରେ ପହଞ୍ଚତ୍ଛି। ଦାନ୍ତ କଟାଯିବା ପରେ କିଛି ମାତ୍ରାରେ ଶାନ୍ତ ପଡ଼ିଥିବା ହାତୀ ହଠାତ୍ ହିଂସ୍ର ହୋଇଉଠିଛନ୍ତି। ସପ୍ତାହେ ହେଲା ହାତୀ ଉନ୍ମତ୍ତ…
Archives


