ଆମ ଜିଲା ଖବର

ବ୍ରାହ୍ମଣବିଲ ବାଲୁଙ୍କେଶ୍ୱର ମନ୍ଦିରରୁ ହୁଣ୍ଡି ଚୋରି, ଛେଣ୍ଡିପଦା ଥାନାରେ ମାମଲା

ଛେଣ୍ତିପଦା,୧୦।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ବ୍ରାହ୍ମଣବିଲ ଗାଁର ବରାଳ ବାଲୁଙ୍କେଶ୍ବର ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ହୁଣ୍ଡି ବାକ୍ସ ଚୋରି ହୋଇଯାଇଛି। ଉକ୍ତ ହୁଣ୍ଡିରେ ସୁନା ସହ ୫୦ ହଜାରରୁ ଊଦ୍ଧର୍‌ବ ଟଙ୍କା ଥିବା ଗ୍ରାମବାସୀ କହିଛନ୍ତି। ଘଟଣା ସମ୍ପର୍କରେ…

ବିଶ୍ୱ ମାନସିକତା ଦିବସ : ଆଧ୍ୟାତ୍ମିକ ମାର୍ଗ ଉପରେ ବିଶ୍ୱାସ ରଖିବାକୁ ସଚେତନତା ବାର୍ତ୍ତା ପ୍ରଚାର

କଣ୍ଟାପଡ଼ା,୧୦।୧୦(ଡି.ଏନ୍‌.ଏ.): ମାନସିକସ୍ତରରେ ଦୁର୍ବଳ ହୋଇ ଆତ୍ମହତ୍ୟା ବଢ଼ୁଥିବା ନେଇ ସାରାବିଶ୍ୱ ଚିନ୍ତିତ ହୋଇପଡ଼ିଛି। ଏଥିପାଇଁ ସାଧାରଣ ଲୋକଙ୍କୁ ମାନସିକସ୍ତରରେ ଦୃଢ଼ ହେବା ପାଇଁ ଏକ ସଚେତନତା ଶୋଭାଯାତ୍ରା କଟକ ଜିଲାର ଓଲଟପୁରସ୍ଥିତ ଏସ୍‌ଭି ନିରତାରରେ ଅନୁଷ୍ଠିତ ହୋଇଯାଇଛି। ନିରତାର ନିର୍ଦ୍ଦେଶକ ଡା.ଶକ୍ତିପ୍ରସାଦ…

ଏସ୍‌ସିବି ମେଡିକାଲରେ ୧୦୧ ଡେଙ୍ଗୁ ରୋଗୀ

କଟକ ଅଫିସ, ୧୦ା୧୦: ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ଲଗାଣ ବର୍ଷା ହେବା ଯୋଗୁ ଡେଙ୍ଗୁ ଭୟଙ୍କର ରୂପ ନେବାରେ ଲାଗିଛି। ବୁଧବାର କଟକ ଏସ୍‌ସିବିରେ ମୋଟ୍‌ ୧୦୧ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ…

‘ମୋ ସରକାର’ ସମୀକ୍ଷା: ୩ ପ୍ରମୁଖ ଅଧିକାରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୧୦ା୧୦ (ଡି.ଏନ୍‌.ଏ.): ରାଜ୍ୟର ଶୀର୍ଷ ପ୍ରଶାସନରେ ନିଆଯାଉଥିବା ନିଷ୍ପତ୍ତି ତୃଣମୂଳରେ କିପରି କାର୍ଯ୍ୟକାରୀ ହେଉଛି , ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍‌ ଅଧିକାରୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି- ଅର୍ଥ ବିଭାଗ…

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ ଅଫିସ,୧୦ା୧୦: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଉଛି। ସୁରକ୍ଷା ଦୃଷ୍ଟିକୋଣରୁ ଶ୍ରୀମନ୍ଦିର ଏକ ସମ୍ବେଦନଶୀଳ ଅଞ୍ଚଳ। ଏହା ମଧ୍ୟରେ ଫଟୋ ଉଠାଇବା, ଭିଡିଓ ଉତ୍ତୋଳନ…

ଓଡ଼ିଆ ବିଶ୍ୱବିଦ୍ୟାଳୟ ଶିଳାନ୍ୟାସକୁ ବର୍ଷେ ପୂରିଲା: ଇଟା ଖଣ୍ଡିଏ ଯୋଡ଼ା ହେଲାନି

ପୁରୀ ଅଫିସ/ସାକ୍ଷୀଗୋପାଳ, (ଡି.ଏନ.ଏ.)୧୦ା୧୦: ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖୁଥିଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ ତାହାକୁ ଆହୁରି ଆଗକୁ ନେବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ। ଠିକ୍‌ ବର୍ଷକ ତଳେ…

କଟକ ଦେବୀଗଡ଼ା ଲୋକାରଣ୍ୟ

କଟକ ଅଫିସ,୧୦ା୧୦: ଶାନ୍ତିଶୃଙ୍ଖଳାରେ ସରିଛି ଦୁର୍ଗାପୂଜା। ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଭସାଣି ମାଧ୍ୟମରେ ମେଲାଣି ନେଇଛନ୍ତି। ଦେବୀଗଡ଼ା ନିକଟରେ ହୋଇଥିବା ତିନୋଟି ଅସ୍ଥାୟୀ ପୋଖରୀରେ ମୂର୍ତ୍ତିଗୁଡ଼ିକ ବିସର୍ଜନ କରାଯାଇଛି। ଭସାଣି ଶୋଭାଯାତ୍ରା ଦେଖିବା ପାଇଁ ବହୁସଂଖ୍ୟାରେ…

ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିବା ଘଟଣା: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର, କନ୍‌ଷ୍ଟେବଳ ନିଲମ୍ବିତ

ପୁରୀ ଅଫିସ, ୧୦ା୧୦: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ପୋଲିସ ହେଲ୍‌ପ ଲାଇନ୍‌ର କନ୍‌ଷ୍ଟେବଳ ସୁଶାନ୍ତ ଭୁଜବଳଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବିତ କରାଯାଇଛି। ଅଭିଯୋଗକାରୀଙ୍କ ଅଭିଯୋଗ ଏବଂ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭିତ୍ତିକରି ଭୁଜବଳଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା…

ସିଂହଦ୍ୱାରରେ ଜମିଲା ମେଳଣ

ପୁରୀ ଅଫିସ, ୧୦ା୧୦: ଶେଷ ହୋଇଛି ଦଶହରା। ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ମୃଣ୍ମୟୀ ଦୁର୍ଗାଙ୍କ ବିସର୍ଜନ ପରେ ଏକାଦଶୀରେ ଶ୍ରୀକ୍ଷେତ୍ରରେ ପାରମ୍ପରିକ ରୀତିନୀତିରେ ଗୋସାଣୀ ଭସାଣି ପର୍ବ ଅନୁଷ୍ଠିତ ହୋଇଛି। ବୁଧବାର ସନ୍ଧ୍ୟାରେ ପୁରୀ ସହରର ବିଭିନ୍ନ…

ଧନଦାତ୍ରୀଙ୍କ ଧରାବତରଣକୁ ଅପେକ୍ଷା

ଢେଙ୍କାନାଳ ଅଫିସ, ୧୦।୧୦ – ଧରାବତରଣ କରିବେ ଧନଦାତ୍ରୀ। ପରମ୍ପରା ଏବଂ ଐତିହ୍ୟକୁ ଜାବୁଡ଼ି ଧରିଥିବା ଏହି ମହାଜାଗତିକ ପର୍ବର ସାକ୍ଷୀ ରହିବେ ହଜାର ହଜାର ଶ୍ରଦ୍ଧାଳୁ। ପୂଜାକୁ ଆଉ ମାତ୍ର ୩ଦିନ ବାକି ଥିବାବେଳେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ। ଆଉ…

ଧରାପୃଷ୍ଠରୁ ବିଦାୟ ନେଲେ ମା’ ଦଶଭୁଜା: ସିନ୍ଦୂର ଖେଳରେ ବିଭୋର ହେଲେ ମହିଳା

ଅନୁଗୋଳ ଅଫିସ, ୧୦।୧୦- ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ମା’ ଦୁର୍ଗା। ୫ ଦିନର ପୂଜାର୍ଚ୍ଚନା ପରେ ବୁଧବାର ଅଶ୍ରୁଭରା ନୟନରେ ମା’ଙ୍କୁ ବିଦାୟ ଦେଇଛନ୍ତି ଅନୁଗୋଳବାସୀ। ସକାଳୁ ସହରରେ ମା’ଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ଅନେକ ପୂଜା ମଣ୍ଡପରେ…

ପୁଅ, ୩ ସହଯୋଗୀ ଗିରଫ

ଅନୁଗୋଳ ଅଫିସ,୧୦।୧୦ – ବାପାଙ୍କୁ ମାଡ଼ ମାରି ଟଙ୍କା ଲୁଟିବା ଅଭିଯୋଗରେ ଅନୁଗୋଳ ପୋଲିସ ଜଣେ ପୁଅ ସହ ତାଙ୍କର ୩ ସହଯୋଗୀଙ୍କୁ ସୋମବାର ଗିରଫ କରିଛି। ଲୁଟ୍‌ର ଶିକାର ହୋଇଥିବା ପଞ୍ଚାନନ ଘୋଷଙ୍କ ଲିଖିତ ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?